ସଂସଦରେ ଓଡ଼ିଶା ଆଦିବାସୀଙ୍କ ସ୍ବାର୍ଥ ସଂପର୍କିତ ବିଭିନ୍ନ ଦାବି ଉଠାଇଲେ ବିଜେଡି ସାଂସଦ ସସ୍ମିତ ପାତ୍ର

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶା ମାଗିଲା ଆଦିବାସୀ ହକ୍ । ସଂସଦରେ ବିଜେଡି ସାଂସଦ ସସ୍ମିତ ପାତ୍ର ଓଡ଼ିଶା ଆଦିବାସୀଙ୍କ ସ୍ବାର୍ଥ ସଂପର୍କିତ ବିଭିନ୍ନ ଦାବି ଉଠାଇଛନ୍ତି। କେନ୍ଦ୍ର ସରକାରଙ୍କ ନିକଟରେ ଏସବୁ ଦାବି ଦୀର୍ଘ ଦିନ ଧରି ପଡିରହିଛି । ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ହୋ, ମୁଣ୍ଡାରୀ, ଭୂମିଜ, ସଉରା ଓ କୁଇ ଭାଷାକୁ ସାମିଲ କରିବା ନେଇ ବାରମ୍ବାର ଦାବି ହେଉଛି। ସେହିପ,ରି ଅନୁସୂଚିତ ଜନଜାତି ତାଲିକାରେ ଓଡ଼ିଶାର ୧୬୯ ସଂପ୍ରଦାୟକୁ ସାମିଲ କରିବାକୁ ବି […]

ଭୁବନେଶ୍ୱର: ଓଡ଼ିଶା ମାଗିଲା ଆଦିବାସୀ ହକ୍ । ସଂସଦରେ ବିଜେଡି ସାଂସଦ ସସ୍ମିତ ପାତ୍ର ଓଡ଼ିଶା ଆଦିବାସୀଙ୍କ ସ୍ବାର୍ଥ ସଂପର୍କିତ ବିଭିନ୍ନ ଦାବି ଉଠାଇଛନ୍ତି। କେନ୍ଦ୍ର ସରକାରଙ୍କ ନିକଟରେ ଏସବୁ ଦାବି ଦୀର୍ଘ ଦିନ ଧରି ପଡିରହିଛି । ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ହୋ, ମୁଣ୍ଡାରୀ, ଭୂମିଜ, ସଉରା ଓ କୁଇ ଭାଷାକୁ ସାମିଲ କରିବା ନେଇ ବାରମ୍ବାର ଦାବି ହେଉଛି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ସେହିପ,ରି ଅନୁସୂଚିତ ଜନଜାତି ତାଲିକାରେ ଓଡ଼ିଶାର ୧୬୯ ସଂପ୍ରଦାୟକୁ ସାମିଲ କରିବାକୁ ବି ଦାବି ହେଉଛି। କେନ୍ଦୁପତ୍ର ଉପରେ ଅଧିକାଂଶ ଆଦିବାସୀ ପରିବାର ନିର୍ଭରଶୀଳ ଥିବା ବେଳେ ୧୮ପ୍ରତିଶତ ଜିଏସଟି ହଟାଇବା ଦାବି ଶୁଣୁନି କେନ୍ଦ୍ର । ସମସ୍ତ ଦାବି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରମ୍ବାର ଅନୁରୋଧ କରିଥିଲେ ମଧ୍ୟ କେନ୍ଦ୍ର ସରକାର କୌଣସି ପଦକ୍ଷେପ ନେଉନାହାନ୍ତି। ଏନେଇ ସଂସଦରେ ପୁଣି ଦୃଷ୍ଟି ଆକର୍ଷଣ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର