ବିଜେଡ଼ିର ୪ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା …

The Sakala Picture
Published On

ଭୁବନେଶ୍ୱର: ୪ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଗଞ୍ଜାମ, କେନ୍ଦ୍ରାପଡା, କଳାହାଣ୍ଡି ଓ କଟକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା ହୋଇଛି। ଗଞ୍ଜାମ ଜିଲ୍ଲା ସଭାପତି ଭାବେ ବିକ୍ରମ ପଣ୍ଡା, କେନ୍ଦ୍ରାପଡା ଜିଲ୍ଲା ସଭାପତି ଶିବ ପ୍ରସାଦ ଭୋଳ, କଳାହାଣ୍ଡି ଜିଲ୍ଲା ସଭାପତି ପ୍ରଦୀପ ଦିଶାରୀ ଓ କଟକ ଜିଲ୍ଲା ସଭାପତି ହୋଇଛନ୍ତି ପ୍ରଫୁଲ୍ଲ ସିଂହ । ପୂର୍ବରୁ ବିଜେଡି ସୁପ୍ରିମୋ ୨୪ଟି ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା […]

ଭୁବନେଶ୍ୱର: ୪ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଗଞ୍ଜାମ, କେନ୍ଦ୍ରାପଡା, କଳାହାଣ୍ଡି ଓ କଟକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା ହୋଇଛି। ଗଞ୍ଜାମ ଜିଲ୍ଲା ସଭାପତି ଭାବେ ବିକ୍ରମ ପଣ୍ଡା, କେନ୍ଦ୍ରାପଡା ଜିଲ୍ଲା ସଭାପତି ଶିବ ପ୍ରସାଦ ଭୋଳ, କଳାହାଣ୍ଡି ଜିଲ୍ଲା ସଭାପତି ପ୍ରଦୀପ ଦିଶାରୀ ଓ କଟକ ଜିଲ୍ଲା ସଭାପତି ହୋଇଛନ୍ତି ପ୍ରଫୁଲ୍ଲ ସିଂହ । ପୂର୍ବରୁ ବିଜେଡି ସୁପ୍ରିମୋ ୨୪ଟି ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା କରିଥିଲା।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ନଭେମ୍ବର ୨୧ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଆହୁରି ପଢ଼ନ୍ତୁ: ବାତ୍ୟା ‘ଅକୱାନ’ ମୁକାବିଲା ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନର ପ୍ରସ୍ତୁତି: ୩୭୯ଟି ଆଶ୍ରୟସ୍ଥଳୀ ପ୍ରସ୍ତୁତ, ୫୩୭୬ ଜଣଙ୍କୁ ସ୍ଥାନାନ୍ତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର