ମହିଳାଙ୍କ ଚରିତ୍ର ସଂହାର କରୁଛି ରାଜ୍ୟ ବିଜେପି, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେଡି

The Sakala Picture
Published On

ଭୁବନେଶ୍ୱର: ତୃଣମୂଳ ସ୍ତରରେ ମହିଳାଙ୍କ ଚରିତ୍ର ସଂହାର କରୁଛି ବିଜେପି। ମୁଖ୍ଯ ନିର୍ବାଚନ କମିଶନଙ୍କ ନାଁ ନେଇ ଧମକ ଦେଉଛନ୍ତି। କଥା ନମାନିଲେ ପରିଣାମ ଭୋଗିବ ବୋଲି ନାଲି ଆଖି ଦେଖାଉଛନ୍ତି । ପ୍ରତ୍ୟେକ ନିର୍ବାଚନ ଓ ଉପନିର୍ବାଚନ ପୂର୍ବରୁ ମହିଳାଙ୍କୁ ଏଭଳି ଧମକାଉଛନ୍ତି ବିଜେପି ନେତା ଓ କର୍ମୀ। ଏନେଇ ଅଭିଯୋଗ କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି। ରାଜ୍ଯର ମହିଳାମାନଙ୍କ ସ୍ୱାସ୍ଥ୍ୟରକ୍ଷା ଦିଗରେ ଆଶାକର୍ମୀମାନେ ତୃଣମୂଳସ୍ତରରେ କାମ କରୁଛନ୍ତି। ଛୁଆଙ୍କ […]

ଭୁବନେଶ୍ୱର: ତୃଣମୂଳ ସ୍ତରରେ ମହିଳାଙ୍କ ଚରିତ୍ର ସଂହାର କରୁଛି ବିଜେପି। ମୁଖ୍ଯ ନିର୍ବାଚନ କମିଶନଙ୍କ ନାଁ ନେଇ ଧମକ ଦେଉଛନ୍ତି। କଥା ନମାନିଲେ ପରିଣାମ ଭୋଗିବ ବୋଲି ନାଲି ଆଖି ଦେଖାଉଛନ୍ତି । ପ୍ରତ୍ୟେକ ନିର୍ବାଚନ ଓ ଉପନିର୍ବାଚନ ପୂର୍ବରୁ ମହିଳାଙ୍କୁ ଏଭଳି ଧମକାଉଛନ୍ତି ବିଜେପି ନେତା ଓ କର୍ମୀ। ଏନେଇ ଅଭିଯୋଗ କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି। ରାଜ୍ଯର ମହିଳାମାନଙ୍କ ସ୍ୱାସ୍ଥ୍ୟରକ୍ଷା ଦିଗରେ ଆଶାକର୍ମୀମାନେ ତୃଣମୂଳସ୍ତରରେ କାମ କରୁଛନ୍ତି। ଛୁଆଙ୍କ ପୋଷଣ ପାଇଁ ଅଙ୍ଗନବାଡି କର୍ମୀମାନେ କାମ କରୁଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି ବେଦାନ୍ତ

ସେହିଭଳି ମହିଳା ସଶକ୍ତିକରଣ ଦିଗରେ କାମ କରୁଛନ୍ତି ମିଶନ ଶକ୍ତି ମହିଳା। ତେବେ ତୃଣମୂଳସ୍ତରରେ କାର୍ଯ୍ଯରତ ମହିଳାଙ୍କୁ କାହିଁକି ଇର୍ଷା କରୁଛି ବିଜେପି ବୋଲି ପ୍ରଶ୍ନ କରିଛି ବିଜେଡି। ବିଜେପିର ଏହି ଗୁଣ୍ଡାରାଜ ଉପରେ ଦୃଷ୍ଟି ଦେବାକୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବି ଜଣାଇଛି ବିଜେଡି। ବିଜେଡିର ଏକ ଟିମ୍ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ।

ଆହୁରି ପଢ଼ନ୍ତୁ: ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଛାତ୍ର ଓ ଯୁବ ବିଜେଡିର ବିକ୍ଷୋଭ

17 Apr 2024 By The Sakala

ମହିଳାଙ୍କ ଚରିତ୍ର ସଂହାର କରୁଛି ରାଜ୍ୟ ବିଜେପି, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର: ତୃଣମୂଳ ସ୍ତରରେ ମହିଳାଙ୍କ ଚରିତ୍ର ସଂହାର କରୁଛି ବିଜେପି। ମୁଖ୍ଯ ନିର୍ବାଚନ କମିଶନଙ୍କ ନାଁ ନେଇ ଧମକ ଦେଉଛନ୍ତି। କଥା ନମାନିଲେ ପରିଣାମ ଭୋଗିବ ବୋଲି ନାଲି ଆଖି ଦେଖାଉଛନ୍ତି । ପ୍ରତ୍ୟେକ ନିର୍ବାଚନ ଓ ଉପନିର୍ବାଚନ ପୂର୍ବରୁ ମହିଳାଙ୍କୁ ଏଭଳି ଧମକାଉଛନ୍ତି ବିଜେପି ନେତା ଓ କର୍ମୀ। ଏନେଇ ଅଭିଯୋଗ କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି। ରାଜ୍ଯର ମହିଳାମାନଙ୍କ ସ୍ୱାସ୍ଥ୍ୟରକ୍ଷା ଦିଗରେ ଆଶାକର୍ମୀମାନେ ତୃଣମୂଳସ୍ତରରେ କାମ କରୁଛନ୍ତି। ଛୁଆଙ୍କ ପୋଷଣ ପାଇଁ ଅଙ୍ଗନବାଡି କର୍ମୀମାନେ କାମ କରୁଛନ୍ତି।

ସେହିଭଳି ମହିଳା ସଶକ୍ତିକରଣ ଦିଗରେ କାମ କରୁଛନ୍ତି ମିଶନ ଶକ୍ତି ମହିଳା। ତେବେ ତୃଣମୂଳସ୍ତରରେ କାର୍ଯ୍ଯରତ ମହିଳାଙ୍କୁ କାହିଁକି ଇର୍ଷା କରୁଛି ବିଜେପି ବୋଲି ପ୍ରଶ୍ନ କରିଛି ବିଜେଡି। ବିଜେପିର ଏହି ଗୁଣ୍ଡାରାଜ ଉପରେ ଦୃଷ୍ଟି ଦେବାକୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବି ଜଣାଇଛି ବିଜେଡି। ବିଜେଡିର ଏକ ଟିମ୍ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର