ବିଜେପିର ପୁରୀ ସାଂସଦ ପ୍ରାର୍ଥୀଙ୍କୁ କାର୍ତ୍ତିକ ପାଣ୍ଡିଆନଙ୍କ କଡ଼ା ଜବାବ, ମହାପ୍ରଭୁଙ୍କୁ ରାଜନୀତି ଠାରୁ ଉର୍ଦ୍ଧ୍ୱରେ ରଖିବାକୁ ପରାମର୍ଶ

The Sakala Picture
Published On

ଭୁବନେଶ୍ବର: ବିଜେପିର ପୁରୀ ସାଂସଦ ପ୍ରାର୍ଥୀଙ୍କୁ ପାଣ୍ଡିଆନ କଡ଼ା ଜବାବ ଦେଇଛନ୍ତି। ‘ଜଗନ୍ନାଥ ମୋଦୀଙ୍କ ଭକ୍ତ’ ବୟାନରେ ସମ୍ବିତ ପାତ୍ରଙ୍କୁ ଘେରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ଏଏନଆଇକୁ ସାକ୍ଷାତକାରବେଳେ ସମ୍ବିତଙ୍କୁ ସେ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ବିଜେପି ସବୁବେଳେ ଓଡିଆ ଅସ୍ମିତାକୁ ପ୍ରସଙ୍ଗ କରିଆସୁଛି । ପ୍ରଭୁ ଜଗନ୍ନାଥ ଓଡିଆ ଅସ୍ମିତାର ପ୍ରତୀକ । ମୁଖ୍ଯମନ୍ତ୍ରୀ ସବୁବେଳେ ଭଗବାନଙ୍କୁ ରାଜନୀତିରୁ ଦୂରେଇ ରଖିଆସିଛନ୍ତି। ଭଗବାନ ଅମର ଓ ମଣିଷ ମରଣଶୀଳ […]

ଭୁବନେଶ୍ବର: ବିଜେପିର ପୁରୀ ସାଂସଦ ପ୍ରାର୍ଥୀଙ୍କୁ ପାଣ୍ଡିଆନ କଡ଼ା ଜବାବ ଦେଇଛନ୍ତି। ‘ଜଗନ୍ନାଥ ମୋଦୀଙ୍କ ଭକ୍ତ’ ବୟାନରେ ସମ୍ବିତ ପାତ୍ରଙ୍କୁ ଘେରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ଏଏନଆଇକୁ ସାକ୍ଷାତକାରବେଳେ ସମ୍ବିତଙ୍କୁ ସେ ଟାର୍ଗେଟ କରିଛନ୍ତି ।

ଆହୁରି ପଢ଼ନ୍ତୁ: ନବୀନଙ୍କ ନେତୃତ୍ୱକୁ ବ୍ୟାଡ୍‌ମିଣ୍ଟନ ଖେଳାଳି ପିଭି ସିନ୍ଧୁଙ୍କ ପ୍ରଶଂସା

ସେ କହିଛନ୍ତି, ବିଜେପି ସବୁବେଳେ ଓଡିଆ ଅସ୍ମିତାକୁ ପ୍ରସଙ୍ଗ କରିଆସୁଛି । ପ୍ରଭୁ ଜଗନ୍ନାଥ ଓଡିଆ ଅସ୍ମିତାର ପ୍ରତୀକ । ମୁଖ୍ଯମନ୍ତ୍ରୀ ସବୁବେଳେ ଭଗବାନଙ୍କୁ ରାଜନୀତିରୁ ଦୂରେଇ ରଖିଆସିଛନ୍ତି। ଭଗବାନ ଅମର ଓ ମଣିଷ ମରଣଶୀଳ ଏମାନଙ୍କର ମିଶ୍ରଣ ହୋଇପାରିବନି ବୋଲି କହିଛନ୍ତି । ସମ୍ବିତ ପାତ୍ରଙ୍କ ମନ୍ତବ୍ଯକୁ ନେଇ ମୁଖ୍ଯମନ୍ତ୍ରୀ ମର୍ମାହତ । ପ୍ରଭୁ ଜଗନ୍ନାଥଙ୍କୁ ରାଜନୀତିକୁ ଟାଣିବା ନେଇ ମୁଖ୍ଯମନ୍ତ୍ରୀ ବେଶ ଦୁଃଖିତ ବୋଲି କହିଛନ୍ତି ପାଣ୍ଡିଆନ ।

ଆହୁରି ପଢ଼ନ୍ତୁ: ଗୋକୁଳ ନାଟକରେ ଯବନିକା ଟାଣିଲେ ବିକ୍ରମ ଆରୁଖ: କହିଲେ, ନବୀନ ମୋ ନେତା; ବିଜେଡିରେ ଅଛି ଓ ରହିବି

ଓଡିଶାବାସୀ ମଧ୍ଯ ଜଗନ୍ନାଥଙ୍କୁ ନିର୍ବାଚନକୁ ଟାଣିବାକୁ ପସନ୍ଦ କରନ୍ତିନି । ଏମିତି ଘଟଣା ବିଜେପି ପକ୍ଷରୁ ପ୍ରଥମ ଘଟଣା ନୁହେଁ । ୨୦୧୯ ପଞ୍ଚାୟତ ନିର୍ବାଚନରେ ଏପରି କିଛି ପ୍ରସଙ୍ଗ ଉଠାଇଥିଲେ ବିଜେପି ନେତା । ଏପରି ବିବାଦୀୟ ମନ୍ତବ୍ଯ ଦେଇ ରାଜନୀତି କରିଆସୁଛି ବିଜେପି । ଏପରି ପ୍ରସଙ୍ଗ ଉଠାଇ ବିଜେପି ବିଜେଡି ଓ ମୁଖ୍ଯମନ୍ତ୍ରୀଙ୍କୁ ରୋକିବାକୁ ଚେଷ୍ଟା କରିଆସୁଛି । ଏହା ବିଜେପିର ରାଜନୈତିକ ରଣନୀତି ରହିଆସିଛି ବୋଲି କହି ସମାଲୋଚନା କରିଛନ୍ତି ପାଣ୍ଡିଆନ ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ବେଳକୁ ଲଘୁଚାପ ସମ୍ଭାବନା: ୨୨ରୁ ରାଜ୍ୟବ୍ୟାପୀ ବଢ଼ିବ ବର୍ଷା

21 May 2024 By The Sakala

ବିଜେପିର ପୁରୀ ସାଂସଦ ପ୍ରାର୍ଥୀଙ୍କୁ କାର୍ତ୍ତିକ ପାଣ୍ଡିଆନଙ୍କ କଡ଼ା ଜବାବ, ମହାପ୍ରଭୁଙ୍କୁ ରାଜନୀତି ଠାରୁ ଉର୍ଦ୍ଧ୍ୱରେ ରଖିବାକୁ ପରାମର୍ଶ

ଭୁବନେଶ୍ବର: ବିଜେପିର ପୁରୀ ସାଂସଦ ପ୍ରାର୍ଥୀଙ୍କୁ ପାଣ୍ଡିଆନ କଡ଼ା ଜବାବ ଦେଇଛନ୍ତି। ‘ଜଗନ୍ନାଥ ମୋଦୀଙ୍କ ଭକ୍ତ’ ବୟାନରେ ସମ୍ବିତ ପାତ୍ରଙ୍କୁ ଘେରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ଏଏନଆଇକୁ ସାକ୍ଷାତକାରବେଳେ ସମ୍ବିତଙ୍କୁ ସେ ଟାର୍ଗେଟ କରିଛନ୍ତି ।

ସେ କହିଛନ୍ତି, ବିଜେପି ସବୁବେଳେ ଓଡିଆ ଅସ୍ମିତାକୁ ପ୍ରସଙ୍ଗ କରିଆସୁଛି । ପ୍ରଭୁ ଜଗନ୍ନାଥ ଓଡିଆ ଅସ୍ମିତାର ପ୍ରତୀକ । ମୁଖ୍ଯମନ୍ତ୍ରୀ ସବୁବେଳେ ଭଗବାନଙ୍କୁ ରାଜନୀତିରୁ ଦୂରେଇ ରଖିଆସିଛନ୍ତି। ଭଗବାନ ଅମର ଓ ମଣିଷ ମରଣଶୀଳ ଏମାନଙ୍କର ମିଶ୍ରଣ ହୋଇପାରିବନି ବୋଲି କହିଛନ୍ତି । ସମ୍ବିତ ପାତ୍ରଙ୍କ ମନ୍ତବ୍ଯକୁ ନେଇ ମୁଖ୍ଯମନ୍ତ୍ରୀ ମର୍ମାହତ । ପ୍ରଭୁ ଜଗନ୍ନାଥଙ୍କୁ ରାଜନୀତିକୁ ଟାଣିବା ନେଇ ମୁଖ୍ଯମନ୍ତ୍ରୀ ବେଶ ଦୁଃଖିତ ବୋଲି କହିଛନ୍ତି ପାଣ୍ଡିଆନ ।

ଓଡିଶାବାସୀ ମଧ୍ଯ ଜଗନ୍ନାଥଙ୍କୁ ନିର୍ବାଚନକୁ ଟାଣିବାକୁ ପସନ୍ଦ କରନ୍ତିନି । ଏମିତି ଘଟଣା ବିଜେପି ପକ୍ଷରୁ ପ୍ରଥମ ଘଟଣା ନୁହେଁ । ୨୦୧୯ ପଞ୍ଚାୟତ ନିର୍ବାଚନରେ ଏପରି କିଛି ପ୍ରସଙ୍ଗ ଉଠାଇଥିଲେ ବିଜେପି ନେତା । ଏପରି ବିବାଦୀୟ ମନ୍ତବ୍ଯ ଦେଇ ରାଜନୀତି କରିଆସୁଛି ବିଜେପି । ଏପରି ପ୍ରସଙ୍ଗ ଉଠାଇ ବିଜେପି ବିଜେଡି ଓ ମୁଖ୍ଯମନ୍ତ୍ରୀଙ୍କୁ ରୋକିବାକୁ ଚେଷ୍ଟା କରିଆସୁଛି । ଏହା ବିଜେପିର ରାଜନୈତିକ ରଣନୀତି ରହିଆସିଛି ବୋଲି କହି ସମାଲୋଚନା କରିଛନ୍ତି ପାଣ୍ଡିଆନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର