ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ

The Sakala Picture
Published On

ଭୁବନେଶ୍ୱର : ଆଜି ବିଜେଡିର ସଂସଦୀୟ ଦଳ ବୈଠକ । ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ସନ୍ଧ୍ୟାରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ଗୃହରେ ଆଭିମୂଖ୍ୟ ନେଇ ରଣକୌଶଳ ପ୍ରସ୍ତୁତ କରିବ ବିଜେଡି । ଆଜି ସନ୍ଧ୍ୟା ୭ଟାରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ସଂସଦର ମୌସୁମୀ ଅଧିବେଶନରେ ଉଭୟ ଗୃହରେ ଦଳ କେଉଁ କେଉଁ ପ୍ରସଙ୍ଗ ସବୁ ଉଠାଇବ ତା ଉପରେ ଆଲୋଚନା […]

ଭୁବନେଶ୍ୱର : ଆଜି ବିଜେଡିର ସଂସଦୀୟ ଦଳ ବୈଠକ । ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ସନ୍ଧ୍ୟାରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ଗୃହରେ ଆଭିମୂଖ୍ୟ ନେଇ ରଣକୌଶଳ ପ୍ରସ୍ତୁତ କରିବ ବିଜେଡି । ଆଜି ସନ୍ଧ୍ୟା ୭ଟାରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ।

ଆହୁରି ପଢ଼ନ୍ତୁ: ଦୁର୍ନୀତି ମାମଲାରେ ଭିଜିଲାନ୍ସର କଡା କାର୍ଯ୍ୟାନୁଷ୍ଠାନ: ବାରିପଦା ଜଳସେଚନ ଏସ୍‌ଇ ଅଫିସର ପୂର୍ବତନ କର୍ମଚାରୀଙ୍କୁ ୩ବର୍ଷ ଜେଲ

ସଂସଦର ମୌସୁମୀ ଅଧିବେଶନରେ ଉଭୟ ଗୃହରେ ଦଳ କେଉଁ କେଉଁ ପ୍ରସଙ୍ଗ ସବୁ ଉଠାଇବ ତା ଉପରେ ଆଲୋଚନା ହେବ । ବିଶେଷକରି ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗକୁ ମୁଖ୍ୟ ମୁଦ୍ଦା କରି ବିଜେଡି ସାଂସଦରେ ହକ୍ ମାଗିବ । ସଂସଦୀୟ ବୈଠକରେ ମୁଖ୍ୟମନ୍ତ୍ରୀ ସମସ୍ତ ସାଂସଦଙ୍କୁ ଗୁରୁମନ୍ତ୍ର ଦେବେ । ଆସନ୍ତା ୨୦ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି ।

ଆହୁରି ପଢ଼ନ୍ତୁ: ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ଜଣ ଆହତ

18 Jul 2023 By The Sakala

ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ

ଭୁବନେଶ୍ୱର : ଆଜି ବିଜେଡିର ସଂସଦୀୟ ଦଳ ବୈଠକ । ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ସନ୍ଧ୍ୟାରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ଗୃହରେ ଆଭିମୂଖ୍ୟ ନେଇ ରଣକୌଶଳ ପ୍ରସ୍ତୁତ କରିବ ବିଜେଡି । ଆଜି ସନ୍ଧ୍ୟା ୭ଟାରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ।

ସଂସଦର ମୌସୁମୀ ଅଧିବେଶନରେ ଉଭୟ ଗୃହରେ ଦଳ କେଉଁ କେଉଁ ପ୍ରସଙ୍ଗ ସବୁ ଉଠାଇବ ତା ଉପରେ ଆଲୋଚନା ହେବ । ବିଶେଷକରି ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗକୁ ମୁଖ୍ୟ ମୁଦ୍ଦା କରି ବିଜେଡି ସାଂସଦରେ ହକ୍ ମାଗିବ । ସଂସଦୀୟ ବୈଠକରେ ମୁଖ୍ୟମନ୍ତ୍ରୀ ସମସ୍ତ ସାଂସଦଙ୍କୁ ଗୁରୁମନ୍ତ୍ର ଦେବେ । ଆସନ୍ତା ୨୦ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର