ପିପିଲି ପାଇଁ ଦଳୀୟ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି

The Sakala Picture
Published On

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପୁଣି ଦଳୀୟ ନେତାଙ୍କୁ ବିଭିନ୍ନ ଅଞ୍ଚଳର ଦାୟିତ୍ୱ ଦେଲେ ସୁପ୍ରିମୋ । ବିଜେଡି ସଭାପତି ନବୀନ ପଟ୍ଟନାୟକ ପିପିଲି ବ୍ଲକ, ଡେଲାଙ୍ଗ ବ୍ଲକ ଏବଂ ପିପିଲି ବିଜ୍ଞାପିତ ପରିଷଦ ପାଇଁ ଦାୟିତ୍ୱ ପ୍ରଦାନ କରିଛନ୍ତି । ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ, ଅତନୁ ସବ୍ୟସାଚୀ ନାୟକଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ, ଡେଲାଙ୍ଗ ବ୍ଲକ ପାଇଁ ନବକିଶୋର ଦାଶ, ସୁଶାନ୍ତ ସିଂହ ଓ ବିଭୂତି ବଳବନ୍ତରାୟଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି […]

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପୁଣି ଦଳୀୟ ନେତାଙ୍କୁ ବିଭିନ୍ନ ଅଞ୍ଚଳର ଦାୟିତ୍ୱ ଦେଲେ ସୁପ୍ରିମୋ । ବିଜେଡି ସଭାପତି ନବୀନ ପଟ୍ଟନାୟକ ପିପିଲି ବ୍ଲକ, ଡେଲାଙ୍ଗ ବ୍ଲକ ଏବଂ ପିପିଲି ବିଜ୍ଞାପିତ ପରିଷଦ ପାଇଁ ଦାୟିତ୍ୱ ପ୍ରଦାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ, ଅତନୁ ସବ୍ୟସାଚୀ ନାୟକଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ, ଡେଲାଙ୍ଗ ବ୍ଲକ ପାଇଁ ନବକିଶୋର ଦାଶ, ସୁଶାନ୍ତ ସିଂହ ଓ ବିଭୂତି ବଳବନ୍ତରାୟଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ପିପିଲି ବିଜ୍ଞାପିତ ପରିଷଦ ଅଞ୍ଚଳ ପାଇଁ ସୁଧୀର ସାମଲଙ୍କୁ ଦାୟିତ୍ୱ ଦିଆଯାଇଛି ବୋଲି ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ପ୍ରଦାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା

ଗତକଲି ମୁଖ୍ୟମନ୍ତ୍ରୀ ନିର୍ବାଚନ ପରିଚାଳନା ନେଇ ଦଳର ୪ ପୁରୁଖା ନେତାଙ୍କୁ ଦାୟିତ୍ୱ ଦେଇଥିଲେ। ଦେବୀ ମିଶ୍ର, ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା ଓ ପ୍ରତାପ ଦେବଙ୍କୁ ଦାୟିତ୍ୱ ମିଳିଛି। ୪ ନେତାଙ୍କୁ ଏହି ପରିଚାଳନା ଦାୟିତ୍ୱ ଦେଇଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବିଜେଡି ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜଙ୍କ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀଜୀଉଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଅଭିମୁଖେ ହଜାର ହଜାର ଭକ୍ତ: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ପ୍ରବଳ ଟ୍ରାଫିକ୍ ଜାମ୍

01 Apr 2021 By The Sakala

ପିପିଲି ପାଇଁ ଦଳୀୟ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପୁଣି ଦଳୀୟ ନେତାଙ୍କୁ ବିଭିନ୍ନ ଅଞ୍ଚଳର ଦାୟିତ୍ୱ ଦେଲେ ସୁପ୍ରିମୋ । ବିଜେଡି ସଭାପତି ନବୀନ ପଟ୍ଟନାୟକ ପିପିଲି ବ୍ଲକ, ଡେଲାଙ୍ଗ ବ୍ଲକ ଏବଂ ପିପିଲି ବିଜ୍ଞାପିତ ପରିଷଦ ପାଇଁ ଦାୟିତ୍ୱ ପ୍ରଦାନ କରିଛନ୍ତି ।

ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ, ଅତନୁ ସବ୍ୟସାଚୀ ନାୟକଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ, ଡେଲାଙ୍ଗ ବ୍ଲକ ପାଇଁ ନବକିଶୋର ଦାଶ, ସୁଶାନ୍ତ ସିଂହ ଓ ବିଭୂତି ବଳବନ୍ତରାୟଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ପିପିଲି ବିଜ୍ଞାପିତ ପରିଷଦ ଅଞ୍ଚଳ ପାଇଁ ସୁଧୀର ସାମଲଙ୍କୁ ଦାୟିତ୍ୱ ଦିଆଯାଇଛି ବୋଲି ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ପ୍ରଦାନ କରିଛନ୍ତି ।

ଗତକଲି ମୁଖ୍ୟମନ୍ତ୍ରୀ ନିର୍ବାଚନ ପରିଚାଳନା ନେଇ ଦଳର ୪ ପୁରୁଖା ନେତାଙ୍କୁ ଦାୟିତ୍ୱ ଦେଇଥିଲେ। ଦେବୀ ମିଶ୍ର, ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା ଓ ପ୍ରତାପ ଦେବଙ୍କୁ ଦାୟିତ୍ୱ ମିଳିଛି। ୪ ନେତାଙ୍କୁ ଏହି ପରିଚାଳନା ଦାୟିତ୍ୱ ଦେଇଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବିଜେଡି ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜଙ୍କ ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର