ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜେଡ଼ି

Madhusudan Das Picture
Published On

ଭୁବନେଶ୍ୱର: ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ହେଉ। ନିଷ୍ପତ୍ତିର ପୁର୍ନବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜେଡ଼ି । ବିଧାନସଭାରେ ବିଲ୍ କୁ ସମର୍ଥନ କରିଥିଲେ ବି ଜନ ଅସନ୍ତୋଷକୁ ଦେଖି ଏହାର ପୁର୍ନବିଚାର କରିବା ପାଇଁ ଦାବି କରୁଥିବା କହିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ଉପମୁଖ୍ୟ ସଚେତକ ପ୍ରତାପ ଦେବ। । 

ଆହୁରି ପଢ଼ନ୍ତୁ: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ଓଡ଼ିଶାରେ ରାମେଶ୍ୱର-ପାରାଦୀପ ଉପକୂଳ ରାଜପଥ ନିର୍ମାଣକୁ ମଞ୍ଜୁରୀ

ବିଧାନସଭାରେ ୯ ତାରିଖରେ ବିଧାୟକମାନଙ୍କ ଦରମା, ଭତ୍ତା ଓ ପେନସନକୁ ନେଇ ବିଲ ପାରିତ ହୋଇଛି । କିନ୍ତୁ ଓଡ଼ିଶା ଜନ ସାଧାରଣ ଏହାକୁ ବିରୋଧ କରୁଛନ୍ତି । ଜନମତ ଏହି ବିଲ ବିରୋଧରେ ଯାଉଛି । ତେଣୁ ବିରୋଧୀ ଦଳ ନେତା ବର୍ଦ୍ଧିତ ଦରମା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ମନା କରିଥିଲେ । ବିରୋଧୀ ଦଳ ନେତା ଆଜି ପର୍ଯ୍ୟନ୍ତ ତାଙ୍କ ଦରମା କେବେ ବି ନେଇ ନାହାନ୍ତି, ତାହା ସାଧାରଣ ଲୋକଙ୍କ କାମରେ ଲଗାଯାଏ । ଆମ ଦଳର ସଭାପତିଙ୍କ ନିର୍ଦ୍ଦେଶରେ ଆମେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖୁଛୁ କି ଏହି ବିଲର ସେ ପୁର୍ନବିଚାର କରନ୍ତୁ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

19 Dec 2025 By Madhusudan Das

ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜେଡ଼ି

ଭୁବନେଶ୍ୱର: ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ହେଉ। ନିଷ୍ପତ୍ତିର ପୁର୍ନବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜେଡ଼ି । ବିଧାନସଭାରେ ବିଲ୍ କୁ ସମର୍ଥନ କରିଥିଲେ ବି ଜନ ଅସନ୍ତୋଷକୁ ଦେଖି ଏହାର ପୁର୍ନବିଚାର କରିବା ପାଇଁ ଦାବି କରୁଥିବା କହିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ଉପମୁଖ୍ୟ ସଚେତକ ପ୍ରତାପ ଦେବ। । 

ବିଧାନସଭାରେ ୯ ତାରିଖରେ ବିଧାୟକମାନଙ୍କ ଦରମା, ଭତ୍ତା ଓ ପେନସନକୁ ନେଇ ବିଲ ପାରିତ ହୋଇଛି । କିନ୍ତୁ ଓଡ଼ିଶା ଜନ ସାଧାରଣ ଏହାକୁ ବିରୋଧ କରୁଛନ୍ତି । ଜନମତ ଏହି ବିଲ ବିରୋଧରେ ଯାଉଛି । ତେଣୁ ବିରୋଧୀ ଦଳ ନେତା ବର୍ଦ୍ଧିତ ଦରମା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ମନା କରିଥିଲେ । ବିରୋଧୀ ଦଳ ନେତା ଆଜି ପର୍ଯ୍ୟନ୍ତ ତାଙ୍କ ଦରମା କେବେ ବି ନେଇ ନାହାନ୍ତି, ତାହା ସାଧାରଣ ଲୋକଙ୍କ କାମରେ ଲଗାଯାଏ । ଆମ ଦଳର ସଭାପତିଙ୍କ ନିର୍ଦ୍ଦେଶରେ ଆମେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖୁଛୁ କି ଏହି ବିଲର ସେ ପୁର୍ନବିଚାର କରନ୍ତୁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର