ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ଦେବାଶିଷ ସାମନ୍ତରାୟ ଦଳ ଛାଡିବା ବିଜେଡି ଉପରେ କୌଣସି ପ୍ରଭାବ ପଡିବ ନାହିଁ: ଲେନିନ୍ ମହାନ୍ତି

Madhusudan Das Picture
Published On

ଭୁବନେଶ୍ୱର: ଦେବାଶିଷ ସାମନ୍ତରାୟ ଦଳ ଛାଡିବା ବିଜେଡି ଉପରେ କୌଣସି ପ୍ରଭାବ ପଡିବ ନାହିଁ। ଏନେଇ ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି ପ୍ରେସ୍‌ମିଟ୍ କରି ପ୍ରତିକ୍ରିୟା ରଖିଛନ୍ତି । ଲେନିନ୍ କହିଛନ୍ତି କି, ଦେବାଶିଷ ଦଳରୁ ୫ ଥର ଟିକେଟ ନେଇଛନ୍ତି। ନିଜ ଭୁଲ ପାଇଁ ୨ ଥର ହାରିଛନ୍ତି। ଏବେ ରାଜ୍ୟସଭା ଯାଇଛନ୍ତି। ସେ ନିଜ ସ୍ୱାର୍ଥ ପାଇଁ ଦଳ ଛାଡିଛନ୍ତି। ସେ ଦଳରୁ ଆଉ କେତେ ନେଇଥାନ୍ତେ। 

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ

ସେ ଆହୁରି ମଧ୍ୟ କହିଛନ୍ତି କି, ଗତ ୪ ବର୍ଷରେ ଦଳ ପାଇଁ ତାଙ୍କର କୌଣସି ଅବଦାନ ନାହିଁ। ଦଳର ପ୍ରତିକୂଳ ପରିସ୍ଥିତିରେ ସେ ଦଳ ସହ ନାହାନ୍ତି। ସେ ବ୍ୟକ୍ତିଗତ ସ୍ୱାର୍ଥ ଦଳ ଛାଡିଛନ୍ତି। କଟକରେ ତାଙ୍କର ସଂଗଠନ ନାହିଁ। ଦିଲ୍ଲୀରେ କେବେ ତାଙ୍କ ସ୍ୱର ନଥିଲା। ଅନେକ ଲୋକ ଅଛନ୍ତି ଦିଲ୍ଲୀରେ ଦଳର ସ୍ୱର ଉଠାଇବା ପାଇଁ। ଦଳରେ ବର୍ତ୍ତମାନ କର୍ମୀ ସଂଖ୍ୟା ବଢ଼ୁଛନ୍ତି। ତାଙ୍କ ପ୍ରାପ୍ୟ ଠାରୁ ଅଧିକ ବିଜେଡି ଦେଇଛି। 

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

25 May 2026 By Madhusudan Das

ଦେବାଶିଷ ସାମନ୍ତରାୟ ଦଳ ଛାଡିବା ବିଜେଡି ଉପରେ କୌଣସି ପ୍ରଭାବ ପଡିବ ନାହିଁ: ଲେନିନ୍ ମହାନ୍ତି

ଭୁବନେଶ୍ୱର: ଦେବାଶିଷ ସାମନ୍ତରାୟ ଦଳ ଛାଡିବା ବିଜେଡି ଉପରେ କୌଣସି ପ୍ରଭାବ ପଡିବ ନାହିଁ। ଏନେଇ ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି ପ୍ରେସ୍‌ମିଟ୍ କରି ପ୍ରତିକ୍ରିୟା ରଖିଛନ୍ତି । ଲେନିନ୍ କହିଛନ୍ତି କି, ଦେବାଶିଷ ଦଳରୁ ୫ ଥର ଟିକେଟ ନେଇଛନ୍ତି। ନିଜ ଭୁଲ ପାଇଁ ୨ ଥର ହାରିଛନ୍ତି। ଏବେ ରାଜ୍ୟସଭା ଯାଇଛନ୍ତି। ସେ ନିଜ ସ୍ୱାର୍ଥ ପାଇଁ ଦଳ ଛାଡିଛନ୍ତି। ସେ ଦଳରୁ ଆଉ କେତେ ନେଇଥାନ୍ତେ। 

ସେ ଆହୁରି ମଧ୍ୟ କହିଛନ୍ତି କି, ଗତ ୪ ବର୍ଷରେ ଦଳ ପାଇଁ ତାଙ୍କର କୌଣସି ଅବଦାନ ନାହିଁ। ଦଳର ପ୍ରତିକୂଳ ପରିସ୍ଥିତିରେ ସେ ଦଳ ସହ ନାହାନ୍ତି। ସେ ବ୍ୟକ୍ତିଗତ ସ୍ୱାର୍ଥ ଦଳ ଛାଡିଛନ୍ତି। କଟକରେ ତାଙ୍କର ସଂଗଠନ ନାହିଁ। ଦିଲ୍ଲୀରେ କେବେ ତାଙ୍କ ସ୍ୱର ନଥିଲା। ଅନେକ ଲୋକ ଅଛନ୍ତି ଦିଲ୍ଲୀରେ ଦଳର ସ୍ୱର ଉଠାଇବା ପାଇଁ। ଦଳରେ ବର୍ତ୍ତମାନ କର୍ମୀ ସଂଖ୍ୟା ବଢ଼ୁଛନ୍ତି। ତାଙ୍କ ପ୍ରାପ୍ୟ ଠାରୁ ଅଧିକ ବିଜେଡି ଦେଇଛି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର