ଜୟନାରାୟଣ ମିଶ୍ରଙ୍କୁ ଟାର୍ଗେଟ୍ କଲେ ବିଜେଡି ବିଧାୟକ ରୋହିତ ପୂଜାରୀ

The Sakala Picture
Published On

ଭୁବନେଶ୍ୱର: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ରୋହିତ ପୂଜାରୀ । ଜୟନାରାୟଣ ଏକାଧିକ ଅପରାଧିକ ମାମଲାରେ ସଂଶ୍ଲିଷ୍ଟ । ତାଙ୍କ ବିରୋଧରେ କୋର୍ଟରେ ୧୬ଟି ଚାର୍ଜସିଟ୍ ଦାଖଲ ହୋଇଛି । ସମ୍ଭବତଃ ଜୟନାରାୟଣ ଏହି ଚାର୍ଜସିଟ୍ ବିଷୟରେ କହୁଛନ୍ତି ବୋଲି ସେ ଟ୍ବିଟର ହ୍ୟାଣ୍ଡେଲରେ ଟାର୍ଗେଟ କରି କହିଛନ୍ତି। assaulting an on-duty lady Police officer. We don't want to comment on his mental health […]

ଭୁବନେଶ୍ୱର: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ରୋହିତ ପୂଜାରୀ । ଜୟନାରାୟଣ ଏକାଧିକ ଅପରାଧିକ ମାମଲାରେ ସଂଶ୍ଲିଷ୍ଟ । ତାଙ୍କ ବିରୋଧରେ କୋର୍ଟରେ ୧୬ଟି ଚାର୍ଜସିଟ୍ ଦାଖଲ ହୋଇଛି । ସମ୍ଭବତଃ ଜୟନାରାୟଣ ଏହି ଚାର୍ଜସିଟ୍ ବିଷୟରେ କହୁଛନ୍ତି ବୋଲି ସେ ଟ୍ବିଟର ହ୍ୟାଣ୍ଡେଲରେ ଟାର୍ଗେଟ କରି କହିଛନ୍ତି।

ଆହୁରି ପଢ଼ନ୍ତୁ: ସୁବର୍ଣ୍ଣପୁରର ଏକ ତେଲ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି

ମହିଳାଙ୍କୁ ଆକ୍ରମଣ କରୁଥିବା ଲୋକ ବିଷୟରେ ଆମର କିଛି କହିବାର ନାହିଁ । କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଛନ୍ତି ଜୟନାରାୟଣ । ତାଙ୍କର ମାନସିକ ସ୍ୱାସ୍ଥ୍ୟ ନେଇ କୌଣସି ପ୍ରତିକ୍ରିୟା ଦେବାକୁ ଚାହୁଁନୁ । ତାଙ୍କଠାରୁ ଦୂରେଇ ରହିବାକୁ ଗଣମାଧ୍ୟମକୁ ସେ ଆହ୍ବାନ ଦେଇଛନ୍ତି ।

04 Sep 2023 By The Sakala

ଜୟନାରାୟଣ ମିଶ୍ରଙ୍କୁ ଟାର୍ଗେଟ୍ କଲେ ବିଜେଡି ବିଧାୟକ ରୋହିତ ପୂଜାରୀ

ଭୁବନେଶ୍ୱର: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ରୋହିତ ପୂଜାରୀ । ଜୟନାରାୟଣ ଏକାଧିକ ଅପରାଧିକ ମାମଲାରେ ସଂଶ୍ଲିଷ୍ଟ । ତାଙ୍କ ବିରୋଧରେ କୋର୍ଟରେ ୧୬ଟି ଚାର୍ଜସିଟ୍ ଦାଖଲ ହୋଇଛି । ସମ୍ଭବତଃ ଜୟନାରାୟଣ ଏହି ଚାର୍ଜସିଟ୍ ବିଷୟରେ କହୁଛନ୍ତି ବୋଲି ସେ ଟ୍ବିଟର ହ୍ୟାଣ୍ଡେଲରେ ଟାର୍ଗେଟ କରି କହିଛନ୍ତି।

ମହିଳାଙ୍କୁ ଆକ୍ରମଣ କରୁଥିବା ଲୋକ ବିଷୟରେ ଆମର କିଛି କହିବାର ନାହିଁ । କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଛନ୍ତି ଜୟନାରାୟଣ । ତାଙ୍କର ମାନସିକ ସ୍ୱାସ୍ଥ୍ୟ ନେଇ କୌଣସି ପ୍ରତିକ୍ରିୟା ଦେବାକୁ ଚାହୁଁନୁ । ତାଙ୍କଠାରୁ ଦୂରେଇ ରହିବାକୁ ଗଣମାଧ୍ୟମକୁ ସେ ଆହ୍ବାନ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର