ବିଜେପି ସରକାର ଆସିବା ପରଠୁ ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ; ପ୍ରତିବାଦରେ କଟକ ଡିଜି ଅଫିସ ଆଗରେ ବିଜେଡିର ବିକ୍ଷୋଭ

Madhusudan Das Picture
Published On

କଟକ: ଓଡ଼ିଶାରେ ବିଜେପି ସରକାର ଆସିବା ପରଠୁ ରାଜ୍ୟର ଆଇନ ଶୃଙ୍ଖଳା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ବିଜେପି ଶାସନରେ ସାଧାରଣ ଲୋକ ଆତଙ୍କିତ ଥିବା ବେଳେ ମହିଳାଙ୍କ ଉପରେ ଯୌନ ନିର୍ଯ୍ୟାତନା ବଢିଛି। ଏହି ଅଭିଯୋଗ କରି ବିଜେଡି ଆଜି କଟକରେ ବିକ୍ଷୋଭ କରୁଛି। ଓଡ଼ିଶାକୁ ଲଜ୍ଜିତ କରିଛି ବାଲିଅନ୍ତା, ନୟାଗଡ଼ ଘଟଣା । ଏଭଳି ଅମାନୁଷିକ ଘଟଣାମାନଙ୍କ ଉପରେ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ବିଜେପି ସରକାରଙ୍କ ଏକ ପ୍ରକାର ସ୍ଥାଣୁତା ଓ ଅପାରଗତା ସଭ୍ୟ ସମାଜକୁ ଚକିତ ଓ ବିଚଳିତ କରୁଛି ।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ଓଡ଼ିଶାରେ ବିଜେପି ଦଳ କ୍ଷମତାସୀନ ହେବା ପରଠାରୁ ସର୍ବସାଧାରଣରେ ପୋଲିସ କର୍ମୀଙ୍କ ସହ ନିରୀହ ଲୋକଙ୍କୁ ହତ୍ୟା, ରାହାଜାନୀ, ଅରାଜକତା, ବର୍ବରତା, ଧର୍ଷଣ ଓ ଲୁଣ୍ଠନ ଆଦି ଘଟଣା ବହୁମାତ୍ରାରେ ବୃଦ୍ଧି ପାଇଛି । 

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ବିରୂପା ନଦୀକୁ ଡେଇଁଲେ ଦମ୍ପତି, ସ୍ତ୍ରୀ ଉଦ୍ଧାର ଓ ସ୍ୱାମୀ ନିଖୋଜ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର