ରାଜଧାନୀବାସୀଙ୍କ ସେବା ପାଇଁ ମନ୍ମଥ ପାଇଲଟ ଚାକିରି ଛାଡିଛନ୍ତି, ତାଙ୍କୁ ସୁଯୋଗ ଦିଅନ୍ତୁ : ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର : ଭୁବନେଶ୍ୱର ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କୁ ଭୋଟ ଦେବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନ୍ମଥ ରାଉତରାୟ ଜଣେ ସଫଳ ପାଇଲଟ୍ ଥିଲେ । ଆଜି ରାଜଧାନୀବାସୀଙ୍କ ସେବା କରିବା ପାଇଁ ଭୁବନେଶ୍ୱର ମାଟିକୁ ଫେରିଆସିଛନ୍ତି । ଏବେ ରାଜନୀତିରେ ଯୁବପିଢିଙ୍କ ଯୋଗଦାନ ବହୁତ ବେଶୀ ରହିଛି। ମନ୍ମଥ ଏହି ଯୁବପୀଢୀଙ୍କ ପାଇଁ ପ୍ରେରଣା ସାଜିଥିବାରୁ ମୁଁ ବହୁତ ଖୁସି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆହୁରି ନାଁ […]

ଭୁବନେଶ୍ବର : ଭୁବନେଶ୍ୱର ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କୁ ଭୋଟ ଦେବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନ୍ମଥ ରାଉତରାୟ ଜଣେ ସଫଳ ପାଇଲଟ୍ ଥିଲେ । ଆଜି ରାଜଧାନୀବାସୀଙ୍କ ସେବା କରିବା ପାଇଁ ଭୁବନେଶ୍ୱର ମାଟିକୁ ଫେରିଆସିଛନ୍ତି । ଏବେ ରାଜନୀତିରେ ଯୁବପିଢିଙ୍କ ଯୋଗଦାନ ବହୁତ ବେଶୀ ରହିଛି। ମନ୍ମଥ ଏହି ଯୁବପୀଢୀଙ୍କ ପାଇଁ ପ୍ରେରଣା ସାଜିଥିବାରୁ ମୁଁ ବହୁତ ଖୁସି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଭ୍ରମାତ୍ମକ ମନ୍ତବ୍ୟ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ ଭର୍ତ୍ତୃହରି: ବିଜେଡି

ଆହୁରି ନାଁ ନ ନେଇ ଅପରାଜିତାଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି, ଗତ ୫ ବର୍ଷରେ ବର୍ତ୍ତମାନର ସାଂସଦ କୌଣସି ବଡ଼ କାମ କରିନାହାନ୍ତି । ଏକାମ୍ର ଏବଂ ଲିଙ୍ଗରାଜ ମନ୍ଦିର ଉନ୍ନତିକରଣ କାମକୁ ବନ୍ଦକରିବାକୁ ଚେଷ୍ଟା ବାରମ୍ୱାର ଚେଷ୍ଟା କରିଛନ୍ତି ।

ଆହୁରି ପଢ଼ନ୍ତୁ: ବିଶ୍ୱ ନିୟନ୍ତାଙ୍କ ବାହୁଡ଼ା ଯାତ୍ରା: ଛେରାପହଁରା ନୀତି ସଂପନ୍ନ ପରେ ଆରମ୍ଭ ହେଲା ରଥଟଣା

ମନ୍ମଥ ଭୁବନେଶ୍ୱର ଲୋକଙ୍କ ଉନ୍ନତି ପାଇଁ ଦିନ ରାତି ମୋ କାମ କରିବେ । ଭୁବନେଶ୍ୱରକୁ ଓ୍ୱାଲ୍ଡ କ୍ଲାସ୍ ସିଟି ଭାବରେ ଗଢିବାରେ ମୋତେ ସହଯୋଗ କରିବେ । ସେଥିପାଇଁ ମନ୍ମଥଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ, ୫୩ ବର୍ଷ ବୟସରେ ପରଲୋକ

21 May 2024 By The Sakala

ରାଜଧାନୀବାସୀଙ୍କ ସେବା ପାଇଁ ମନ୍ମଥ ପାଇଲଟ ଚାକିରି ଛାଡିଛନ୍ତି, ତାଙ୍କୁ ସୁଯୋଗ ଦିଅନ୍ତୁ : ନବୀନ ପଟ୍ଟନାୟକ

ଭୁବନେଶ୍ବର : ଭୁବନେଶ୍ୱର ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କୁ ଭୋଟ ଦେବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନ୍ମଥ ରାଉତରାୟ ଜଣେ ସଫଳ ପାଇଲଟ୍ ଥିଲେ । ଆଜି ରାଜଧାନୀବାସୀଙ୍କ ସେବା କରିବା ପାଇଁ ଭୁବନେଶ୍ୱର ମାଟିକୁ ଫେରିଆସିଛନ୍ତି । ଏବେ ରାଜନୀତିରେ ଯୁବପିଢିଙ୍କ ଯୋଗଦାନ ବହୁତ ବେଶୀ ରହିଛି। ମନ୍ମଥ ଏହି ଯୁବପୀଢୀଙ୍କ ପାଇଁ ପ୍ରେରଣା ସାଜିଥିବାରୁ ମୁଁ ବହୁତ ଖୁସି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ନାଁ ନ ନେଇ ଅପରାଜିତାଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି, ଗତ ୫ ବର୍ଷରେ ବର୍ତ୍ତମାନର ସାଂସଦ କୌଣସି ବଡ଼ କାମ କରିନାହାନ୍ତି । ଏକାମ୍ର ଏବଂ ଲିଙ୍ଗରାଜ ମନ୍ଦିର ଉନ୍ନତିକରଣ କାମକୁ ବନ୍ଦକରିବାକୁ ଚେଷ୍ଟା ବାରମ୍ୱାର ଚେଷ୍ଟା କରିଛନ୍ତି ।

ମନ୍ମଥ ଭୁବନେଶ୍ୱର ଲୋକଙ୍କ ଉନ୍ନତି ପାଇଁ ଦିନ ରାତି ମୋ କାମ କରିବେ । ଭୁବନେଶ୍ୱରକୁ ଓ୍ୱାଲ୍ଡ କ୍ଲାସ୍ ସିଟି ଭାବରେ ଗଢିବାରେ ମୋତେ ସହଯୋଗ କରିବେ । ସେଥିପାଇଁ ମନ୍ମଥଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର