ସରକାରୀ ଅଧିକାରୀଙ୍କୁ ଧମକାଉଛି ରାଜ୍ୟ ବିଜେପି, ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡ଼ି

The Sakala Picture
Published On

ଭୁବନେଶ୍ୱର: ବାରମ୍ୱାର ନିୟମ ଭାଙ୍ଗୁଛି ରାଜ୍ୟ ବିଜେପି। ଏନେଇ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି। ରାଜ୍ୟ ବିଜେପି ବିରୋଧରେ ସିଇଓଙ୍କ ନିକଟରେ ଫେରାଦ ହୋଇଛି ବିଜେଡି । ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନର ନୂଆ କୀର୍ତ୍ତିମାନ ସ୍ଥାପନ କରିବାକୁ ଯାଉଛି ବିଜେପି। ପିଲାମାନଙ୍କୁ ନିର୍ବାଚନରେ ବ୍ୟବହାର କରିବା ହେଉ କି ଲୋକଙ୍କୁ ଧମକାଇବା ପରି କାମ କରୁଛନ୍ତି ବିଜେପି ନେତା। ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ଖୋର୍ଦ୍ଧା ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ […]

ଭୁବନେଶ୍ୱର: ବାରମ୍ୱାର ନିୟମ ଭାଙ୍ଗୁଛି ରାଜ୍ୟ ବିଜେପି। ଏନେଇ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି। ରାଜ୍ୟ ବିଜେପି ବିରୋଧରେ ସିଇଓଙ୍କ ନିକଟରେ ଫେରାଦ ହୋଇଛି ବିଜେଡି । ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନର ନୂଆ କୀର୍ତ୍ତିମାନ ସ୍ଥାପନ କରିବାକୁ ଯାଉଛି ବିଜେପି। ପିଲାମାନଙ୍କୁ ନିର୍ବାଚନରେ ବ୍ୟବହାର କରିବା ହେଉ କି ଲୋକଙ୍କୁ ଧମକାଇବା ପରି କାମ କରୁଛନ୍ତି ବିଜେପି ନେତା। ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ଖୋର୍ଦ୍ଧା ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ବାରମ୍ବାର ସରକାରୀ ଅଧିକାରୀଙ୍କୁ ଧମକ ଦେଉଛନ୍ତି । ଯେପରି ବିଡିଓ, ତହସିଲଦାର ଓ ପୁଲିସଙ୍କୁ ଧମାକାଉଛନ୍ତି ।

ଆହୁରି ପଢ଼ନ୍ତୁ: ଆସନ୍ତା ୨୦ରୁ ସଂସଦର ମୌସୁମୀ ଅଧିବେଶନ, ଆଜି ସନ୍ଧ୍ୟାରେ ବିଜେଡି ସଂସଦୀୟ ଦଳ ବୈଠକ

କିଛି ଦିନ ତଳେ ନିର୍ବାଚନ କମିଶନ କିଛି ଆଇଏଏସ୍, ଆଇପିଏସ୍‌, ଓଏଏସ୍ ଙ୍କ ବଦଳି କରିଥିଲେ। ସେହି ନାଁ ନେଇ ବିଜେପି ନେତା ସରକାରୀ ଅଧିକାରୀଙ୍କୁ ବଦଳି କରିଦେବାକୁ କହି ଧମକାଉଛନ୍ତି। ବିଜେପି ପାଇଁ କାମ ନ କଲେ ଟ୍ରାନ୍ସଫର କରି ଦେବେ। ନିର୍ବାଚନ ଆସିବ ନିର୍ବାଚନ ଯିବ ହେଲେ ସରକାରୀ ଅଧିକାରୀଙ୍କ ମନୋବଳ ଯେପରି ସୁଦୃଢ ରହିବ, ସେଥିପାଇଁ ବିହିତ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅନୁରୋଧ କରିଛି ବିଜେଡି । ପୂର୍ବରୁ ମଧ୍ୟ ଏ ସବୁ ତଥ୍ୟ ନେଇ CEO ଙ୍କ ପାଖରେ ଦାଖଲ କରିସାରିଛି ବିଜେଡି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି: ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ, ପୂର୍ବତନ ଏସସିଇଆରଟି ନିର୍ଦ୍ଦେଶକଙ୍କୁ ଜେରା

01 May 2024 By The Sakala

ସରକାରୀ ଅଧିକାରୀଙ୍କୁ ଧମକାଉଛି ରାଜ୍ୟ ବିଜେପି, ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡ଼ି

ଭୁବନେଶ୍ୱର: ବାରମ୍ୱାର ନିୟମ ଭାଙ୍ଗୁଛି ରାଜ୍ୟ ବିଜେପି। ଏନେଇ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି। ରାଜ୍ୟ ବିଜେପି ବିରୋଧରେ ସିଇଓଙ୍କ ନିକଟରେ ଫେରାଦ ହୋଇଛି ବିଜେଡି । ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନର ନୂଆ କୀର୍ତ୍ତିମାନ ସ୍ଥାପନ କରିବାକୁ ଯାଉଛି ବିଜେପି। ପିଲାମାନଙ୍କୁ ନିର୍ବାଚନରେ ବ୍ୟବହାର କରିବା ହେଉ କି ଲୋକଙ୍କୁ ଧମକାଇବା ପରି କାମ କରୁଛନ୍ତି ବିଜେପି ନେତା। ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ଖୋର୍ଦ୍ଧା ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ବାରମ୍ବାର ସରକାରୀ ଅଧିକାରୀଙ୍କୁ ଧମକ ଦେଉଛନ୍ତି । ଯେପରି ବିଡିଓ, ତହସିଲଦାର ଓ ପୁଲିସଙ୍କୁ ଧମାକାଉଛନ୍ତି ।

କିଛି ଦିନ ତଳେ ନିର୍ବାଚନ କମିଶନ କିଛି ଆଇଏଏସ୍, ଆଇପିଏସ୍‌, ଓଏଏସ୍ ଙ୍କ ବଦଳି କରିଥିଲେ। ସେହି ନାଁ ନେଇ ବିଜେପି ନେତା ସରକାରୀ ଅଧିକାରୀଙ୍କୁ ବଦଳି କରିଦେବାକୁ କହି ଧମକାଉଛନ୍ତି। ବିଜେପି ପାଇଁ କାମ ନ କଲେ ଟ୍ରାନ୍ସଫର କରି ଦେବେ। ନିର୍ବାଚନ ଆସିବ ନିର୍ବାଚନ ଯିବ ହେଲେ ସରକାରୀ ଅଧିକାରୀଙ୍କ ମନୋବଳ ଯେପରି ସୁଦୃଢ ରହିବ, ସେଥିପାଇଁ ବିହିତ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅନୁରୋଧ କରିଛି ବିଜେଡି । ପୂର୍ବରୁ ମଧ୍ୟ ଏ ସବୁ ତଥ୍ୟ ନେଇ CEO ଙ୍କ ପାଖରେ ଦାଖଲ କରିସାରିଛି ବିଜେଡି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର