ମନୋରଞ୍ଜନ
ଓଡ଼ିଶା
ବିଶିଷ୍ଟ ଶ୍ରମିକ ନେତା ଘନଶ୍ୟାମ ଜେନାଙ୍କ ପରଲୋକ, ଶୋକପ୍ରକାଶ କଲେ ବିଜେଡି ସାଂସଦ ମାନସ ମଙ୍ଗରାଜ
ଭୁବନେଶ୍ବର: ବିଶିଷ୍ଟ ଶ୍ରମିକ ନେତା ଘନଶ୍ୟାମ ଜେନାଙ୍କ ପରଲୋକ। ୯୩ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ଗତକାଲି ଘନଶ୍ୟାମଙ୍କ ପତ୍ନୀ ହୃଦଘାତରେ ପ୍ରାଣ ହରାଇଥିଲେ। ଶ୍ରମିକ ନେତା ଘନଶ୍ୟାମଙ୍କ ପରଲୋକରେ ଶୋକପ୍ରକାଶ କରିଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ । ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ସାଂସଦ ମାନସ ମଙ୍ଗରାଜ।
ଭୁବନେଶ୍ବର: ବିଶିଷ୍ଟ ଶ୍ରମିକ ନେତା ଘନଶ୍ୟାମ ଜେନାଙ୍କ ପରଲୋକ। ୯୩ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ଗତକାଲି ଘନଶ୍ୟାମଙ୍କ ପତ୍ନୀ ହୃଦଘାତରେ ପ୍ରାଣ ହରାଇଥିଲେ।
ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି
ଶ୍ରମିକ ନେତା ଘନଶ୍ୟାମଙ୍କ ପରଲୋକରେ ଶୋକପ୍ରକାଶ କରିଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ । ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ସାଂସଦ ମାନସ ମଙ୍ଗରାଜ।






