ବକେୟା ସବସିଡ୍ ଟଙ୍କା ପ୍ରଦାନ ଓ ବଳକା ଚାଉଳ ଉଠାଣ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଭେଟିଲା ବିଜେଡି ସଂସଦୀୟ ଦଳ

The Sakala Picture
Published On

ନୂଆଦିଲ୍ଲୀ: ବିଭିନ୍ନ ଦାବି ନେଇ କେନ୍ଦ୍ର ଖାଉଟି କଲ୍ୟାଣ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଭେଟିଛନ୍ତି ବିଜେଡି ସଂସଦୀୟ ଦଳ । ବକେୟା ସବସିଡି ଟଙ୍କା ପ୍ରଦାନ ଓ ବଳକା ଚାଉଳ କିଣିବା ପ୍ରସଙ୍ଗରେ ବିଜେଡି ସଂସଦୀୟ ଦଳ କେନ୍ଦ୍ର ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଆଜି ଅପରାହ୍ନରେ ବିଜେଡି ସଂସଦୀୟ ଦଳ ମନ୍ତ୍ରୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ପ୍ରସନ୍ନ ଆଚାର୍ଯ୍ୟ, ମୁନ୍ନା ଖାଁ, ଚନ୍ଦ୍ରାଣୀ ମୁର୍ମୁ, […]

ନୂଆଦିଲ୍ଲୀ: ବିଭିନ୍ନ ଦାବି ନେଇ କେନ୍ଦ୍ର ଖାଉଟି କଲ୍ୟାଣ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଭେଟିଛନ୍ତି ବିଜେଡି ସଂସଦୀୟ ଦଳ । ବକେୟା ସବସିଡି ଟଙ୍କା ପ୍ରଦାନ ଓ ବଳକା ଚାଉଳ କିଣିବା ପ୍ରସଙ୍ଗରେ ବିଜେଡି ସଂସଦୀୟ ଦଳ କେନ୍ଦ୍ର ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଆଜି ଅପରାହ୍ନରେ ବିଜେଡି ସଂସଦୀୟ ଦଳ ମନ୍ତ୍ରୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ପ୍ରସନ୍ନ ଆଚାର୍ଯ୍ୟ, ମୁନ୍ନା ଖାଁ, ଚନ୍ଦ୍ରାଣୀ ମୁର୍ମୁ, ଅନୁଭବ ମହାନ୍ତି, ସସ୍ମିତ ପାତ୍ର, ଅମର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହା ସହ ଅଖା ଅଭାବ ପ୍ରସଙ୍ଗ ମଧ୍ୟ ଉଠାଇଛନ୍ତି ବିଜେଡି ସାଂସଦ। ଦାବି ପୂରଣ ଦିଗରେ ଆବଶ୍ୟକ ସହଯୋଗ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ ଗୋୟଲ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

20 Jul 2021 By The Sakala

ବକେୟା ସବସିଡ୍ ଟଙ୍କା ପ୍ରଦାନ ଓ ବଳକା ଚାଉଳ ଉଠାଣ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଭେଟିଲା ବିଜେଡି ସଂସଦୀୟ ଦଳ

ନୂଆଦିଲ୍ଲୀ: ବିଭିନ୍ନ ଦାବି ନେଇ କେନ୍ଦ୍ର ଖାଉଟି କଲ୍ୟାଣ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଭେଟିଛନ୍ତି ବିଜେଡି ସଂସଦୀୟ ଦଳ । ବକେୟା ସବସିଡି ଟଙ୍କା ପ୍ରଦାନ ଓ ବଳକା ଚାଉଳ କିଣିବା ପ୍ରସଙ୍ଗରେ ବିଜେଡି ସଂସଦୀୟ ଦଳ କେନ୍ଦ୍ର ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଆଜି ଅପରାହ୍ନରେ ବିଜେଡି ସଂସଦୀୟ ଦଳ ମନ୍ତ୍ରୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ପ୍ରସନ୍ନ ଆଚାର୍ଯ୍ୟ, ମୁନ୍ନା ଖାଁ, ଚନ୍ଦ୍ରାଣୀ ମୁର୍ମୁ, ଅନୁଭବ ମହାନ୍ତି, ସସ୍ମିତ ପାତ୍ର, ଅମର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହା ସହ ଅଖା ଅଭାବ ପ୍ରସଙ୍ଗ ମଧ୍ୟ ଉଠାଇଛନ୍ତି ବିଜେଡି ସାଂସଦ। ଦାବି ପୂରଣ ଦିଗରେ ଆବଶ୍ୟକ ସହଯୋଗ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ ଗୋୟଲ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର