୨୦୨୪ ନିର୍ବାଚନରେ ବିଜେଡି ଏକାକୀ ଲଢ଼ିବା ସହ ପୁଣିଥରେ ବଡ଼ ବିଜୟ ଲାଭ କରିବ: ପ୍ରମିଳା ମଲ୍ଲିକ

The Sakala Picture
Published On

ଭୁବନେଶ୍ୱର: ୨୦୨୪ ବିଧାନସଭା ନିର୍ବାଚନରେ ଏକାକୀ ଲଢ଼ି ବିଜେଡି ପୁଣିଥରେ ବଡ଼ ବିଜୟ ଲାଭ କରିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଷଷ୍ଠଥର ମୁଖ୍ୟମନ୍ତ୍ରୀ କରିବା ପାଇଁ ଓଡ଼ିଶାବାସୀ ମନସ୍ଥ କରିସାରିଛନ୍ତି । ବିଜୁ ଜନତା ଦଳ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଏକାକୀ ନିର୍ବାଚନ ଲଢିବ ଓ ଷଷ୍ଠଥର ସରକାର ଗଠନ କରିବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ରାଜ୍ୟରେ ମେଣ୍ଟ ରାଜନୀତି ନେଇ ହେଉଥିବା ଚର୍ଚ୍ଚାକୁ ଦୃଢ ଭାବରେ ଖଣ୍ଡନ […]

ଭୁବନେଶ୍ୱର: ୨୦୨୪ ବିଧାନସଭା ନିର୍ବାଚନରେ ଏକାକୀ ଲଢ଼ି ବିଜେଡି ପୁଣିଥରେ ବଡ଼ ବିଜୟ ଲାଭ କରିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଷଷ୍ଠଥର ମୁଖ୍ୟମନ୍ତ୍ରୀ କରିବା ପାଇଁ ଓଡ଼ିଶାବାସୀ ମନସ୍ଥ କରିସାରିଛନ୍ତି । ବିଜୁ ଜନତା ଦଳ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଏକାକୀ ନିର୍ବାଚନ ଲଢିବ ଓ ଷଷ୍ଠଥର ସରକାର ଗଠନ କରିବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ରାଜ୍ୟରେ ମେଣ୍ଟ ରାଜନୀତି ନେଇ ହେଉଥିବା ଚର୍ଚ୍ଚାକୁ ଦୃଢ ଭାବରେ ଖଣ୍ଡନ କରିଛନ୍ତି ଅନ୍ୟ ବିଜେଡି ନେତା ।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

୨୦୦୯ ମସିହାରୁ ବିଜେଡି ଏକାକୀ ନିର୍ବାଚନ ଲଢି ପ୍ରତ୍ୟେକ ନିର୍ବାଚନରେ ଓଡ଼ିଶାବାସୀଙ୍କ ଆର୍ଶୀବାଦରେ ବଡ଼ ବିଜୟ ଲାଭ କରୁଛି । ଏଥର ବି ଏକାକୀ ଦଳ ନିର୍ବାଚନ ଲଢିବ ବୋଲି ଦଳୀୟ ନେତାମାନେ ସ୍ପଷ୍ଟ କରିଛନ୍ତି । ରାଜ୍ୟର ସ୍ବାର୍ଥ ପାଇଁ କେନ୍ଦ୍ରକୁ ବିଜେଡି କେତେବେଳେ ସମର୍ଥନ ଦେଇଛି ତ କେତେବେଳେ ବିରୋଧ କରୁଛି । ଯାହାକି ସଂଘୀୟ ବ୍ୟବସ୍ଥାର ଏକ ପ୍ରକ୍ରିୟା ବୋଲି ବିଜେଡି ନେତା କହିଛନ୍ତି ।

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର