ଭୁବନେଶ୍ୱର: ମାନ୍ୟବର ମନ୍ତ୍ରୀ ତଥା ଏକାମ୍ର ବିଧାୟକ ଆମ ପ୍ରିୟ ନେତା ଅଶୋକ ଚନ୍ଦ୍ର ପଣ୍ଡାଙ୍କ ନିର୍ଦେଶ କ୍ରମେ ବିଜୁ ଯୁବ ଜନତା ଦଳ, ସାଙ୍ଗଠନିକ ଭୁବନେଶ୍ୱର ଜିଲ୍ଲା ସଭାପତି ସମରେଶ ବେଉରାଙ୍କ ନେତୃତ୍ୱରେ ଏକାମ୍ର ନିର୍ବାଚନ ମଣ୍ଡଳୀର ବିଜେବି ନଗର, କଳ୍ପନା ଛକ, ରବି ଟକିଜ ଠାରେ ଅସହାୟ ଏବଂ ଭିନ୍ନକ୍ଷମ ମାନଙ୍କୁ ଶୁଖିଲା ଖାଦ୍ୟ ସାମଗ୍ରୀ, ସାନିଟାଇଜର ଏବଂ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ କରାଯାଇଥିଲା।
ବିଜୁ ଯୁବ ଜନତାଦଳ ପକ୍ଷରୁ ଏକାମ୍ର ନିର୍ବାଚନ ମଣ୍ଡଳୀରେ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ
ଭୁବନେଶ୍ୱର: ମାନ୍ୟବର ମନ୍ତ୍ରୀ ତଥା ଏକାମ୍ର ବିଧାୟକ ଆମ ପ୍ରିୟ ନେତା ଅଶୋକ ଚନ୍ଦ୍ର ପଣ୍ଡାଙ୍କ ନିର୍ଦେଶ କ୍ରମେ ବିଜୁ ଯୁବ ଜନତା ଦଳ, ସାଙ୍ଗଠନିକ ଭୁବନେଶ୍ୱର ଜିଲ୍ଲା ସଭାପତି ସମରେଶ ବେଉରାଙ୍କ ନେତୃତ୍ୱରେ ଏକାମ୍ର ନିର୍ବାଚନ ମଣ୍ଡଳୀର ବିଜେବି ନଗର, କଳ୍ପନା ଛକ, ରବି ଟକିଜ ଠାରେ ଅସହାୟ ଏବଂ ଭିନ୍ନକ୍ଷମ ମାନଙ୍କୁ ଶୁଖିଲା ଖାଦ୍ୟ ସାମଗ୍ରୀ, ସାନିଟାଇଜର ଏବଂ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ଜିଲ୍ଲା ବିଜେଡି ଉପଦେଷ୍ଟା ପ୍ରତାପ ଜେନା, ପୂର୍ବତନ […]