ଧାନ ସଂଗ୍ରହ ଓ ବକେୟା ସବସିଡି ପ୍ରଦାନ ଦାବି ନେଇ କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଭେଟିଲେ ବିଜେଡି ସାଂସଦ

The Sakala Picture
Published On

ନୂଆଦିଲ୍ଲୀ : ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଓ ଚାଷୀମାନଙ୍କୁ ବକେୟା ସବ୍‌ସିଡି ପ୍ରଦାନ କରିବା ଦାବିରେ ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ ପିୟୂଷ ଗୋଏଲ୍‌ଙ୍କୁ ଭେଟିଲେ ବିଜେଡି ସାଂସଦ। ଆଜି ବିଜୁ ଜନତା ଦଳ(ବିଜେଡି)ର ଲୋକସଭା ଓ ରାଜ୍ୟସଭାର ସାଂସଦମାନେ କେନ୍ଦ୍ର ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ ପିୟୂଷ ଗୋଏଲ୍‌ଙ୍କୁ ଭେଟିଛନ୍ତି। ବିଜେଡି ସାଂସଦଙ୍କ ପ୍ରତିନିଧି ଦଳ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଚାଷୀଙ୍କ ସମସ୍ୟା ଉପସ୍ଥାପନ କରିବା ସହ ସେମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ […]

ନୂଆଦିଲ୍ଲୀ : ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଓ ଚାଷୀମାନଙ୍କୁ ବକେୟା ସବ୍‌ସିଡି ପ୍ରଦାନ କରିବା ଦାବିରେ ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ ପିୟୂଷ ଗୋଏଲ୍‌ଙ୍କୁ ଭେଟିଲେ ବିଜେଡି ସାଂସଦ। ଆଜି ବିଜୁ ଜନତା ଦଳ(ବିଜେଡି)ର ଲୋକସଭା ଓ ରାଜ୍ୟସଭାର ସାଂସଦମାନେ କେନ୍ଦ୍ର ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ ପିୟୂଷ ଗୋଏଲ୍‌ଙ୍କୁ ଭେଟିଛନ୍ତି। ବିଜେଡି ସାଂସଦଙ୍କ ପ୍ରତିନିଧି ଦଳ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଚାଷୀଙ୍କ ସମସ୍ୟା ଉପସ୍ଥାପନ କରିବା ସହ ସେମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ସ୍ମାରକ ପତ୍ର ଦେଇଛନ୍ତି। ସାଂସଦଙ୍କ ସହ ଆଲୋଚନା ପରେ କେନ୍ଦ୍ରମମନ୍ତ୍ରୀ ଗୋଏଲ ଏହି ପ୍ରସଙ୍ଗରେ  ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଓଡ଼ିଶାର ଦାବି ପୂରଣ କରିବେ ବୋଲି ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଭୋଟର ତାଲିକା ସଂଶୋଧନ: ଓଡ଼ିଶା ସମେତ ୧୬ଟି ରାଜ୍ୟରେ ହେବ ତୃତୀୟ ପର୍ଯ୍ୟାୟ ‘SIR’

15 Mar 2021 By The Sakala

ଧାନ ସଂଗ୍ରହ ଓ ବକେୟା ସବସିଡି ପ୍ରଦାନ ଦାବି ନେଇ କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ : ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଓ ଚାଷୀମାନଙ୍କୁ ବକେୟା ସବ୍‌ସିଡି ପ୍ରଦାନ କରିବା ଦାବିରେ ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ ପିୟୂଷ ଗୋଏଲ୍‌ଙ୍କୁ ଭେଟିଲେ ବିଜେଡି ସାଂସଦ। ଆଜି ବିଜୁ ଜନତା ଦଳ(ବିଜେଡି)ର ଲୋକସଭା ଓ ରାଜ୍ୟସଭାର ସାଂସଦମାନେ କେନ୍ଦ୍ର ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ ପିୟୂଷ ଗୋଏଲ୍‌ଙ୍କୁ ଭେଟିଛନ୍ତି। ବିଜେଡି ସାଂସଦଙ୍କ ପ୍ରତିନିଧି ଦଳ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଚାଷୀଙ୍କ ସମସ୍ୟା ଉପସ୍ଥାପନ କରିବା ସହ ସେମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ସ୍ମାରକ ପତ୍ର ଦେଇଛନ୍ତି। ସାଂସଦଙ୍କ ସହ ଆଲୋଚନା ପରେ କେନ୍ଦ୍ରମମନ୍ତ୍ରୀ ଗୋଏଲ ଏହି ପ୍ରସଙ୍ଗରେ  ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଓଡ଼ିଶାର ଦାବି ପୂରଣ କରିବେ ବୋଲି ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର