ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ମେଟ୍ରୋ ପ୍ରକଳ୍ପ ବାତିଲ୍‌‌ ନିଷ୍ପତ୍ତିକୁ ନେଇ ବିଜେଡିର ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କର କୁଶ ପୁତ୍ତଳିକା ଦାହ

Madhusudan Das Picture
Published On

ଭୁବନେଶ୍ୱର: ପୂର୍ବ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ମେଟ୍ରୋ ପ୍ରକଳ୍ପକୁ ରାଜ୍ୟ ସରକାର ବାତିଲ କରିବା ନିଷ୍ପତ୍ତିକୁ ନେଇ ମଙ୍ଗଳବାର ପ୍ରବଳ ପ୍ରତିବାଦ କରିଛି ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେଡି। ମାଷ୍ଟର କ୍ୟାଣ୍ଟିନ ଛକରେ ବିଜେଡିର ନେତାମାନେ ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିବା ସହ ମେଟ୍ରୋ ରେଳ ପ୍ରକଳ୍ପ ପୁନର୍ବାର ଆରମ୍ଭ କରିବା ପାଇଁ ଦାବି ଜଣାଇଛନ୍ତି। ମେଟ୍ରୋ ପ୍ରକଳ୍ପ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ ଅଟେ। ରାଜ୍ୟ ବିଜେପି ସରକାର ମେଟ୍ରୋ ରେଳ ପ୍ରକଳ୍ପକୁ ବନ୍ଦ କରିବା ଦୁର୍ଭାଗ୍ୟଜନକ ବୋଲି ଜିଲ୍ଲା ସଭାପତି ଅଶୋକ ଚନ୍ଦ୍ର ପଣ୍ଡା ଅଭିଯୋଗ କରିଛନ୍ତି। 

ଆହୁରି ପଢ଼ନ୍ତୁ: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ମଙ୍ଗଳବାର ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ପକ୍ଷରୁ ସଭାପତି ଶ୍ରୀ ପଣ୍ଡାଙ୍କ ନେତୃତ୍ୱରେ ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ, ମେୟର ସୁଲୋଚନା ଦାସ, ଯୁବ ସଭାପତି ଚିନ୍ମୟ ସାହୁ, ଛାତ୍ର ସଭାପତି ଇପ୍ସିତା ସାହୁ, ଡେପୁଟି ମେୟର ମଞ୍ଜୁଲତା କହଁର ପ୍ରମୁଖଙ୍କ ନେତୃତ୍ୱରେ ଏହି ପ୍ରତିବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। 

ଆହୁରି ପଢ଼ନ୍ତୁ: ଆଉ କିଛି ସମୟ ପରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ, ଅପରାହ୍ଣ ୩ରେ ୱେବସାଇଟ୍‌ରେ ହେବ ଉପଲବ୍‌ଧ

07 Apr 2026 By Madhusudan Das

ମେଟ୍ରୋ ପ୍ରକଳ୍ପ ବାତିଲ୍‌‌ ନିଷ୍ପତ୍ତିକୁ ନେଇ ବିଜେଡିର ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କର କୁଶ ପୁତ୍ତଳିକା ଦାହ

ଭୁବନେଶ୍ୱର: ପୂର୍ବ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ମେଟ୍ରୋ ପ୍ରକଳ୍ପକୁ ରାଜ୍ୟ ସରକାର ବାତିଲ କରିବା ନିଷ୍ପତ୍ତିକୁ ନେଇ ମଙ୍ଗଳବାର ପ୍ରବଳ ପ୍ରତିବାଦ କରିଛି ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେଡି। ମାଷ୍ଟର କ୍ୟାଣ୍ଟିନ ଛକରେ ବିଜେଡିର ନେତାମାନେ ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିବା ସହ ମେଟ୍ରୋ ରେଳ ପ୍ରକଳ୍ପ ପୁନର୍ବାର ଆରମ୍ଭ କରିବା ପାଇଁ ଦାବି ଜଣାଇଛନ୍ତି। ମେଟ୍ରୋ ପ୍ରକଳ୍ପ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ ଅଟେ। ରାଜ୍ୟ ବିଜେପି ସରକାର ମେଟ୍ରୋ ରେଳ ପ୍ରକଳ୍ପକୁ ବନ୍ଦ କରିବା ଦୁର୍ଭାଗ୍ୟଜନକ ବୋଲି ଜିଲ୍ଲା ସଭାପତି ଅଶୋକ ଚନ୍ଦ୍ର ପଣ୍ଡା ଅଭିଯୋଗ କରିଛନ୍ତି। 

ମଙ୍ଗଳବାର ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ପକ୍ଷରୁ ସଭାପତି ଶ୍ରୀ ପଣ୍ଡାଙ୍କ ନେତୃତ୍ୱରେ ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ, ମେୟର ସୁଲୋଚନା ଦାସ, ଯୁବ ସଭାପତି ଚିନ୍ମୟ ସାହୁ, ଛାତ୍ର ସଭାପତି ଇପ୍ସିତା ସାହୁ, ଡେପୁଟି ମେୟର ମଞ୍ଜୁଲତା କହଁର ପ୍ରମୁଖଙ୍କ ନେତୃତ୍ୱରେ ଏହି ପ୍ରତିବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର