ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା…..

The Sakala Picture
Published On

ରାଜନଗର : ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା ।  ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । ଗତବର୍ଷ ତୁଳନାରେ ଚଳିତବର୍ଷ ଅଧିକ ପକ୍ଷୀ ଥିବା ନେଇ ଆଶାବାଦୀ ଅଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଙ୍କର।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

27 Aug 2025 By The Sakala

 ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା…..

ରାଜନଗର : ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା ।  ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । ଗତବର୍ଷ ତୁଳନାରେ ଚଳିତବର୍ଷ ଅଧିକ ପକ୍ଷୀ ଥିବା ନେଇ ଆଶାବାଦୀ ଅଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଙ୍କର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର