କଳିଙ୍ଗବୀର ବିଜୁବାବୁଙ୍କ ଦୁଃସାହସିକ କାର୍ଯ୍ୟକୁ ମନେପକାଇ କଟକ ଆନନ୍ଦ ଭବନରୁ ବିମାନ ବନ୍ଦର ଯାଏଁ ବିଜେଡିର ସାଇକେଲ୍‌ ରାଲି

The Sakala Picture
Published On

ଭୁବନେଶ୍ବର : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଜୟନ୍ତୀ । ସାରା ରାଜ୍ୟରେ ଏହାକୁ ପଞ୍ଚାୟତିରାଜ ଓ ଲୋକସେବା ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ବିଜୁ ଜନତା ଦଳ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଦିବସକୁ ଖୁବ୍ ଉତ୍ସାହର ସହ ପାଳନ କରୁଛି। ଏହି ଅବସରରେ ବିଜୁ ଛାତ୍ରଜନତା ଦଳ ଆୟୋଜନ କରିଛି ସାଇକେଲ ରାଲି ।ବିଜୁଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନ ଠାରୁ ଭୁବନେଶ୍ୱର ବିଜୁ […]

ଭୁବନେଶ୍ବର : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଜୟନ୍ତୀ । ସାରା ରାଜ୍ୟରେ ଏହାକୁ ପଞ୍ଚାୟତିରାଜ ଓ ଲୋକସେବା ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ବିଜୁ ଜନତା ଦଳ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଦିବସକୁ ଖୁବ୍ ଉତ୍ସାହର ସହ ପାଳନ କରୁଛି। ଏହି ଅବସରରେ ବିଜୁ ଛାତ୍ରଜନତା ଦଳ ଆୟୋଜନ କରିଛି ସାଇକେଲ ରାଲି ।ବିଜୁଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନ ଠାରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅଭିମୁଖେ ସାଇକେଲ ରାଲି କରାଯାଇଛି। ଏହି ସାଇକେଲ୍‌ ରାଲିରେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କୃଷି ମନ୍ତ୍ରୀ ଅରୁଣ ସାହୁ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବିଜେଡି ନେତା ପ୍ରଣବ ପ୍ରକାଶ ଦାସ, ଛାତ୍ର ବିଜେଡି ସଭାପତି ଦେବୀ ରଂଜନ ତ୍ରିପାଠୀ. ଯୁବ ବିଜେଡି ସଭାପତି ବ୍ୟମୋକେଶ ରାୟ, ବିଜେଡି ନେତା ଦେବାଶିଷ ସାମନ୍ତରାୟ, ବିଜେଡି ଉପସଭାପତି ଦେବୀ ମିଶ୍ରଙ୍କ ହଜାର ହଜାର ଯୁବକ ଯୁବତୀ, ଛାତ୍ରଛାତ୍ରୀ ସାମିଲ ହୋଇଥିଲେ।

ଆହୁରି ପଢ଼ନ୍ତୁ: ସିସିଟିଭି ବଳୟରେ ରହିବ ପୁରୀ ରଥଖଳା: ସୁରକ୍ଷା ଉଦ୍ଦେଶ୍ୟରେ ଲାଗିବ ୧୨ଟି କ୍ୟାମେରା

ଆହୁରି ପଢ଼ନ୍ତୁ: ନବୀନଙ୍କୁ ମାନସ ଓ ସୁଲତାଙ୍କ କୃତଜ୍ଞତା; ନୂଆ ଦାୟିତ୍ୱ ପାଇଁ ଶଙ୍ଖ ଭବନରେ ଉଭୟଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ

କଟକ ଆନନ୍ଦ ଭବନରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ମାଲ୍ୟାର୍ପଣ କରାଯାଇ ଏହି ସାଇକେଲ ରାଲି ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଯାଏଁ ଆସିଥିଲା। ଆନନ୍ଦଭବନରୁ ରାଲି ବାହାରି ଯୋବ୍ରା,ଶିଖରପୁର, ପ୍ରେସ୍‌ ଛକ, ଗୋପାଳପୁର, ନଖରା,ପଳାଶୁଣୀ,ରସୁଲଗଡ଼,ବାଣୀବିହାର,ରାମମନ୍ଦିର-ହାଉସିଂ ବୋର୍ଡ ଛକ,ପିଏମଜି-ଏଜି ଛକ ଦେଇ ବିମାନବନ୍ଦରେ ପହଞ୍ଚିଛି ଏହି ସାଇକେଲ୍‌ ରାଲି। ୧୯୩୨ ମସିହାରେ କଟକରୁ ପେଶାଓ୍ବାର ପର୍ୟ୍ୟନ୍ତ ୪୫୦୦ ମାଇଲ୍ସ ଦୁଃସାହସିକ ସାଇକେଲ ଯାତ୍ରା କରିଥିଲେ ବିଜୁ ପଟ୍ଟନାୟକ । ସେହି ମୁହୂର୍ତ୍ତକୁ ପୁଣି ଥରେ ଉଜ୍ଜୀବିତ କରିବା ପାଇଁ ବିଜୁ ଜନତା ଦଳ ପକ୍ଷରୁ ଏହି ସାଇକେଲ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ଏଥି ସହିତ ଆଜିଠାରୁ ଏପ୍ରିଲ ୧୭ ବିଜୁ ବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ ଯାଏ ବିଜେଡି ସବୁ ନିର୍ବାଚନ ମଣ୍ଡଳୀରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଆୟୋଜନ କରିବ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

05 Mar 2021 By The Sakala

କଳିଙ୍ଗବୀର ବିଜୁବାବୁଙ୍କ ଦୁଃସାହସିକ କାର୍ଯ୍ୟକୁ ମନେପକାଇ କଟକ ଆନନ୍ଦ ଭବନରୁ ବିମାନ ବନ୍ଦର ଯାଏଁ ବିଜେଡିର ସାଇକେଲ୍‌ ରାଲି

ଭୁବନେଶ୍ବର : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଜୟନ୍ତୀ । ସାରା ରାଜ୍ୟରେ ଏହାକୁ ପଞ୍ଚାୟତିରାଜ ଓ ଲୋକସେବା ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ବିଜୁ ଜନତା ଦଳ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଦିବସକୁ ଖୁବ୍ ଉତ୍ସାହର ସହ ପାଳନ କରୁଛି। ଏହି ଅବସରରେ ବିଜୁ ଛାତ୍ରଜନତା ଦଳ ଆୟୋଜନ କରିଛି ସାଇକେଲ ରାଲି ।ବିଜୁଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନ ଠାରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅଭିମୁଖେ ସାଇକେଲ ରାଲି କରାଯାଇଛି। ଏହି ସାଇକେଲ୍‌ ରାଲିରେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କୃଷି ମନ୍ତ୍ରୀ ଅରୁଣ ସାହୁ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବିଜେଡି ନେତା ପ୍ରଣବ ପ୍ରକାଶ ଦାସ, ଛାତ୍ର ବିଜେଡି ସଭାପତି ଦେବୀ ରଂଜନ ତ୍ରିପାଠୀ. ଯୁବ ବିଜେଡି ସଭାପତି ବ୍ୟମୋକେଶ ରାୟ, ବିଜେଡି ନେତା ଦେବାଶିଷ ସାମନ୍ତରାୟ, ବିଜେଡି ଉପସଭାପତି ଦେବୀ ମିଶ୍ରଙ୍କ ହଜାର ହଜାର ଯୁବକ ଯୁବତୀ, ଛାତ୍ରଛାତ୍ରୀ ସାମିଲ ହୋଇଥିଲେ।

କଟକ ଆନନ୍ଦ ଭବନରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ମାଲ୍ୟାର୍ପଣ କରାଯାଇ ଏହି ସାଇକେଲ ରାଲି ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଯାଏଁ ଆସିଥିଲା। ଆନନ୍ଦଭବନରୁ ରାଲି ବାହାରି ଯୋବ୍ରା,ଶିଖରପୁର, ପ୍ରେସ୍‌ ଛକ, ଗୋପାଳପୁର, ନଖରା,ପଳାଶୁଣୀ,ରସୁଲଗଡ଼,ବାଣୀବିହାର,ରାମମନ୍ଦିର-ହାଉସିଂ ବୋର୍ଡ ଛକ,ପିଏମଜି-ଏଜି ଛକ ଦେଇ ବିମାନବନ୍ଦରେ ପହଞ୍ଚିଛି ଏହି ସାଇକେଲ୍‌ ରାଲି। ୧୯୩୨ ମସିହାରେ କଟକରୁ ପେଶାଓ୍ବାର ପର୍ୟ୍ୟନ୍ତ ୪୫୦୦ ମାଇଲ୍ସ ଦୁଃସାହସିକ ସାଇକେଲ ଯାତ୍ରା କରିଥିଲେ ବିଜୁ ପଟ୍ଟନାୟକ । ସେହି ମୁହୂର୍ତ୍ତକୁ ପୁଣି ଥରେ ଉଜ୍ଜୀବିତ କରିବା ପାଇଁ ବିଜୁ ଜନତା ଦଳ ପକ୍ଷରୁ ଏହି ସାଇକେଲ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ଏଥି ସହିତ ଆଜିଠାରୁ ଏପ୍ରିଲ ୧୭ ବିଜୁ ବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ ଯାଏ ବିଜେଡି ସବୁ ନିର୍ବାଚନ ମଣ୍ଡଳୀରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଆୟୋଜନ କରିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର