ଜୋରଦାର ହେଲା ଉଷୁନା ଚାଉଳ ନ ଉଠିବା ପ୍ରତିବାଦ, FCI କାର୍ଯ୍ଯାଳୟ ଆଗରେ ଧାରଣା ଦେଲା ବିଜେଡି

The Sakala Picture
Published On

ଭୁବନେଶ୍ୱର: ଜୋରଦାର ହେଲା ଉଷୁନା ଚାଉଳ ନ ଉଠିବା ପ୍ରତିବାଦ । ଚାଉଳ କିଣା ପ୍ରସଙ୍ଗରେ ପୁଣି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିଜୁ ଜନତା ଦଳ।ଚାଷୀକୂଳର ଭାବନା ସହ ଖେଳ ଖେଳୁଛନ୍ତି କେନ୍ଦ୍ର ସରକାର। ଏନେଇ FCI କାର୍ଯ୍ଯାଳୟ ଆଗରେ ଗଣଧାରଣା ଦେଇଛି ବିଜେଡି । ଦଳ ଅଭିଯୋଗ କରିଛି ଯେ, ଏଫସିଆଇର ଟାଳଟୁଳ ନୀତି ଯୋଗୁ ପ୍ରାୟ ୨୨ଲକ୍ଷ ମେଟ୍ରିକ ଟନ୍ ଚାଉଳ ଉଠୁନି । କେବଳ ନିର୍ବାଚନ ସମୟରେ ଚାଷୀଙ୍କ କଥା କହୁଥିବା […]

ଭୁବନେଶ୍ୱର: ଜୋରଦାର ହେଲା ଉଷୁନା ଚାଉଳ ନ ଉଠିବା ପ୍ରତିବାଦ । ଚାଉଳ କିଣା ପ୍ରସଙ୍ଗରେ ପୁଣି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିଜୁ ଜନତା ଦଳ।ଚାଷୀକୂଳର ଭାବନା ସହ ଖେଳ ଖେଳୁଛନ୍ତି କେନ୍ଦ୍ର ସରକାର। ଏନେଇ FCI କାର୍ଯ୍ଯାଳୟ ଆଗରେ ଗଣଧାରଣା ଦେଇଛି ବିଜେଡି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

ଦଳ ଅଭିଯୋଗ କରିଛି ଯେ, ଏଫସିଆଇର ଟାଳଟୁଳ ନୀତି ଯୋଗୁ ପ୍ରାୟ ୨୨ଲକ୍ଷ ମେଟ୍ରିକ ଟନ୍ ଚାଉଳ ଉଠୁନି । କେବଳ ନିର୍ବାଚନ ସମୟରେ ଚାଷୀଙ୍କ କଥା କହୁଥିବା ବିଜେପି, ପ୍ରତିଶ୍ରୁତି ଓ ପ୍ରତାରଣାର ଦଳ ପାଲଟିଛି । ଉଷୁନା ଚାଉଳ ଉଠାଇବାକୁ ବାରମ୍ବାର ଦାବି ସହିତ ଚିଠି ଲେଖିଲା ପରେ ମଧ୍ୟ କେନ୍ଦ୍ର କର୍ଣ୍ଣପାତ କରୁନାହିଁ ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

ଦେଶର ଖାଦ୍ୟ ଯୋଗାଣ ବ୍ୟବସ୍ଥାରେ ଓଡିଶା ପ୍ରମୁଖ ରାଜ୍ୟ । ରାଜ୍ୟରେ ଉତ୍ପାଦିତ ଚାଉଳରୁ ନିଜସ୍ୱ ବ୍ୟବହାର ପରେ ପ୍ରାୟ ୨୨ଲକ୍ଷ ମେଟ୍ରିକ ଟନ୍ ଚାଉଳ ବଳକା ରହିଛି, ଯାହାକୁ କେନ୍ଦ୍ର ଉଠାଉନାହିଁ । ଏଥିରେ ୨ଲକ୍ଷ ମେଟ୍ରିକ ଟନ୍ ଅରୁଆ, ୫ଲକ୍ଷ ମେଟ୍ରିକ ଟନ୍ ଭିଟାମିନ ଯୁକ୍ତ ଉଷୁନା ଓ ୧୫ଲକ୍ଷ ମେଟ୍ରିକ ଟନ୍ ଉଷୁନା ଚାଉଳ ରହିଛି । ଆଗକୁ ରାଜ୍ୟରେ ଗୋଟିଏ ବି ଚାଉଳ ବଳକା ରହିଲେ ପଲ୍ଲୀରୁ ଦିଲ୍ଲୀ ଯାଏଁ ଆନ୍ଦୋଳନ କରାଯିବ ବୋଲି ବିଜେଡି ଚେତାବନୀ ଦେଇଛି ।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

08 Feb 2022 By The Sakala

ଜୋରଦାର ହେଲା ଉଷୁନା ଚାଉଳ ନ ଉଠିବା ପ୍ରତିବାଦ, FCI କାର୍ଯ୍ଯାଳୟ ଆଗରେ ଧାରଣା ଦେଲା ବିଜେଡି

ଭୁବନେଶ୍ୱର: ଜୋରଦାର ହେଲା ଉଷୁନା ଚାଉଳ ନ ଉଠିବା ପ୍ରତିବାଦ । ଚାଉଳ କିଣା ପ୍ରସଙ୍ଗରେ ପୁଣି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିଜୁ ଜନତା ଦଳ।ଚାଷୀକୂଳର ଭାବନା ସହ ଖେଳ ଖେଳୁଛନ୍ତି କେନ୍ଦ୍ର ସରକାର। ଏନେଇ FCI କାର୍ଯ୍ଯାଳୟ ଆଗରେ ଗଣଧାରଣା ଦେଇଛି ବିଜେଡି ।

ଦଳ ଅଭିଯୋଗ କରିଛି ଯେ, ଏଫସିଆଇର ଟାଳଟୁଳ ନୀତି ଯୋଗୁ ପ୍ରାୟ ୨୨ଲକ୍ଷ ମେଟ୍ରିକ ଟନ୍ ଚାଉଳ ଉଠୁନି । କେବଳ ନିର୍ବାଚନ ସମୟରେ ଚାଷୀଙ୍କ କଥା କହୁଥିବା ବିଜେପି, ପ୍ରତିଶ୍ରୁତି ଓ ପ୍ରତାରଣାର ଦଳ ପାଲଟିଛି । ଉଷୁନା ଚାଉଳ ଉଠାଇବାକୁ ବାରମ୍ବାର ଦାବି ସହିତ ଚିଠି ଲେଖିଲା ପରେ ମଧ୍ୟ କେନ୍ଦ୍ର କର୍ଣ୍ଣପାତ କରୁନାହିଁ ।

ଦେଶର ଖାଦ୍ୟ ଯୋଗାଣ ବ୍ୟବସ୍ଥାରେ ଓଡିଶା ପ୍ରମୁଖ ରାଜ୍ୟ । ରାଜ୍ୟରେ ଉତ୍ପାଦିତ ଚାଉଳରୁ ନିଜସ୍ୱ ବ୍ୟବହାର ପରେ ପ୍ରାୟ ୨୨ଲକ୍ଷ ମେଟ୍ରିକ ଟନ୍ ଚାଉଳ ବଳକା ରହିଛି, ଯାହାକୁ କେନ୍ଦ୍ର ଉଠାଉନାହିଁ । ଏଥିରେ ୨ଲକ୍ଷ ମେଟ୍ରିକ ଟନ୍ ଅରୁଆ, ୫ଲକ୍ଷ ମେଟ୍ରିକ ଟନ୍ ଭିଟାମିନ ଯୁକ୍ତ ଉଷୁନା ଓ ୧୫ଲକ୍ଷ ମେଟ୍ରିକ ଟନ୍ ଉଷୁନା ଚାଉଳ ରହିଛି । ଆଗକୁ ରାଜ୍ୟରେ ଗୋଟିଏ ବି ଚାଉଳ ବଳକା ରହିଲେ ପଲ୍ଲୀରୁ ଦିଲ୍ଲୀ ଯାଏଁ ଆନ୍ଦୋଳନ କରାଯିବ ବୋଲି ବିଜେଡି ଚେତାବନୀ ଦେଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର