ପୁନର୍ଗଠିତ ହେଲା ବିଜୁ ଶ୍ରମିକ ସାମୁଖ୍ୟ, ପ୍ରଣବ ପ୍ରକାଶ ଦାସ ମୁଖ୍ୟ ଉପଦେଷ୍ଟା

The Sakala Picture
Published On

ଭୁବନେଶ୍ୱର : ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଆଜି ବିଜୁ ଶ୍ରମିକ ସାମୁଖ୍ୟର ନୂତନ କର୍ମକର୍ତ୍ତାଙ୍କୁ ନିଯୁକ୍ତ କରାଯାଇଛି । ବିଜେଡି ସଂଗଠନ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ବିଜୁ ଶ୍ରମିକ ସାମୁଖ୍ୟର ମୁଖ୍ୟ ଉପଦେଷ୍ଟା ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ଦେବାଶିଷ ସାମନ୍ତରାୟ ଓ ପ୍ରଭାସ କୁମାର ସିଂଙ୍କୁ ସାମୁଖ୍ୟର ଉପଦେଷ୍ଟା ଭାବେ ନିଯୁକ୍ତ କରାଯାଇ ଥିବା ବେଳେ ପ୍ରଫୁଲ୍ଲ କୁମାର ମଲ୍ଲିକ୍‌ଙ୍କୁ […]

ଭୁବନେଶ୍ୱର : ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଆଜି ବିଜୁ ଶ୍ରମିକ ସାମୁଖ୍ୟର ନୂତନ କର୍ମକର୍ତ୍ତାଙ୍କୁ ନିଯୁକ୍ତ କରାଯାଇଛି । ବିଜେଡି ସଂଗଠନ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ବିଜୁ ଶ୍ରମିକ ସାମୁଖ୍ୟର ମୁଖ୍ୟ ଉପଦେଷ୍ଟା ଦାୟିତ୍ୱ ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଚନ୍ଦ୍ରପୃଷ୍ଠରେ ମାଡ଼ ହେବ ଉଲ୍‌କା ପିଣ୍ଡ, ପୃଥିବୀ ଉପରେ ପଡ଼ିବ କି ପ୍ରଭାବ !

Biju Labor Samukhya reorganized, Pranab Prakash Das chief adviser

ଆହୁରି ପଢ଼ନ୍ତୁ: ପୁଣି ମହାପ୍ରସାଦକୁ ଘୋର ଅସମ୍ମାନ: ଗୋଡ଼ରେ ଚପଲ ପିନ୍ଧି ଡାଇନିଂ ଟେବୁଲରେ ବସି ଖାଇଲେ ପର୍ଯ୍ୟଟକ; ଭିଡିଓ ଭାଇରାଲ

ସେହିପରି ଦେବାଶିଷ ସାମନ୍ତରାୟ ଓ ପ୍ରଭାସ କୁମାର ସିଂଙ୍କୁ ସାମୁଖ୍ୟର ଉପଦେଷ୍ଟା ଭାବେ ନିଯୁକ୍ତ କରାଯାଇ ଥିବା ବେଳେ ପ୍ରଫୁଲ୍ଲ କୁମାର ମଲ୍ଲିକ୍‌ଙ୍କୁ ଏହାର ରାଜ୍ୟ ସଭାପତି ଭାବେ ନିଯୁକ୍ତ କରାଯାଇଛି । ସୁବାସ ସିଂ ସାଧାରଣ ସମ୍ପାଦକ ପଦ ପାଇଥିବା ବେଳେ କେନ୍ଦ୍ରୀୟ ସଂଯୋଜକ ଭାବେ ପ୍ରୀତିରଞ୍ଜନ ଘଡ଼ାଇ, ପ୍ରଣବ ବଳବନ୍ତରାୟ, ନିରଞ୍ଜନ ବିଶି, ବିକ୍ରମ କୁମାର ପଣ୍ଡା, ଜୁଗଳ କିଶୋର ନାୟକ, ନବ କିଶୋର ମହାନ୍ତି, ପଞ୍ଚାନନ ସେନାପତି, ବୈଦ୍ୟନାଥ ଦାସ, ରାଜୀବ ମହାନ୍ତି ଏବଂ ଜଗଦିଶ ବିଶ୍ୱାଳଙ୍କୁ ନିଯୁକ୍ତ କରାଯାଇଛି ।

ଆହୁରି ପଢ଼ନ୍ତୁ: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି: ଏହି ସବୁ ସାମଗ୍ରୀ ଉପରେ ଆଉ ଲାଗିବନି ଟିକସ...

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp