ବିଜୁ ପଟ୍ଟନାୟକ ଷ୍ଟେଟ୍ ପୁଲିସ ଏକାଡେମୀକୁ ଦେଶରେ ଶ୍ରେଷ୍ଠ ଟ୍ରେନିଂ ପ୍ରତିଷ୍ଠାନ ମାନ୍ୟତା, ପୁରସ୍କୃତ କରିବ ଗୃହ ମନ୍ତ୍ରାଳୟ

The Sakala Picture
Published On

ଭୁବନେଶ୍ବର : ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀକୁ ଦେଶର ଶ୍ରେଷ୍ଠ ଏକାଡେମୀ ମାନ୍ୟତା ମିଳିଛି । ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି । ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀକୁ ୨୦୨୦-୨୧ପାଇଁ ଶ୍ରେଷ୍ଠ ଟ୍ରେନିଂ ପ୍ରତିଷ୍ଠାନ ଭାବେ ମାନ୍ୟତା ମିଳିଛି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀକୁ ଟ୍ରଫି ସହ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ। ୨୦୧୫ରୁ ପୂର୍ବାଞ୍ଚଳରୁ […]

ଭୁବନେଶ୍ବର : ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀକୁ ଦେଶର ଶ୍ରେଷ୍ଠ ଏକାଡେମୀ ମାନ୍ୟତା ମିଳିଛି । ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି । ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀକୁ ୨୦୨୦-୨୧ପାଇଁ ଶ୍ରେଷ୍ଠ ଟ୍ରେନିଂ ପ୍ରତିଷ୍ଠାନ ଭାବେ ମାନ୍ୟତା ମିଳିଛି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀକୁ ଟ୍ରଫି ସହ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ।

ଆହୁରି ପଢ଼ନ୍ତୁ: କ୍ୟାବିନେଟ୍ ବୈଠକରେ ୧୧ ପ୍ରସ୍ତାବ ଉପରେ ବାଜିଲା ମୋହର, ୩୪୦୦ କୋଟିର ଅଟଳ ବସଷ୍ଟାଣ୍ଡ ଯୋଜନାକୁ ମଞ୍ଜୁରୀ

୨୦୧୫ରୁ ପୂର୍ବାଞ୍ଚଳରୁ ବିଭିନ୍ନ କାଟାଗୋରୀରେ କ୍ରମାଗତ ଜିତି ଆସୁଛି ବିଜୁ ପଟ୍ଟନାୟକ ଷ୍ଟେଟ୍ ପୋଲିସ ଏକାଡେମୀ । ୨୦୦୫ରେ ଏହି ଏକାଡେମୀର ପ୍ରତିଷ୍ଠା କରାଯାଇଥିଲା । ଏଠାରେ ଡେପୁଟି ସୁବେଦାରଠାରୁ ଡିଏସପି ରାଙ୍କ ଯାଏ ଦିଆଯାଉଛି ତାଲିମ । ଏପର୍ୟ୍ୟନ୍ତ ୬ଟି ବ୍ୟାଚରେ ୬୫ଜଣ ଡିଏସପିଙ୍କୁ ତାଲିମ ଦିଆଯାଇଛି । ୨୪ଟି ବ୍ୟାଚରେ ଡେପୁଟି ସୁବେଦାର, ଏସଆଇ ଓ ସର୍ଜେଣ୍ଟଙ୍କୁ ତାଲିମ ଦିଆଯାଇଛି । ଅବକାରୀ, ପରିବହନ ଓ ଜଙ୍ଗଲ ବିଭାଗ ଅଫିସରଙ୍କୁ ମଧ୍ୟ ଦିଆଯାଉଛି ତାଲିମ ।

ଆହୁରି ପଢ଼ନ୍ତୁ: ଯାଜପୁର କାଳୀମେଘା ଗୁଳିକାଣ୍ଡରେ ଯୁବକଙ୍କ ମୃତ୍ୟୁ ଘଟଣା: ୫ ଅଭିଯୁକ୍ତ ଗିରଫ, ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକ ଜବତ

15 Jan 2022 By The Sakala

ବିଜୁ ପଟ୍ଟନାୟକ ଷ୍ଟେଟ୍ ପୁଲିସ ଏକାଡେମୀକୁ ଦେଶରେ ଶ୍ରେଷ୍ଠ ଟ୍ରେନିଂ ପ୍ରତିଷ୍ଠାନ ମାନ୍ୟତା, ପୁରସ୍କୃତ କରିବ ଗୃହ ମନ୍ତ୍ରାଳୟ

ଭୁବନେଶ୍ବର : ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀକୁ ଦେଶର ଶ୍ରେଷ୍ଠ ଏକାଡେମୀ ମାନ୍ୟତା ମିଳିଛି । ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି । ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀକୁ ୨୦୨୦-୨୧ପାଇଁ ଶ୍ରେଷ୍ଠ ଟ୍ରେନିଂ ପ୍ରତିଷ୍ଠାନ ଭାବେ ମାନ୍ୟତା ମିଳିଛି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀକୁ ଟ୍ରଫି ସହ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ।

୨୦୧୫ରୁ ପୂର୍ବାଞ୍ଚଳରୁ ବିଭିନ୍ନ କାଟାଗୋରୀରେ କ୍ରମାଗତ ଜିତି ଆସୁଛି ବିଜୁ ପଟ୍ଟନାୟକ ଷ୍ଟେଟ୍ ପୋଲିସ ଏକାଡେମୀ । ୨୦୦୫ରେ ଏହି ଏକାଡେମୀର ପ୍ରତିଷ୍ଠା କରାଯାଇଥିଲା । ଏଠାରେ ଡେପୁଟି ସୁବେଦାରଠାରୁ ଡିଏସପି ରାଙ୍କ ଯାଏ ଦିଆଯାଉଛି ତାଲିମ । ଏପର୍ୟ୍ୟନ୍ତ ୬ଟି ବ୍ୟାଚରେ ୬୫ଜଣ ଡିଏସପିଙ୍କୁ ତାଲିମ ଦିଆଯାଇଛି । ୨୪ଟି ବ୍ୟାଚରେ ଡେପୁଟି ସୁବେଦାର, ଏସଆଇ ଓ ସର୍ଜେଣ୍ଟଙ୍କୁ ତାଲିମ ଦିଆଯାଇଛି । ଅବକାରୀ, ପରିବହନ ଓ ଜଙ୍ଗଲ ବିଭାଗ ଅଫିସରଙ୍କୁ ମଧ୍ୟ ଦିଆଯାଉଛି ତାଲିମ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର