ଓଡିଶା ରାଜନୀତିରେ ନୂଆ ଇତିହାସ ସୃଷ୍ଟି କରିଛି ବିଜେଡି

The Sakala Picture
Published On

ଭୁବନେଶ୍ବର: ଓଡିଶା ରାଜନୀତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାରୀ ସଶକ୍ତିକରଣ ମନ୍ତ୍ର ନୂଆ ଇତିହାସ ସୃଷ୍ଟି କରିଛି । ପ୍ରଥମ ଥର ବିଜେଡି ସମସ୍ତ ଜିଲ୍ଲା ପରିଷଦ ଗଠନ କରିଥିବାବେଳେ ସତୁରୀ ପ୍ରତିଶତ ଆସନରେ ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ନେତୃତ୍ବରେ ଦେବା ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି କହିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ବିଜେଡିର ଜଣେ ସକ୍ରିୟ କର୍ମୀ ହିସାବରେ ନିଜକୁ ଧନ୍ୟ ମନେ କରୁଛି ବୋଲି କହିଛନ୍ତି ପ୍ରଣବ । ସୂଚନାଯୋଗ୍ୟ, […]

ଭୁବନେଶ୍ବର: ଓଡିଶା ରାଜନୀତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାରୀ ସଶକ୍ତିକରଣ ମନ୍ତ୍ର ନୂଆ ଇତିହାସ ସୃଷ୍ଟି କରିଛି । ପ୍ରଥମ ଥର ବିଜେଡି ସମସ୍ତ ଜିଲ୍ଲା ପରିଷଦ ଗଠନ କରିଥିବାବେଳେ ସତୁରୀ ପ୍ରତିଶତ ଆସନରେ ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ନେତୃତ୍ବରେ ଦେବା ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି କହିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ବିଜେଡିର ଜଣେ ସକ୍ରିୟ କର୍ମୀ ହିସାବରେ ନିଜକୁ ଧନ୍ୟ ମନେ କରୁଛି ବୋଲି କହିଛନ୍ତି ପ୍ରଣବ ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ସୂଚନାଯୋଗ୍ୟ, ନାଏବ ସରପଞ୍ଚ ଓ ବ୍ଲକ ଚେୟାରମ୍ୟାନ ନିର୍ବାଚନ ପରେ ଆଜି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହୋଇଥିଲା । ଏଥିରେ ସମସ୍ତ ୩୦ଟି ଯାକ ଜିଲ୍ଲା ପରିଷଦ ଦଖଲ କରିଛି ବିଜେଡି । ଓଡ଼ିଶା ଇତିହାସରେ ପ୍ରଥମ ଥର ଏମିତି ହୋଇଛି । କୌଣସି ରାଜେନୖତିକ ଦଳ ରାଜ୍ୟରେ ସମସ୍ତ ଜିଲ୍ଲା ପରିଷଦ ଗଠନ କରିବାକୁ ସକ୍ଷମ ହୋଇ ନଥିଲେ । ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ଓ ନିର୍ମଳ ଶାସନ ଯୋଗୁଁ ବିଜେଡି ଏହି ସଫଳତା ପାଇପାରିଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

13 Mar 2022 By The Sakala

ଓଡିଶା ରାଜନୀତିରେ ନୂଆ ଇତିହାସ ସୃଷ୍ଟି କରିଛି ବିଜେଡି

ଭୁବନେଶ୍ବର: ଓଡିଶା ରାଜନୀତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାରୀ ସଶକ୍ତିକରଣ ମନ୍ତ୍ର ନୂଆ ଇତିହାସ ସୃଷ୍ଟି କରିଛି । ପ୍ରଥମ ଥର ବିଜେଡି ସମସ୍ତ ଜିଲ୍ଲା ପରିଷଦ ଗଠନ କରିଥିବାବେଳେ ସତୁରୀ ପ୍ରତିଶତ ଆସନରେ ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ନେତୃତ୍ବରେ ଦେବା ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି କହିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ବିଜେଡିର ଜଣେ ସକ୍ରିୟ କର୍ମୀ ହିସାବରେ ନିଜକୁ ଧନ୍ୟ ମନେ କରୁଛି ବୋଲି କହିଛନ୍ତି ପ୍ରଣବ ।

ସୂଚନାଯୋଗ୍ୟ, ନାଏବ ସରପଞ୍ଚ ଓ ବ୍ଲକ ଚେୟାରମ୍ୟାନ ନିର୍ବାଚନ ପରେ ଆଜି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହୋଇଥିଲା । ଏଥିରେ ସମସ୍ତ ୩୦ଟି ଯାକ ଜିଲ୍ଲା ପରିଷଦ ଦଖଲ କରିଛି ବିଜେଡି । ଓଡ଼ିଶା ଇତିହାସରେ ପ୍ରଥମ ଥର ଏମିତି ହୋଇଛି । କୌଣସି ରାଜେନୖତିକ ଦଳ ରାଜ୍ୟରେ ସମସ୍ତ ଜିଲ୍ଲା ପରିଷଦ ଗଠନ କରିବାକୁ ସକ୍ଷମ ହୋଇ ନଥିଲେ । ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ଓ ନିର୍ମଳ ଶାସନ ଯୋଗୁଁ ବିଜେଡି ଏହି ସଫଳତା ପାଇପାରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର