ସଂସଦରେ ଓଡ଼ିଶାର ନାର୍ଯ୍ୟ ଦାବିକୁ ଉପସ୍ଥାପନ କରିବି: ମାନସ ମଙ୍ଗରାଜ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟସଭା ପାଇଁ ୪ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡି । ସୁଲତା ଦେଓ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶିଙ୍କ ନାଁ ଘୋଷଣା କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କ ନାଁରେ ମୋହର ମାରିଛନ୍ତି । ସାମ୍ବାଦିକତାରୁ ସଫଳ ରାଜନେତା ମାନସ ମଙ୍ଗରାଜ । ସାମ୍ବାଦିକତାରେ ଯେତିକି ଚର୍ଚ୍ଚିତ, ରାଜନୀତିରେ ସେତିକି ପ୍ରଭାବୀ ସେ ।ଏବେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ଅଛନ୍ତି ମାନସ ମଙ୍ଗରାଜ । […]

ଭୁବନେଶ୍ୱର: ରାଜ୍ୟସଭା ପାଇଁ ୪ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡି । ସୁଲତା ଦେଓ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶିଙ୍କ ନାଁ ଘୋଷଣା କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କ ନାଁରେ ମୋହର ମାରିଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଜାତି-ଭିତ୍ତିକ ଜାମିନ ସର୍ତ୍ତ ନେଇ ସୁପ୍ରିମକୋର୍ଟ କ୍ଷୁବ୍ଧ, ଥାନାରେ ଝାଡ଼ୁ ଲଗାଇବା ପରି ଅସମ୍ମାନଜନକ ଓ ଅମାନବୀୟ ସର୍ତ୍ତ ରଦ୍ଦ

ସାମ୍ବାଦିକତାରୁ ସଫଳ ରାଜନେତା ମାନସ ମଙ୍ଗରାଜ । ସାମ୍ବାଦିକତାରେ ଯେତିକି ଚର୍ଚ୍ଚିତ, ରାଜନୀତିରେ ସେତିକି ପ୍ରଭାବୀ ସେ ।ଏବେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ଅଛନ୍ତି ମାନସ ମଙ୍ଗରାଜ । ଦଳର ସଂଗଠନ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ରାଜ୍ୟସଭା ପାଇଁ ନାଁ ଘୋଷଣା ପରେ ମାନସ ମଙ୍ଗରାଜ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ସଂସଦରେ ଓଡ଼ିଶାର ନାର୍ଯ୍ୟ ଦାବିକୁ ଉପସ୍ଥାପନ କରିବେ ବୋଲି କହିଛନ୍ତି ।

ଆହୁରି ପଢ଼ନ୍ତୁ: ୩ ବର୍ଷ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟରେ ଖାଲି ପଡ଼ିଛି ଲୋକପାଳ ପଦବୀ, ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

29 May 2022 By The Sakala

ସଂସଦରେ ଓଡ଼ିଶାର ନାର୍ଯ୍ୟ ଦାବିକୁ ଉପସ୍ଥାପନ କରିବି: ମାନସ ମଙ୍ଗରାଜ

ଭୁବନେଶ୍ୱର: ରାଜ୍ୟସଭା ପାଇଁ ୪ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡି । ସୁଲତା ଦେଓ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶିଙ୍କ ନାଁ ଘୋଷଣା କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କ ନାଁରେ ମୋହର ମାରିଛନ୍ତି ।

ସାମ୍ବାଦିକତାରୁ ସଫଳ ରାଜନେତା ମାନସ ମଙ୍ଗରାଜ । ସାମ୍ବାଦିକତାରେ ଯେତିକି ଚର୍ଚ୍ଚିତ, ରାଜନୀତିରେ ସେତିକି ପ୍ରଭାବୀ ସେ ।ଏବେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ଅଛନ୍ତି ମାନସ ମଙ୍ଗରାଜ । ଦଳର ସଂଗଠନ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ରାଜ୍ୟସଭା ପାଇଁ ନାଁ ଘୋଷଣା ପରେ ମାନସ ମଙ୍ଗରାଜ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ସଂସଦରେ ଓଡ଼ିଶାର ନାର୍ଯ୍ୟ ଦାବିକୁ ଉପସ୍ଥାପନ କରିବେ ବୋଲି କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର