ସ୍କୁଟି ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଶିକ୍ଷୟିତ୍ରୀ ଓ କିରାଣି ମୃତ

The Sakala Picture
Published On

କନ୍ଧମାଳ: କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନା ନିଲୁଙ୍ଗିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଚାଲିଗଲା ଦୁଇଟି ଜୀବନ । ସ୍କୁଟି ଏବଂ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଲିଙ୍ଗାଗଡ଼ ସ୍କୁଲର ଜଣେ ଶିକ୍ଷୟିତ୍ରୀ ଓ ଜଣେ କିରାଣିଙ୍କର ମୃତ୍ୟୁ ଘଟିଛି । ସୁଚନା ଅନୁଯାୟୀ ଦୁଇ ଜଣ ମହିଳା ଶିକ୍ଷୟିତ୍ରୀ ଏବଂ କିରାଣି ଜି.ଉଦୟଗିରିରୁ ଲିଙ୍ଗାଗଡ଼ ସ୍କୁଲକୁ ସ୍କୁଟି ଦ୍ଵାରା ଯାଉଥିବା ବେଳେ ଅପରପାର୍ଶ୍ଵରୁ ଏକ ପୋଲସର ବାଇକ୍ ସହ ମୁହାଁମୁହିଁ […]

କନ୍ଧମାଳ: କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନା ନିଲୁଙ୍ଗିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଚାଲିଗଲା ଦୁଇଟି ଜୀବନ । ସ୍କୁଟି ଏବଂ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଲିଙ୍ଗାଗଡ଼ ସ୍କୁଲର ଜଣେ ଶିକ୍ଷୟିତ୍ରୀ ଓ ଜଣେ କିରାଣିଙ୍କର ମୃତ୍ୟୁ ଘଟିଛି । ସୁଚନା ଅନୁଯାୟୀ ଦୁଇ ଜଣ ମହିଳା ଶିକ୍ଷୟିତ୍ରୀ ଏବଂ କିରାଣି ଜି.ଉଦୟଗିରିରୁ ଲିଙ୍ଗାଗଡ଼ ସ୍କୁଲକୁ ସ୍କୁଟି ଦ୍ଵାରା ଯାଉଥିବା ବେଳେ ଅପରପାର୍ଶ୍ଵରୁ ଏକ ପୋଲସର ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ମୃତକମାନେ ହେଲେ ଶିକ୍ଷୟତ୍ରୀ ପ୍ରଦିପ୍ତା ସାହୁ(୩୪)ବର୍ଷ ଓ ସେହି ସ୍କୁଲର କିରାଣି ବିମଳା ପ୍ରଧାନ (୪୭) ବର୍ଷ। ଆହତ ବାଇକ୍ ଆରୋହୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ସ୍କୁଟି ଓ ବାଇକ୍‌କୁ ଜବତ କରି ତଦନ୍ତ ଜାରି ରଖିଛି।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

26 Nov 2022 By The Sakala

ସ୍କୁଟି ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଶିକ୍ଷୟିତ୍ରୀ ଓ କିରାଣି ମୃତ

କନ୍ଧମାଳ: କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନା ନିଲୁଙ୍ଗିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଚାଲିଗଲା ଦୁଇଟି ଜୀବନ । ସ୍କୁଟି ଏବଂ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଲିଙ୍ଗାଗଡ଼ ସ୍କୁଲର ଜଣେ ଶିକ୍ଷୟିତ୍ରୀ ଓ ଜଣେ କିରାଣିଙ୍କର ମୃତ୍ୟୁ ଘଟିଛି । ସୁଚନା ଅନୁଯାୟୀ ଦୁଇ ଜଣ ମହିଳା ଶିକ୍ଷୟିତ୍ରୀ ଏବଂ କିରାଣି ଜି.ଉଦୟଗିରିରୁ ଲିଙ୍ଗାଗଡ଼ ସ୍କୁଲକୁ ସ୍କୁଟି ଦ୍ଵାରା ଯାଉଥିବା ବେଳେ ଅପରପାର୍ଶ୍ଵରୁ ଏକ ପୋଲସର ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।

ମୃତକମାନେ ହେଲେ ଶିକ୍ଷୟତ୍ରୀ ପ୍ରଦିପ୍ତା ସାହୁ(୩୪)ବର୍ଷ ଓ ସେହି ସ୍କୁଲର କିରାଣି ବିମଳା ପ୍ରଧାନ (୪୭) ବର୍ଷ। ଆହତ ବାଇକ୍ ଆରୋହୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ସ୍କୁଟି ଓ ବାଇକ୍‌କୁ ଜବତ କରି ତଦନ୍ତ ଜାରି ରଖିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର