ସଂତୃପ୍ତ ମିଶ୍ର ଓ ସଞ୍ଜୟ ଦାଶ ବର୍ମାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

The Sakala Picture
Published On

ଭୁବନେଶ୍ବର: ସଂତୃପ୍ତ ମିଶ୍ର ଓ ସଞ୍ଜୟ ଦାଶବର୍ମାଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରିଛନ୍ତି ବିଜେଡି ସୁପ୍ରିମୋ । ସଂତୃପ୍ତ ମିଶ୍ରଙ୍କୁ ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଦାୟିତ୍ବ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେହିଭଳି ସଞ୍ଜୟ ଦାଶବର୍ମାଙ୍କୁ ବିଜେଡି ମୁଖପାତ୍ର ଦାୟିତ୍ବ ପ୍ରଦାନ କରାଯାଇଛି । ଉଭୟଙ୍କୁ ନିଯୁକ୍ତ କରିଛନ୍ତି ବିଜେଡି ସୁପ୍ରିମୋ ।  ଶୁକ୍ରବାର ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ସଂତୃପ୍ତ ମିଶ୍ର । ଶୁକ୍ରବାର ବିଜେଡିରେ ମିଶିଛନ୍ତି ସଂତୃପ୍ତ ମିଶ୍ର । […]

ଭୁବନେଶ୍ବର: ସଂତୃପ୍ତ ମିଶ୍ର ଓ ସଞ୍ଜୟ ଦାଶବର୍ମାଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରିଛନ୍ତି ବିଜେଡି ସୁପ୍ରିମୋ । ସଂତୃପ୍ତ ମିଶ୍ରଙ୍କୁ ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଦାୟିତ୍ବ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେହିଭଳି ସଞ୍ଜୟ ଦାଶବର୍ମାଙ୍କୁ ବିଜେଡି ମୁଖପାତ୍ର ଦାୟିତ୍ବ ପ୍ରଦାନ କରାଯାଇଛି । ଉଭୟଙ୍କୁ ନିଯୁକ୍ତ କରିଛନ୍ତି ବିଜେଡି ସୁପ୍ରିମୋ ।  ଶୁକ୍ରବାର ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ସଂତୃପ୍ତ ମିଶ୍ର । ଶୁକ୍ରବାର ବିଜେଡିରେ ମିଶିଛନ୍ତି ସଂତୃପ୍ତ ମିଶ୍ର । ପୂର୍ବତନ କର୍ପୋରେଟ୍ ଅଧିକାରୀ ସଂତୃପ୍ତ ମିଶ୍ର ବିଜେଡିରେ ଯୋଗ ଦେଇଛନ୍ତି । ସେ ଶୁକ୍ରବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ସଂତୃପ୍ତ ମିଶ୍ର ଆଦିତ୍ୟ ବିର୍ଲା ଗ୍ରୁପର ମାନବ ସମ୍ବଳ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ । ସେ ୨୮ ବର୍ଷ ଧରି ଆଦିତ୍ୟ ବିର୍ଲା ଗ୍ରୁପରେ କାର୍ଯ୍ୟ କରୁଥିଲେ । ଏହାସହ ସଂତୃପ୍ତ ବିର୍ଲା କାର୍ବନର ନିର୍ଦ୍ଦେଶକ ମଧ୍ୟ ରହିଥିଲେ ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

09 Feb 2024 By The Sakala

ସଂତୃପ୍ତ ମିଶ୍ର ଓ ସଞ୍ଜୟ ଦାଶ ବର୍ମାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ବର: ସଂତୃପ୍ତ ମିଶ୍ର ଓ ସଞ୍ଜୟ ଦାଶବର୍ମାଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରିଛନ୍ତି ବିଜେଡି ସୁପ୍ରିମୋ । ସଂତୃପ୍ତ ମିଶ୍ରଙ୍କୁ ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଦାୟିତ୍ବ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେହିଭଳି ସଞ୍ଜୟ ଦାଶବର୍ମାଙ୍କୁ ବିଜେଡି ମୁଖପାତ୍ର ଦାୟିତ୍ବ ପ୍ରଦାନ କରାଯାଇଛି । ଉଭୟଙ୍କୁ ନିଯୁକ୍ତ କରିଛନ୍ତି ବିଜେଡି ସୁପ୍ରିମୋ ।  ଶୁକ୍ରବାର ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ସଂତୃପ୍ତ ମିଶ୍ର । ଶୁକ୍ରବାର ବିଜେଡିରେ ମିଶିଛନ୍ତି ସଂତୃପ୍ତ ମିଶ୍ର । ପୂର୍ବତନ କର୍ପୋରେଟ୍ ଅଧିକାରୀ ସଂତୃପ୍ତ ମିଶ୍ର ବିଜେଡିରେ ଯୋଗ ଦେଇଛନ୍ତି । ସେ ଶୁକ୍ରବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ସଂତୃପ୍ତ ମିଶ୍ର ଆଦିତ୍ୟ ବିର୍ଲା ଗ୍ରୁପର ମାନବ ସମ୍ବଳ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ । ସେ ୨୮ ବର୍ଷ ଧରି ଆଦିତ୍ୟ ବିର୍ଲା ଗ୍ରୁପରେ କାର୍ଯ୍ୟ କରୁଥିଲେ । ଏହାସହ ସଂତୃପ୍ତ ବିର୍ଲା କାର୍ବନର ନିର୍ଦ୍ଦେଶକ ମଧ୍ୟ ରହିଥିଲେ ।

https://www.thesakala.in/latest-odisha-news/bjd-supreme-gave-new-charge-to-santrupt-misra-and-sanjay-das-burma/article-29780
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର