ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗରେ କେନ୍ଦ୍ର ନିକଟରେ ବିଜେଡିର ଦାବି ଉପସ୍ଥାପନ

The Sakala Picture
Published On

ଭୁବନେଶ୍ବର: ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗରେ କେନ୍ଦ୍ର ନିକଟରେ ଦାବି ଉପସ୍ଥାପନ କରିଛି ବିଜେଡି। ବୁଧବାର ଏସଟି କମିଶନ ଅଧ୍ୟକ୍ଷ ଅନ୍ତର ସିଂହ ଆର୍ଯ୍ୟଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି ବିଜୁ ଜନତା ଦଳର ପ୍ରତିନିଧି ମଣ୍ଡଳୀ। ବରିଷ୍ଠ ବିଜେଡି ନେତା ଦେବୀପ୍ରସାଦ ମିଶ୍ର, ରମେଶ ମଝି, ପ୍ରଦୀ ମାଝୀ ପ୍ରମୁଖଙ୍କ ସହ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଯୋଗ ଦେଇଥିଲେ। ପୋଲାଭରମ ପ୍ରକଳ୍ପରେ ଓଡ଼ିଶାର ମତାମତ ନେବା, ୨୦୧୪ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପ୍ରକଳ୍ପରେ ଆଡ଼ିବନ୍ଧ ତିଆରି କରିବା […]

ଭୁବନେଶ୍ବର: ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗରେ କେନ୍ଦ୍ର ନିକଟରେ ଦାବି ଉପସ୍ଥାପନ କରିଛି ବିଜେଡି। ବୁଧବାର ଏସଟି କମିଶନ ଅଧ୍ୟକ୍ଷ ଅନ୍ତର ସିଂହ ଆର୍ଯ୍ୟଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି ବିଜୁ ଜନତା ଦଳର ପ୍ରତିନିଧି ମଣ୍ଡଳୀ। ବରିଷ୍ଠ ବିଜେଡି ନେତା ଦେବୀପ୍ରସାଦ ମିଶ୍ର, ରମେଶ ମଝି, ପ୍ରଦୀ ମାଝୀ ପ୍ରମୁଖଙ୍କ ସହ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଯୋଗ ଦେଇଥିଲେ। ପୋଲାଭରମ ପ୍ରକଳ୍ପରେ ଓଡ଼ିଶାର ମତାମତ ନେବା, ୨୦୧୪ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପ୍ରକଳ୍ପରେ ଆଡ଼ିବନ୍ଧ ତିଆରି କରିବା ଏବଂ ଓଡ଼ିଶାର ମାଲକାନଗିରି ଆଦିବାସୀଙ୍କ ସ୍ୱାର୍ଥ ରକ୍ଷା ପାଇଁ କେନ୍ଦ୍ରର ହସ୍ତକ୍ଷେ ପାଇଁ ବିଗତ ୨ ଦିନ ହେଲା ବିଜୁଜନତା ଦଳ ତରଫରୁ ସାଂସଦ ଏବଂ ପ୍ରତିନିଧି ମଣ୍ଡଳୀ ବିଭିନ୍ନ ମନ୍ତ୍ରଣାଳୟ ବୁଲିବା ସହ ବୁଧବାର ଏସଟି କମିଶନର ଅଧ୍ୟକ୍ଷ ଅନ୍ତର ସିଂହ ଆର୍ଯ୍ୟଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର