ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ଅଶାଳୀନ ମନ୍ତବ୍ୟ ପ୍ରସଙ୍ଗ, ରାଜ୍ୟ ମହିଳା କମିଶନଙ୍କ କାର୍ଯ୍ୟାଳୟରେ ଫେରାଦ ହେଲା ବିଜେଡ଼ି

The Sakala Picture
Published On

ଭୁବନେଶ୍ବର : ନୀଳଗିରି ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ ସ୍ୱାଧୀନ ତଦନ୍ତ ଦାବିରେ ରାଜ୍ୟ ମହିଳା କମିଶନଙ୍କ କାର୍ଯ୍ୟାଳୟରେ ଫେରାଦ ହେଲା ବିଜେଡି ପ୍ରତିନିଧି । କିଛି ଦିନ ତଳେ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାରଙ୍କ ବିରୋଧରେ ଚରିତ୍ର ସଂହାର କଲା ପରି କଟୁ ମନ୍ତବ୍ୟ ଦେଇଥିଲେ ନୀଳଗିରି ବିଧାୟକ । ଏନେଇ ଭୁବନେଶ୍ୱର ମହିଳା ଥାନାରେ ଵି ମାମଲା ରୁଜୁ ହୋଇଛି । ତେବେ ବର୍ଷ ପୂର୍ତ୍ତି ପାଳନ କରୁଥିବା ବିଜେପି […]

ଭୁବନେଶ୍ବର : ନୀଳଗିରି ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ ସ୍ୱାଧୀନ ତଦନ୍ତ ଦାବିରେ ରାଜ୍ୟ ମହିଳା କମିଶନଙ୍କ କାର୍ଯ୍ୟାଳୟରେ ଫେରାଦ ହେଲା ବିଜେଡି ପ୍ରତିନିଧି । କିଛି ଦିନ ତଳେ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାରଙ୍କ ବିରୋଧରେ ଚରିତ୍ର ସଂହାର କଲା ପରି କଟୁ ମନ୍ତବ୍ୟ ଦେଇଥିଲେ ନୀଳଗିରି ବିଧାୟକ । ଏନେଇ ଭୁବନେଶ୍ୱର ମହିଳା ଥାନାରେ ଵି ମାମଲା ରୁଜୁ ହୋଇଛି । ତେବେ ବର୍ଷ ପୂର୍ତ୍ତି ପାଳନ କରୁଥିବା ବିଜେପି ସରକାର ଏ ଯାଏଁ ମହିଳା କମିଶନ ଅଧ୍ୟକ୍ଷା ନିଯୁକ୍ତି କରି ନାହାନ୍ତି ଯାହାକୁ ନିନ୍ଦା କରି ଭାରପ୍ରାପ୍ତ ଅଧିକାରୀଙ୍କ ପାଖରେ ଫେରାଦ ହୋଇଥିଲା ବିଜେଡି ।

ଆହୁରି ପଢ଼ନ୍ତୁ: ବିଧାନସଭାରେ ୨୪, ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍‌ ଆଗତ କଲେ ମୁଖ୍ୟମନ୍ତ୍ରୀ, 'ସୁଭଦ୍ରା' ଯୋଜନା ଲାଗି ୫୫୦ କୋଟି

ସନ୍ତୋଷ ଖଟୁଆଙ୍କ ଗିରଫଦାରୀ ମଧ୍ୟ ଦାବି କରିଛି ବିଜୁ ଜନତା ଦଳ । ବିଜେପି ସରକାରରେ ମହିଳା ଅସୁରକ୍ଷିତ ଥିବା ବିଜେଡି ଅଭିଯୋଗ କରିଛି । ବିଜୁ ପଟ୍ଟନାୟକ ମହିଳାଙ୍କ ଅଧିକାର ପାଇଁ ଲଢ଼ିଥିଲେ । ନବୀନ ପଟ୍ଟନାୟକ ମହିଳାଙ୍କୁ ସମ୍ମାନ ଦେଇଥିଲେ । ଲେଖାଶ୍ରୀ ମଧ୍ୟ ନିଜ ସୁରକ୍ଷା ଦାବି କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଚାର କରିବେ ବୋଲି କହିଛନ୍ତି ।

ଆହୁରି ପଢ଼ନ୍ତୁ: ବଜେଟର ୩୬% ଖର୍ଚ୍ଚ ଡବଲ ଇଞ୍ଜିନ ସରକାରର ଅପରାଗତା, ଅସହାୟତା ଓ ବିଫଳତା: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର