ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ନିରଞ୍ଜନ ବିଶି

The Sakala Picture
Published On

ଭୁବନେଶ୍ୱର: ବିନା ଦ୍ୱିଧାରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ନିରଞ୍ଜନ ବିଶି । ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେଡି ତରଫରୁ ପ୍ରାର୍ଥୀ ହୋଇଥିଲେ ନିରଞ୍ଜନ । ସଂଖ୍ୟା ଦୃଷ୍ଟିରୁ ବିଜେପି ଓ କଂଗ୍ରେସ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଦେଇନଥିଲେ । ଯାହା ଦ୍ୱାରା ନିରଞ୍ଜନ ବିଶି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଆଜି ରହିଥିଲା ଶେଷ ତାରିଖ । ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ନିରଞ୍ଜନ ବିଶି ରାଜ୍ୟସଭା । ରିଟର୍ଣ୍ଣିଂ ଅଫିସର ନିରଞ୍ଜନଙ୍କୁ ଦେଇଛନ୍ତି ସାର୍ଟିଫିକେଟ […]

ଭୁବନେଶ୍ୱର: ବିନା ଦ୍ୱିଧାରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ନିରଞ୍ଜନ ବିଶି । ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେଡି ତରଫରୁ ପ୍ରାର୍ଥୀ ହୋଇଥିଲେ ନିରଞ୍ଜନ । ସଂଖ୍ୟା ଦୃଷ୍ଟିରୁ ବିଜେପି ଓ କଂଗ୍ରେସ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଦେଇନଥିଲେ । ଯାହା ଦ୍ୱାରା ନିରଞ୍ଜନ ବିଶି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଆଜି ରହିଥିଲା ଶେଷ ତାରିଖ ।

ଆହୁରି ପଢ଼ନ୍ତୁ: ଅକ୍ଷୟ ତୃତୀୟା ୨୦୨୬: ୧୯ ନା ୨୦ ଏପ୍ରିଲ? ଜାଣନ୍ତୁ ଶ୍ରୀମନ୍ଦିର ପାଞ୍ଜି ଅନୁସାରେ ସଠିକ୍ ତାରିଖ ଓ ଶୁଭ ମୁହୂର୍ତ୍ତ

ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ନିରଞ୍ଜନ ବିଶି ରାଜ୍ୟସଭା । ରିଟର୍ଣ୍ଣିଂ ଅଫିସର ନିରଞ୍ଜନଙ୍କୁ ଦେଇଛନ୍ତି ସାର୍ଟିଫିକେଟ । ଫଳରେ ଆଜିଠାରୁ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି । ଆଗରୁ ମାନସ ରଞ୍ଜନ ମଙ୍ଗରାଜ, ସୁଲତା ଦେଓ ଏବଂ ସସ୍ମିତ ପାତ୍ର ମଧ୍ୟ ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେହିପରି ରିଟର୍ଣ୍ଣିଂ ଅଫିସରଙ୍କ ଠାରୁ ସାର୍ଟିଫିକେଟ ଗ୍ରହଣ କରିଥିଲେ ।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

06 Jun 2022 By The Sakala

ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ନିରଞ୍ଜନ ବିଶି

ଭୁବନେଶ୍ୱର: ବିନା ଦ୍ୱିଧାରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ନିରଞ୍ଜନ ବିଶି । ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେଡି ତରଫରୁ ପ୍ରାର୍ଥୀ ହୋଇଥିଲେ ନିରଞ୍ଜନ । ସଂଖ୍ୟା ଦୃଷ୍ଟିରୁ ବିଜେପି ଓ କଂଗ୍ରେସ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଦେଇନଥିଲେ । ଯାହା ଦ୍ୱାରା ନିରଞ୍ଜନ ବିଶି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଆଜି ରହିଥିଲା ଶେଷ ତାରିଖ ।

ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ନିରଞ୍ଜନ ବିଶି ରାଜ୍ୟସଭା । ରିଟର୍ଣ୍ଣିଂ ଅଫିସର ନିରଞ୍ଜନଙ୍କୁ ଦେଇଛନ୍ତି ସାର୍ଟିଫିକେଟ । ଫଳରେ ଆଜିଠାରୁ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି । ଆଗରୁ ମାନସ ରଞ୍ଜନ ମଙ୍ଗରାଜ, ସୁଲତା ଦେଓ ଏବଂ ସସ୍ମିତ ପାତ୍ର ମଧ୍ୟ ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେହିପରି ରିଟର୍ଣ୍ଣିଂ ଅଫିସରଙ୍କ ଠାରୁ ସାର୍ଟିଫିକେଟ ଗ୍ରହଣ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର