ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ବିଜେଡିର ବିଧାନସଭା ଘେରାଉ

ଭୁବନେଶ୍ୱର: ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ବିଜେଡି ପ୍ରତିବାଦ କରିଛି। ଏ ନେଇ ବିଧାନସଭା ସମ୍ମୁଖରେ ଜୋରଦାର୍‌ ବିକ୍ଷୋଭ ପ୍ରଦର୍ଶନ ହୋଇଛି। ଏହି ସମୟରେ ବିଜେଡି କର୍ମୀ ୨ଟି ବ୍ୟାରିକେଡ ଭାଙ୍ଗିଥିବବା ଦେଖିବାକୁ ମିଳିଛି। ଗାନ୍ଧି ମାର୍ଗରେ ପୋଲିସ କର୍ମିଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ସ୍ଥିତି ଉପୁଜିଥିବା ବେଳେ ବିଧାନସଭା ଆଡ଼କୁ ଅଗ୍ରସର ବେଳେ ବିକ୍ଷୋଭକାରୀଙ୍କୁ ପୁଲିସ ଉଠାଇ ନେଇଛି। ବିକ୍ଷୋଭରେ ବରିଷ୍ଠ ନେତାଙ୍କ ସହ ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ ସାମିଲ ଅଛନ୍ତି।

About The Author: The Sakala