ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ବିଧାନସଭାର ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ

The Sakala Picture
Published On

ଭୁବନେଶ୍ବର: ବିଧାନସଭା ବାଚସ୍ପତି ଭାବେ ବିକ୍ରମ କେଶରୀ ଆରୁଖ  ନିର୍ବାଚିତ ହୋଇଛନ୍ତି। ସ୍ୱତନ୍ତ୍ର ଭାବେ ବିଧାନସଭାର ଦିନିକିଆ ଅଧିବେଶନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଆରୁଖ। ସେ  ୨୪ତମ ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ବାଚସ୍ପତି ନିର୍ବାଚନ ପାଇଁ ବିକ୍ରମ ଆରୁଖଙ୍କ ନାଁ ପ୍ରସ୍ତାବ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପ୍ରସ୍ତାବକୁ ସମର୍ଥନ ଦେଇଥିଲେ ସଂସଦୀୟ ବ୍ଯାପାର ମନ୍ତ୍ରୀ। ବିକ୍ରମ ଆରୁଖଙ୍କୁ ମୁଖ୍ଯମନ୍ତ୍ରୀଙ୍କ ସମେତ ବିରୋଧୀ ଓ ଶାସକ ଦଳର ନେତାମାନେ ଅଭିନନ୍ଦନ […]

ଭୁବନେଶ୍ବର: ବିଧାନସଭା ବାଚସ୍ପତି ଭାବେ ବିକ୍ରମ କେଶରୀ ଆରୁଖ  ନିର୍ବାଚିତ ହୋଇଛନ୍ତି। ସ୍ୱତନ୍ତ୍ର ଭାବେ ବିଧାନସଭାର ଦିନିକିଆ ଅଧିବେଶନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଆରୁଖ। ସେ  ୨୪ତମ ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ବାଚସ୍ପତି ନିର୍ବାଚନ ପାଇଁ ବିକ୍ରମ ଆରୁଖଙ୍କ ନାଁ ପ୍ରସ୍ତାବ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପ୍ରସ୍ତାବକୁ ସମର୍ଥନ ଦେଇଥିଲେ ସଂସଦୀୟ ବ୍ଯାପାର ମନ୍ତ୍ରୀ। ବିକ୍ରମ ଆରୁଖଙ୍କୁ ମୁଖ୍ଯମନ୍ତ୍ରୀଙ୍କ ସମେତ ବିରୋଧୀ ଓ ଶାସକ ଦଳର ନେତାମାନେ ଅଭିନନ୍ଦନ ଜାଣାଇଛନ୍ତି। ଗୃହର ମର୍ଯ୍ଯାଦା ରକ୍ଷା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ବିକ୍ରମ ଆରୁଖ।

ଆହୁରି ପଢ଼ନ୍ତୁ: ପରପୁରୁଷ ସହ ଶାରିରୀକ ସମ୍ପର୍କ ରଖିବାକୁ ମନା କରିବାରୁ ସ୍ତ୍ରୀର ଅଶ୍ଳୀଳ ଭିଡ଼ିଓ ଓ ଫଟୋ ଭାଇରାଲ କଲା ସ୍ୱାମୀ

ସୂଚନା ଅନୁଯାଯୀ, ୧୯୯୫ ମସିହାରୁ ଲଗାତର ଭାବେ ଭଞ୍ଜନଗରରୁ ବିଧାନସଭାକୁ ନିର୍ବାଚିତ ହୋଇଆସୁଛନ୍ତି ବିକ୍ରମ କେଶରୀ ଆରୁଖ । ୨୦୦୮ ମସିହାରେ ସରକାରୀ ଦଳ ମୁଖ୍ୟ ସଚେତକ ଓ ୨୦୦୯ ମସିହାରୁ ୧୩ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ଆଇନ, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ, ସଂସଦୀୟ ବ୍ୟାପାର ପରି ବହୁ ଗୁରୁତ୍ବ ପୂର୍ଣ୍ଣ ବିଭାଗର ମନ୍ତ୍ରୀ ଦାୟିତ୍ବ ତୁଲାଇ ସାରିଛନ୍ତି ।

ଆହୁରି ପଢ଼ନ୍ତୁ: ଶୃଙ୍ଖଳିତ ରଥଯାତ୍ରା ପାଇଁ ରାଜ୍ୟ ଅତିଥି ଭବନରେ ଉଚ୍ଚସ୍ତରୀୟ ବୈଠକ, ଆଇନ ମନ୍ତ୍ରୀଙ୍କ ସମୀକ୍ଷା

13 Jun 2022 By The Sakala

ବିଧାନସଭାର ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ

ଭୁବନେଶ୍ବର: ବିଧାନସଭା ବାଚସ୍ପତି ଭାବେ ବିକ୍ରମ କେଶରୀ ଆରୁଖ  ନିର୍ବାଚିତ ହୋଇଛନ୍ତି। ସ୍ୱତନ୍ତ୍ର ଭାବେ ବିଧାନସଭାର ଦିନିକିଆ ଅଧିବେଶନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଆରୁଖ। ସେ  ୨୪ତମ ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ବାଚସ୍ପତି ନିର୍ବାଚନ ପାଇଁ ବିକ୍ରମ ଆରୁଖଙ୍କ ନାଁ ପ୍ରସ୍ତାବ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପ୍ରସ୍ତାବକୁ ସମର୍ଥନ ଦେଇଥିଲେ ସଂସଦୀୟ ବ୍ଯାପାର ମନ୍ତ୍ରୀ। ବିକ୍ରମ ଆରୁଖଙ୍କୁ ମୁଖ୍ଯମନ୍ତ୍ରୀଙ୍କ ସମେତ ବିରୋଧୀ ଓ ଶାସକ ଦଳର ନେତାମାନେ ଅଭିନନ୍ଦନ ଜାଣାଇଛନ୍ତି। ଗୃହର ମର୍ଯ୍ଯାଦା ରକ୍ଷା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ବିକ୍ରମ ଆରୁଖ।

ସୂଚନା ଅନୁଯାଯୀ, ୧୯୯୫ ମସିହାରୁ ଲଗାତର ଭାବେ ଭଞ୍ଜନଗରରୁ ବିଧାନସଭାକୁ ନିର୍ବାଚିତ ହୋଇଆସୁଛନ୍ତି ବିକ୍ରମ କେଶରୀ ଆରୁଖ । ୨୦୦୮ ମସିହାରେ ସରକାରୀ ଦଳ ମୁଖ୍ୟ ସଚେତକ ଓ ୨୦୦୯ ମସିହାରୁ ୧୩ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ଆଇନ, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ, ସଂସଦୀୟ ବ୍ୟାପାର ପରି ବହୁ ଗୁରୁତ୍ବ ପୂର୍ଣ୍ଣ ବିଭାଗର ମନ୍ତ୍ରୀ ଦାୟିତ୍ବ ତୁଲାଇ ସାରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର