ଶେଷ ଦିନରେ ନାମାଙ୍କନ ଭରିଲେ ବିଜେଡିର ୩ ମେୟର ପ୍ରାର୍ଥୀ

The Sakala Picture
Published On

ଭୁବନେଶ୍ବର: ପୌର ଏବଂ ମହାନଗର ନିଗମ ନିର୍ବାଚନ ଲାଗି ଆଜି ନାମାଙ୍କନ ଦାଖଲର ଶେଷ ଦିନ।  ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ପାଇଁ ବିଜେଡି ମେୟର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଭୁବନେଶ୍ବରରେ ସୁଲୋଚନା ଦାସ, କଟକରେ ସୁବାସ ସିଂ ଏବଂ ବ୍ରହ୍ମପୁରରେ ସଙ୍ଘମିତ୍ରା ଦଳାଇ ବିରାଟ ଶୋଭାଯାତ୍ରାରେ ଯାଇ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଅନ୍ୟପଟେ ବ୍ରହ୍ମପୁର ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ମଞ୍ଜୁ ରଥଙ୍କୁ ମେୟର ଟିକେଟ ଦେଇଛି […]

ଭୁବନେଶ୍ବର: ପୌର ଏବଂ ମହାନଗର ନିଗମ ନିର୍ବାଚନ ଲାଗି ଆଜି ନାମାଙ୍କନ ଦାଖଲର ଶେଷ ଦିନ।  ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ପାଇଁ ବିଜେଡି ମେୟର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଭୁବନେଶ୍ବରରେ ସୁଲୋଚନା ଦାସ, କଟକରେ ସୁବାସ ସିଂ ଏବଂ ବ୍ରହ୍ମପୁରରେ ସଙ୍ଘମିତ୍ରା ଦଳାଇ ବିରାଟ ଶୋଭାଯାତ୍ରାରେ ଯାଇ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ଅନ୍ୟପଟେ ବ୍ରହ୍ମପୁର ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ମଞ୍ଜୁ ରଥଙ୍କୁ ମେୟର ଟିକେଟ ଦେଇଛି କଂଗ୍ରେସ । ଆଜି ସେ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ନାମାଙ୍କନ ଭରିବେ ।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

ସେପଟେ ବିଜେପିର ପ୍ରାର୍ଥୀମାନେ ମଧ୍ୟ ନାମାଙ୍କନ ଭରିବେ । କଂଗ୍ରେସର କଟକ ଓ ଭୁବନେଶ୍ବର ମେୟର ପ୍ରାର୍ଥୀ ପୂର୍ବରୁ ନାମାଙ୍କନ ଦାଖଲ କରିସାରିଛନ୍ତି।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର