ବିଜେଡ଼ିର ୧୫ ଜଣିଆ ନୂଆ କମିଟି ଗଠନ

The Sakala Picture
Published On

ଭୁବନେଶ୍ବର: ବିଜେଡ଼ିର ନୂଆ କମିଟି ଗଠ। ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ଯର ସମନ୍ବୟ ରକ୍ଷା ପାଇଁ ୧୫ ଜଣିଆ ଟିମ ଗଠନ କରିଛି ବିଜେଡି। ଏହି ଟିମକୁ ଗଠନ କରିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର କମିଟର ଅଧ୍ୟକ୍ଷ ଅଛନ୍ତି। ସେହିପରି କମିଟିରେ ଅଛନ୍ତି- ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ବିକ୍ରମ କେଶରୀ ଆରୁଖ, ପ୍ରତାପ କେଶରୀ ଦେବ, ପ୍ରଦୀପ କୁମାର ଅମାତ, ଡ଼. ଅରୁଣ କୁମାର ସାହୁ, ଅଶ୍ବିନୀ କୁମାର […]

ଭୁବନେଶ୍ବର: ବିଜେଡ଼ିର ନୂଆ କମିଟି ଗଠ। ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ଯର ସମନ୍ବୟ ରକ୍ଷା ପାଇଁ ୧୫ ଜଣିଆ ଟିମ ଗଠନ କରିଛି ବିଜେଡି। ଏହି ଟିମକୁ ଗଠନ କରିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର କମିଟର ଅଧ୍ୟକ୍ଷ ଅଛନ୍ତି। ସେହିପରି କମିଟିରେ ଅଛନ୍ତି- ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ବିକ୍ରମ କେଶରୀ ଆରୁଖ, ପ୍ରତାପ କେଶରୀ ଦେବ, ପ୍ରଦୀପ କୁମାର ଅମାତ, ଡ଼. ଅରୁଣ କୁମାର ସାହୁ, ଅଶ୍ବିନୀ କୁମାର ପାତ୍ର, ପ୍ରତାପ ଜେନା, ସାରଦା ପ୍ରସାଦ ନାୟକ, ସୁଦାମ ମାର୍ଣ୍ଡି, ମନୋହର ରନ୍ଧାରୀ, ସ୍ନେହାଙ୍ଗିନୀ ଛୁରିଆ, ମହେଶ ସାହୁ, ଦେବେଶ ଆଚାର୍ଯ୍ୟ।

ଆହୁରି ପଢ଼ନ୍ତୁ: ଗଞ୍ଜାମ ଜିଲ୍ଲା ଛତ୍ରପୁର ରେଳ ଷ୍ଟେସନରୁ ୪ ନାବାଳକ ଉଦ୍ଧାର, ଶିଶୁ ଚାଲାଣ ସନ୍ଦେହରେ ୨ ଦଲାଲ୍ ଅଟକ

ଆହୁରି ପଢ଼ନ୍ତୁ: ତାମିଲନାଡୁ ଗ୍ୟାସଲିକ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲେ ରାଜ୍ୟ ବିଜେଡି ପ୍ରତିନିଧିମଣ୍ଡଳୀ

ଆହୁରି ପଢ଼ନ୍ତୁ: ଓଡ଼ିଶା କ୍ୟାଡରରୁ ପୁଣି ଜଣେ ଆଇପିଏସ୍‌ଙ୍କ ଇସ୍ତଫା: ଜଗମୋହନଙ୍କ ପରେ ଚାକିରି ଛାଡ଼ିଲେ ସି.ଏ. ରାମଦାସ

05 Aug 2024 By The Sakala

ବିଜେଡ଼ିର ୧୫ ଜଣିଆ ନୂଆ କମିଟି ଗଠନ

ଭୁବନେଶ୍ବର: ବିଜେଡ଼ିର ନୂଆ କମିଟି ଗଠ। ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ଯର ସମନ୍ବୟ ରକ୍ଷା ପାଇଁ ୧୫ ଜଣିଆ ଟିମ ଗଠନ କରିଛି ବିଜେଡି। ଏହି ଟିମକୁ ଗଠନ କରିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର କମିଟର ଅଧ୍ୟକ୍ଷ ଅଛନ୍ତି। ସେହିପରି କମିଟିରେ ଅଛନ୍ତି- ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ବିକ୍ରମ କେଶରୀ ଆରୁଖ, ପ୍ରତାପ କେଶରୀ ଦେବ, ପ୍ରଦୀପ କୁମାର ଅମାତ, ଡ଼. ଅରୁଣ କୁମାର ସାହୁ, ଅଶ୍ବିନୀ କୁମାର ପାତ୍ର, ପ୍ରତାପ ଜେନା, ସାରଦା ପ୍ରସାଦ ନାୟକ, ସୁଦାମ ମାର୍ଣ୍ଡି, ମନୋହର ରନ୍ଧାରୀ, ସ୍ନେହାଙ୍ଗିନୀ ଛୁରିଆ, ମହେଶ ସାହୁ, ଦେବେଶ ଆଚାର୍ଯ୍ୟ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର