‘ମାହାଙ୍ଗାକୁ ବଦନାମ୍ କରିବାକୁ ଅପଚେଷ୍ଟା କରୁଛନ୍ତି ସାରଦା’

The Sakala Picture
Published On

ଭୁବନେଶ୍ୱର: ବିଜେଡିକୁ ବଦନାମ୍ କରିବାକୁ ଅପଚେଷ୍ଟ କରୁଛି ବିଜେପି। ମାହାଙ୍ଗା ଭଳି ସଂସ୍କୃତି ସମ୍ପନ୍ନ ମାଟିକୁ ବଦନାମ୍ କରିବାକୁ ଅପଚେଷ୍ଟ କରୁଛନ୍ତି ବିଜେପି ନେତା ସାରଦା ପ୍ରଧାନ। । ନୟାପଲ୍ଲୀ ଥାନା ଅଞ୍ଚଳରେ ହୋଇଥିବା ଅପରାଧିକ କାର୍ଯ୍ଯ ଏହା ସୂଚିତ କରୁଛି ବୋଲି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ବୁଲୁ ପ୍ରଧାନ ମାହାଙ୍ଗା ନିର୍ବାଚନମଣ୍ଡଳୀ ପାଇଁ କଳଙ୍କ । ତାଙ୍କ ଇତିହାସ କହେ, ସେ ଜଣେ ଘୃଣ୍ୟ ବ୍ୟକ୍ତି […]

ଭୁବନେଶ୍ୱର: ବିଜେଡିକୁ ବଦନାମ୍ କରିବାକୁ ଅପଚେଷ୍ଟ କରୁଛି ବିଜେପି। ମାହାଙ୍ଗା ଭଳି ସଂସ୍କୃତି ସମ୍ପନ୍ନ ମାଟିକୁ ବଦନାମ୍ କରିବାକୁ ଅପଚେଷ୍ଟ କରୁଛନ୍ତି ବିଜେପି ନେତା ସାରଦା ପ୍ରଧାନ। । ନୟାପଲ୍ଲୀ ଥାନା ଅଞ୍ଚଳରେ ହୋଇଥିବା ଅପରାଧିକ କାର୍ଯ୍ଯ ଏହା ସୂଚିତ କରୁଛି ବୋଲି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

ବୁଲୁ ପ୍ରଧାନ ମାହାଙ୍ଗା ନିର୍ବାଚନମଣ୍ଡଳୀ ପାଇଁ କଳଙ୍କ । ତାଙ୍କ ଇତିହାସ କହେ, ସେ ଜଣେ ଘୃଣ୍ୟ ବ୍ୟକ୍ତି । ୧୯୯୭ ମସିହାରେ ସାରଦା ବିପିଏଲ ଶ୍ରେଣୀଭୁକ୍ତ ଥିଲେ । ଆଜି ସାରଦା ପ୍ରଧାନ କୋଟି କୋଟି ଟଙ୍କାର ମାଲିକ । ମାହାଙ୍ଗା ବିକାଶ ପରିଷଦ ନାଁରେ ସେ କୋଟି କୋଟି ଚଳୁ କରିଛନ୍ତି । ୧୯୯୯ ମସିହାରେ ସେ ନିଜ ଭାଇକୁ ହଇରାଣ କରି ୧୪ ଦିନ ଚୌଦ୍ୱାର ଜେଲରେ ଥିଲେ । ସେଭଳି ଲୋକ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଅଯଥା ବଦନାମ କରିଛନ୍ତି । ଡବଲ ମର୍ଡର ଘଟଣାରେ ମନ୍ତ୍ରୀଙ୍କ କୌଣସି ସମ୍ପୃକ୍ତି ନାହିଁ । ରାଜନୈତିକ ଅଭିସନ୍ଧି ରଖି ବିଜେପି ଶସ୍ତା ରାଜନୀତି କରୁଥିବା ଅଭିଯୋଗ କରିଛି ବିଜୁ ଜନତା ଦଳ । ଶୁକ୍ରବାର ଅନୁଷ୍ଠିତ ବିଜେଡି ପ୍ରେସମିଟରେ ଦଳ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ମର୍ଡର କେସରେ ଅପରାଧୀଙ୍କୁ ସହଯୋଗ କରୁଛି ରାଜ୍ୟ ବିଜେପି । ୫ ଥର ମାଟ୍ରିକରେ ଫେଲ ହୋଇଥିବା ହାର୍ଡକୋର କ୍ରିମିନାଲ ନୀତି ନୈତିକତା ନ ଶିଖାନ୍ତୁ । ରାଜନୀତିକୁ ଏତେ ତଳସ୍ତରକୁ ନେବାର କୌଣସି ଯଥାର୍ଥତା ନାହିଁ ।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି, ନିଶ୍ଚିନ୍ତକୋଇଲି ବ୍ଲକ ଚେୟାରମ୍ୟାନ ସବିତା ଓଝା, । ମାହାଙ୍ଗା ଚେୟାରମ୍ୟାନ ଶରତ କୁମାର ନାୟକ, ମାହାଙ୍ଗା ଭାଇସ ଚେୟାର ମ୍ୟାନ ରସିତା ବେଗମ ପ୍ରମୁଖ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ନାବାଳିକାକୁ ପ୍ରେମ ବିବାହ କରିଥିଲେ, ପୋଲିସ ଗିରଫ ଭୟରେ ରଶିରେ ଝୁଲିପଡିଲେ ଯୁବକ !

19 Mar 2021 By The Sakala

‘ମାହାଙ୍ଗାକୁ ବଦନାମ୍ କରିବାକୁ ଅପଚେଷ୍ଟା କରୁଛନ୍ତି ସାରଦା’

ଭୁବନେଶ୍ୱର: ବିଜେଡିକୁ ବଦନାମ୍ କରିବାକୁ ଅପଚେଷ୍ଟ କରୁଛି ବିଜେପି। ମାହାଙ୍ଗା ଭଳି ସଂସ୍କୃତି ସମ୍ପନ୍ନ ମାଟିକୁ ବଦନାମ୍ କରିବାକୁ ଅପଚେଷ୍ଟ କରୁଛନ୍ତି ବିଜେପି ନେତା ସାରଦା ପ୍ରଧାନ। । ନୟାପଲ୍ଲୀ ଥାନା ଅଞ୍ଚଳରେ ହୋଇଥିବା ଅପରାଧିକ କାର୍ଯ୍ଯ ଏହା ସୂଚିତ କରୁଛି ବୋଲି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।

ବୁଲୁ ପ୍ରଧାନ ମାହାଙ୍ଗା ନିର୍ବାଚନମଣ୍ଡଳୀ ପାଇଁ କଳଙ୍କ । ତାଙ୍କ ଇତିହାସ କହେ, ସେ ଜଣେ ଘୃଣ୍ୟ ବ୍ୟକ୍ତି । ୧୯୯୭ ମସିହାରେ ସାରଦା ବିପିଏଲ ଶ୍ରେଣୀଭୁକ୍ତ ଥିଲେ । ଆଜି ସାରଦା ପ୍ରଧାନ କୋଟି କୋଟି ଟଙ୍କାର ମାଲିକ । ମାହାଙ୍ଗା ବିକାଶ ପରିଷଦ ନାଁରେ ସେ କୋଟି କୋଟି ଚଳୁ କରିଛନ୍ତି । ୧୯୯୯ ମସିହାରେ ସେ ନିଜ ଭାଇକୁ ହଇରାଣ କରି ୧୪ ଦିନ ଚୌଦ୍ୱାର ଜେଲରେ ଥିଲେ । ସେଭଳି ଲୋକ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଅଯଥା ବଦନାମ କରିଛନ୍ତି । ଡବଲ ମର୍ଡର ଘଟଣାରେ ମନ୍ତ୍ରୀଙ୍କ କୌଣସି ସମ୍ପୃକ୍ତି ନାହିଁ । ରାଜନୈତିକ ଅଭିସନ୍ଧି ରଖି ବିଜେପି ଶସ୍ତା ରାଜନୀତି କରୁଥିବା ଅଭିଯୋଗ କରିଛି ବିଜୁ ଜନତା ଦଳ । ଶୁକ୍ରବାର ଅନୁଷ୍ଠିତ ବିଜେଡି ପ୍ରେସମିଟରେ ଦଳ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ମର୍ଡର କେସରେ ଅପରାଧୀଙ୍କୁ ସହଯୋଗ କରୁଛି ରାଜ୍ୟ ବିଜେପି । ୫ ଥର ମାଟ୍ରିକରେ ଫେଲ ହୋଇଥିବା ହାର୍ଡକୋର କ୍ରିମିନାଲ ନୀତି ନୈତିକତା ନ ଶିଖାନ୍ତୁ । ରାଜନୀତିକୁ ଏତେ ତଳସ୍ତରକୁ ନେବାର କୌଣସି ଯଥାର୍ଥତା ନାହିଁ ।

ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି, ନିଶ୍ଚିନ୍ତକୋଇଲି ବ୍ଲକ ଚେୟାରମ୍ୟାନ ସବିତା ଓଝା, । ମାହାଙ୍ଗା ଚେୟାରମ୍ୟାନ ଶରତ କୁମାର ନାୟକ, ମାହାଙ୍ଗା ଭାଇସ ଚେୟାର ମ୍ୟାନ ରସିତା ବେଗମ ପ୍ରମୁଖ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର