ସମୀରଙ୍କୁ ଲେନିନଙ୍କ କଟାକ୍ଷ: ‘ରାଜନୀତିରେ ତିଷ୍ଠି ରହିବା ପାଇଁ ଆପ୍ରାଣ ଉଦ୍ୟମ କରୁଛନ୍ତି ସମୀର’

The Sakala Picture
Published On

ଭୁବନେଶ୍ୱର: ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ କଟାକ୍ଷ କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ସମୀର ମହାନ୍ତିଙ୍କ ଟ୍ବିଟର ଜବାବ ଦେଇଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ଲେନିନ କହିଛନ୍ତି, ରାଜନୀତିରେ ତିଷ୍ଠି ରହିବା ପାଇଁ ଆପ୍ରାଣ ଉଦ୍ୟମ କରୁଛନ୍ତି ସମୀର । କୌଣସି ଘଟଣା ଉପରେ ନ ଜାଣି ଅର୍ଥହୀନ ଟ୍ୱିଟ୍ କରୁଛନ୍ତି ସମୀର । ଲେନିନ ମହାନ୍ତି ଟ୍ୱିଟ୍ କରି ସମୀରଙ୍କୁ ଟାର୍ଗେଟ କରିଛନ୍ତି । ଲେନିନ ନିଜ […]

ଭୁବନେଶ୍ୱର: ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ କଟାକ୍ଷ କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ସମୀର ମହାନ୍ତିଙ୍କ ଟ୍ବିଟର ଜବାବ ଦେଇଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ଲେନିନ କହିଛନ୍ତି, ରାଜନୀତିରେ ତିଷ୍ଠି ରହିବା ପାଇଁ ଆପ୍ରାଣ ଉଦ୍ୟମ କରୁଛନ୍ତି ସମୀର । କୌଣସି ଘଟଣା ଉପରେ ନ ଜାଣି ଅର୍ଥହୀନ ଟ୍ୱିଟ୍ କରୁଛନ୍ତି ସମୀର । ଲେନିନ ମହାନ୍ତି ଟ୍ୱିଟ୍ କରି ସମୀରଙ୍କୁ ଟାର୍ଗେଟ କରିଛନ୍ତି ।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ଲେନିନ ନିଜ ଟ୍ୱିଟରେ ଲେଖିଛନ୍ତି, ‘ବିଜେପି ନେତା ସମୀର ମହାନ୍ତି ରାଜ୍ୟ ବିଜେପି ସଭାପତି ପଦରୁ ବିଦା ହେବାପରେ ନିଜର ରାଜନୈତିକ ସ୍ଥିତି ହରାଇଛନ୍ତି । ରାଜନୀତିରେ ତିଷ୍ଠି ରହିବାପାଇଁ ଆପ୍ରାଣ ଉଦ୍ୟମ ସହିତ ଆଜିକାଲି ସେ ଟ୍ବିଟ ଜରିଆରେ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରୁଛନ୍ତି । ଆମେ ତାଙ୍କର ନିରାଶା ଏବଂ ହତାଶାକୁ ବୁଝୁଛୁ । ପୂର୍ବତନ ରାଜ୍ୟ ବିଜେପି ସଭାପତି ତାଙ୍କର ଅର୍ଥହୀନ ଏବଂ ବୁଦ୍ଧିହୀନ ଟ୍ବିଟ ଜରିଆରେ ରାଜନୀତିରେ ପ୍ରାସଙ୍ଗିକ ହୋଇ ରହିବା ଏବଂ ଓଡ଼ିଶା ବିଜେପି ରାଜନୀତିରେ ନିଜର ରାଜନୈତିକ ଅସ୍ତିତ୍ୱ ଖୋଜିବାକୁ ଚେଷ୍ଟା କରୁଥିବାରୁ ଆମେ ତାଙ୍କ ପ୍ରତି ସହାନୁଭୂତି ଦେଖାଉଛୁ । ଆମେ ଆଶା କରୁଛୁ ଯେ ତାଙ୍କର ଓଡିଶା ବିଜେପି ସହକର୍ମୀମାନେ ତାଙ୍କ ପ୍ରତି ଅନୁରୂପ ଭାବେ ଅଧିକ ଦୟା ଏବଂ ସହାନୁଭୂତି ଦେଖାଇବେ ।”

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

23 Jul 2023 By The Sakala

ସମୀରଙ୍କୁ ଲେନିନଙ୍କ କଟାକ୍ଷ: ‘ରାଜନୀତିରେ ତିଷ୍ଠି ରହିବା ପାଇଁ ଆପ୍ରାଣ ଉଦ୍ୟମ କରୁଛନ୍ତି ସମୀର’

ଭୁବନେଶ୍ୱର: ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ କଟାକ୍ଷ କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ସମୀର ମହାନ୍ତିଙ୍କ ଟ୍ବିଟର ଜବାବ ଦେଇଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ଲେନିନ କହିଛନ୍ତି, ରାଜନୀତିରେ ତିଷ୍ଠି ରହିବା ପାଇଁ ଆପ୍ରାଣ ଉଦ୍ୟମ କରୁଛନ୍ତି ସମୀର । କୌଣସି ଘଟଣା ଉପରେ ନ ଜାଣି ଅର୍ଥହୀନ ଟ୍ୱିଟ୍ କରୁଛନ୍ତି ସମୀର । ଲେନିନ ମହାନ୍ତି ଟ୍ୱିଟ୍ କରି ସମୀରଙ୍କୁ ଟାର୍ଗେଟ କରିଛନ୍ତି ।

ଲେନିନ ନିଜ ଟ୍ୱିଟରେ ଲେଖିଛନ୍ତି, ‘ବିଜେପି ନେତା ସମୀର ମହାନ୍ତି ରାଜ୍ୟ ବିଜେପି ସଭାପତି ପଦରୁ ବିଦା ହେବାପରେ ନିଜର ରାଜନୈତିକ ସ୍ଥିତି ହରାଇଛନ୍ତି । ରାଜନୀତିରେ ତିଷ୍ଠି ରହିବାପାଇଁ ଆପ୍ରାଣ ଉଦ୍ୟମ ସହିତ ଆଜିକାଲି ସେ ଟ୍ବିଟ ଜରିଆରେ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରୁଛନ୍ତି । ଆମେ ତାଙ୍କର ନିରାଶା ଏବଂ ହତାଶାକୁ ବୁଝୁଛୁ । ପୂର୍ବତନ ରାଜ୍ୟ ବିଜେପି ସଭାପତି ତାଙ୍କର ଅର୍ଥହୀନ ଏବଂ ବୁଦ୍ଧିହୀନ ଟ୍ବିଟ ଜରିଆରେ ରାଜନୀତିରେ ପ୍ରାସଙ୍ଗିକ ହୋଇ ରହିବା ଏବଂ ଓଡ଼ିଶା ବିଜେପି ରାଜନୀତିରେ ନିଜର ରାଜନୈତିକ ଅସ୍ତିତ୍ୱ ଖୋଜିବାକୁ ଚେଷ୍ଟା କରୁଥିବାରୁ ଆମେ ତାଙ୍କ ପ୍ରତି ସହାନୁଭୂତି ଦେଖାଉଛୁ । ଆମେ ଆଶା କରୁଛୁ ଯେ ତାଙ୍କର ଓଡିଶା ବିଜେପି ସହକର୍ମୀମାନେ ତାଙ୍କ ପ୍ରତି ଅନୁରୂପ ଭାବେ ଅଧିକ ଦୟା ଏବଂ ସହାନୁଭୂତି ଦେଖାଇବେ ।”

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର