‘ନିର୍ବାଚନ ହାରିବା ଭୟରେ ରକ୍ତମୁଖା ପାଲଟିଛି ବିଜେପି’- ସସ୍ମିତ ପାତ୍ର

The Sakala Picture
Published On

ଭୁବନେଶ୍ୱର: ନିର୍ବାଚନୀ ହିଂସା ନେଇ ବିଜେପି ଅଭିଯୋଗର କଡା ଜବାବ ଦେଇଛନ୍ତି ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର । ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ପ୍ରେସମିଟ୍ କରି ବିଜେପିର ଅଭିଯୋଗକୁ କଡା ସମାଲୋଚନା କରିଛନ୍ତି । ଓଡ଼ିଶା, ଓଡ଼ିଶାବାସୀ, ବିଜେଡି ଓ ମୁଖ୍ୟମନ୍ତ୍ରୀ ଶାନ୍ତିପ୍ରିୟ । । ବିଜେଡି ସବୁବେଳେ ଅହିଂସାରେ ବିଶ୍ବାସ ରଖେ। ହିଂସା ପଛରେ ବିଜେପିର ହାତ ରହିଛି । ନିର୍ବାଚନରେ ହାରିବା ଭୟରେ ବିଜେପି ଏପରି ଗୁଣ୍ଡାଗିରି କରୁଛି ବୋଲି କହିଛନ୍ତି […]

ଭୁବନେଶ୍ୱର: ନିର୍ବାଚନୀ ହିଂସା ନେଇ ବିଜେପି ଅଭିଯୋଗର କଡା ଜବାବ ଦେଇଛନ୍ତି ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର । ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ପ୍ରେସମିଟ୍ କରି ବିଜେପିର ଅଭିଯୋଗକୁ କଡା ସମାଲୋଚନା କରିଛନ୍ତି । ଓଡ଼ିଶା, ଓଡ଼ିଶାବାସୀ, ବିଜେଡି ଓ ମୁଖ୍ୟମନ୍ତ୍ରୀ ଶାନ୍ତିପ୍ରିୟ । । ବିଜେଡି ସବୁବେଳେ ଅହିଂସାରେ ବିଶ୍ବାସ ରଖେ। ହିଂସା ପଛରେ ବିଜେପିର ହାତ ରହିଛି । ନିର୍ବାଚନରେ ହାରିବା ଭୟରେ ବିଜେପି ଏପରି ଗୁଣ୍ଡାଗିରି କରୁଛି ବୋଲି କହିଛନ୍ତି ସସ୍ମିତ ପାତ୍ର । ସେ କହିଛନ୍ତି, ପରାଜୟ ଭୟରେ ବିଜେପି ଏଭଳି ଅଭିଯୋଗ କରୁଛି । ନିର୍ବାଚନ ହାରିବା ଭୟରେ ରକ୍ତମୁଖା ପାଲଟିଛି ବିଜେପି। ଶାନ୍ତିପ୍ରିୟ ଓଡ଼଼ିଶାରେ ହିଂସାର ସ୍ଥାନ ନାହିଁ ବୋଲି ସସ୍ମିତ କହିଛନ୍ତି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ସସ୍ମିତ କହିଛନ୍ତି ଯେ, ପିପିଲିରେ ବିଜେଡି ପ୍ରାର୍ଥୀଙ୍କ ଉପରେ ଆକ୍ରମଣ କରିଛନ୍ତି ବିଜେପି କର୍ମୀ । ସରକାରୀ କର୍ମଚାରୀଙ୍କୁ ବିଶ୍ବେଶ୍ବର ଟୁଡୁଙ୍କ ଆକ୍ରମଣ ଘଟଣାରେ ବିଜେପି ନୀରବ କାହିଁକି ବୋଲି ସେ ପ୍ରଶ୍ନ କରିଛନ୍ତି । ବିଜେପି ଔଷଧ ବିକଳରେ ତାଟିଆ କାମୁଡୁଛି ବୋଲି କହିଛନ୍ତି ସାଂସଦ ସସ୍ମିତ ପାତ୍ର । ନିର୍ବାଚନ ଆସିଲେ ବିଜେପି ଲୋକଙ୍କ ପାଖକୁ ଆସେ । ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପୋଲିଂରେ ଦଳକୁ ପରାଜୟ ଆଶଙ୍କା ଘାରିଛି । ସେଥିପାଇଁ ପୁରୁଣା ରେକର୍ଡ ବଜାଉଛି ବୋଲି କହିଛନ୍ତି ସସ୍ମିତ । ଦଳର କେନ୍ଦ୍ରମନ୍ତ୍ରୀ ଓ ସାଂସଦ ମଧ୍ୟ ଗୁଣ୍ଡାଗିରି କରିବାକୁ ପଛାଉ ନାହାଁନ୍ତି । ଅଭିଯୋଗ କଲେ ଚୋର ମୁହଁ ଟାଣ ପରି କଥାକୁ ଏଡାଇ ଯାଉଛନ୍ତି । ଏହା କି ପ୍ରକାର ଲୋକସେବା ବୋଲି ପ୍ରଶ୍ନ କରିଛନ୍ତି ସସ୍ମିତ । ନିଜ ଦଳର ମହିଳା କର୍ମୀଙ୍କୁ ସାଂସଦ ଜୁଏଲ ଓରାମଙ୍କ ଦୁର୍ବ୍ୟବହାର ହେଉ କି ସରକାରୀ ଅଧିକାରୀଙ୍କୁ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କ ଆକ୍ରମଣ ବିଜେପିକୁ ବ୍ୟାକଫୁଟକୁ ଠେଲି ଦେଇଛି । ମହିଳାଙ୍କୁ ସମ୍ମାନ ନାରାବାଜି କରୁଥିବା ଦଳ ନିଜ ଦଳର ମହିଳା କର୍ମୀଙ୍କୁ ସୁରକ୍ଷା ଦେଇପାରୁନି । ୟୁପି ବିହାର ମଡେଲ ଆମଦାନୀ କରି ଓଡ଼ିଶାରେ ଆପ୍ଲାଏ କରିବାକୁ ବିଜେପି ମସୁଧା କରିଛି ବୋଲି କହିଛନ୍ତି ସସ୍ମିତ ପାତ୍ର ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

17 Feb 2022 By The Sakala

‘ନିର୍ବାଚନ ହାରିବା ଭୟରେ ରକ୍ତମୁଖା ପାଲଟିଛି ବିଜେପି’- ସସ୍ମିତ ପାତ୍ର

ଭୁବନେଶ୍ୱର: ନିର୍ବାଚନୀ ହିଂସା ନେଇ ବିଜେପି ଅଭିଯୋଗର କଡା ଜବାବ ଦେଇଛନ୍ତି ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର । ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ପ୍ରେସମିଟ୍ କରି ବିଜେପିର ଅଭିଯୋଗକୁ କଡା ସମାଲୋଚନା କରିଛନ୍ତି । ଓଡ଼ିଶା, ଓଡ଼ିଶାବାସୀ, ବିଜେଡି ଓ ମୁଖ୍ୟମନ୍ତ୍ରୀ ଶାନ୍ତିପ୍ରିୟ । । ବିଜେଡି ସବୁବେଳେ ଅହିଂସାରେ ବିଶ୍ବାସ ରଖେ। ହିଂସା ପଛରେ ବିଜେପିର ହାତ ରହିଛି । ନିର୍ବାଚନରେ ହାରିବା ଭୟରେ ବିଜେପି ଏପରି ଗୁଣ୍ଡାଗିରି କରୁଛି ବୋଲି କହିଛନ୍ତି ସସ୍ମିତ ପାତ୍ର । ସେ କହିଛନ୍ତି, ପରାଜୟ ଭୟରେ ବିଜେପି ଏଭଳି ଅଭିଯୋଗ କରୁଛି । ନିର୍ବାଚନ ହାରିବା ଭୟରେ ରକ୍ତମୁଖା ପାଲଟିଛି ବିଜେପି। ଶାନ୍ତିପ୍ରିୟ ଓଡ଼଼ିଶାରେ ହିଂସାର ସ୍ଥାନ ନାହିଁ ବୋଲି ସସ୍ମିତ କହିଛନ୍ତି ।

ସସ୍ମିତ କହିଛନ୍ତି ଯେ, ପିପିଲିରେ ବିଜେଡି ପ୍ରାର୍ଥୀଙ୍କ ଉପରେ ଆକ୍ରମଣ କରିଛନ୍ତି ବିଜେପି କର୍ମୀ । ସରକାରୀ କର୍ମଚାରୀଙ୍କୁ ବିଶ୍ବେଶ୍ବର ଟୁଡୁଙ୍କ ଆକ୍ରମଣ ଘଟଣାରେ ବିଜେପି ନୀରବ କାହିଁକି ବୋଲି ସେ ପ୍ରଶ୍ନ କରିଛନ୍ତି । ବିଜେପି ଔଷଧ ବିକଳରେ ତାଟିଆ କାମୁଡୁଛି ବୋଲି କହିଛନ୍ତି ସାଂସଦ ସସ୍ମିତ ପାତ୍ର । ନିର୍ବାଚନ ଆସିଲେ ବିଜେପି ଲୋକଙ୍କ ପାଖକୁ ଆସେ । ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପୋଲିଂରେ ଦଳକୁ ପରାଜୟ ଆଶଙ୍କା ଘାରିଛି । ସେଥିପାଇଁ ପୁରୁଣା ରେକର୍ଡ ବଜାଉଛି ବୋଲି କହିଛନ୍ତି ସସ୍ମିତ । ଦଳର କେନ୍ଦ୍ରମନ୍ତ୍ରୀ ଓ ସାଂସଦ ମଧ୍ୟ ଗୁଣ୍ଡାଗିରି କରିବାକୁ ପଛାଉ ନାହାଁନ୍ତି । ଅଭିଯୋଗ କଲେ ଚୋର ମୁହଁ ଟାଣ ପରି କଥାକୁ ଏଡାଇ ଯାଉଛନ୍ତି । ଏହା କି ପ୍ରକାର ଲୋକସେବା ବୋଲି ପ୍ରଶ୍ନ କରିଛନ୍ତି ସସ୍ମିତ । ନିଜ ଦଳର ମହିଳା କର୍ମୀଙ୍କୁ ସାଂସଦ ଜୁଏଲ ଓରାମଙ୍କ ଦୁର୍ବ୍ୟବହାର ହେଉ କି ସରକାରୀ ଅଧିକାରୀଙ୍କୁ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କ ଆକ୍ରମଣ ବିଜେପିକୁ ବ୍ୟାକଫୁଟକୁ ଠେଲି ଦେଇଛି । ମହିଳାଙ୍କୁ ସମ୍ମାନ ନାରାବାଜି କରୁଥିବା ଦଳ ନିଜ ଦଳର ମହିଳା କର୍ମୀଙ୍କୁ ସୁରକ୍ଷା ଦେଇପାରୁନି । ୟୁପି ବିହାର ମଡେଲ ଆମଦାନୀ କରି ଓଡ଼ିଶାରେ ଆପ୍ଲାଏ କରିବାକୁ ବିଜେପି ମସୁଧା କରିଛି ବୋଲି କହିଛନ୍ତି ସସ୍ମିତ ପାତ୍ର ।

https://www.thesakala.in/latest-odisha-news/bjd-mp-sasmit-patras-press-meet-on-eletion-voilence-issue/article-9324
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର