ଦ୍ବିତୀୟ ପର୍ଯ୍ୟାୟରେ ଆହୁରି ବହୁତ ଭଲ କରିବ ବିଜେଡି: କାର୍ତ୍ତିକ ପାଣ୍ଡିଆନ

The Sakala Picture
Published On

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ତୁଳନାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବିଜୁ ଜନତା ଦଳ ବହୁତ ଭଲ କରିବ। ବିଜେଡି ସରକାରଙ୍କ କାମ ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଯୋଗୁ ବିଜେଡି ଆଶାତୀତ ସଫଳତା ଲାଭ କରିବ। ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବି ବିଜେଡି ସୁଇପ କରିବ ବୋଲି କହିଛନ୍ତି ବରିଷ୍ଠ ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସମ୍ବଲପୁରରେ ହୋଇଥିବା ରୋଡ ଶୋରୁ ଜଣାପଡିଛି ନବୀନ ପଟ୍ଟନାୟକ କେତେ ଲୋକପ୍ରିୟ। ସମ୍ବଲପୁରରେ […]

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ତୁଳନାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବିଜୁ ଜନତା ଦଳ ବହୁତ ଭଲ କରିବ। ବିଜେଡି ସରକାରଙ୍କ କାମ ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଯୋଗୁ ବିଜେଡି ଆଶାତୀତ ସଫଳତା ଲାଭ କରିବ। ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବି ବିଜେଡି ସୁଇପ କରିବ ବୋଲି କହିଛନ୍ତି ବରିଷ୍ଠ ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସମ୍ବଲପୁରରେ ହୋଇଥିବା ରୋଡ ଶୋରୁ ଜଣାପଡିଛି ନବୀନ ପଟ୍ଟନାୟକ କେତେ ଲୋକପ୍ରିୟ। ସମ୍ବଲପୁରରେ ବି ବିଜେଡିକୁ ଆଶାତୀତ ସଫଳତା ମିଳିବ ବୋଲି କହିଛନ୍ତି ପାଣ୍ଡିଆନ।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଉତ୍ସାହଜନକ ରହିଥିଲା ମତଦାନ। ଓଡିଶାର ୫ଟି ଲୋକସଭା କ୍ଷେତ୍ର ବରଗଡ, ସୁନ୍ଦରଗଡ଼, ଆସିକା,ବଲାଙ୍ଗୀର, କନ୍ଧମାଳ ପାଇଁ ଭୋଟ ପଡିଥିବା ବେଳେ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମଧ୍ୟ ମତଦାନ ହୋଇଥିଲା। ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ଚାଲିଥିଲା ।

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

20 May 2024 By The Sakala

ଦ୍ବିତୀୟ ପର୍ଯ୍ୟାୟରେ ଆହୁରି ବହୁତ ଭଲ କରିବ ବିଜେଡି: କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ତୁଳନାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବିଜୁ ଜନତା ଦଳ ବହୁତ ଭଲ କରିବ। ବିଜେଡି ସରକାରଙ୍କ କାମ ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଯୋଗୁ ବିଜେଡି ଆଶାତୀତ ସଫଳତା ଲାଭ କରିବ। ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବି ବିଜେଡି ସୁଇପ କରିବ ବୋଲି କହିଛନ୍ତି ବରିଷ୍ଠ ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସମ୍ବଲପୁରରେ ହୋଇଥିବା ରୋଡ ଶୋରୁ ଜଣାପଡିଛି ନବୀନ ପଟ୍ଟନାୟକ କେତେ ଲୋକପ୍ରିୟ। ସମ୍ବଲପୁରରେ ବି ବିଜେଡିକୁ ଆଶାତୀତ ସଫଳତା ମିଳିବ ବୋଲି କହିଛନ୍ତି ପାଣ୍ଡିଆନ।

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଉତ୍ସାହଜନକ ରହିଥିଲା ମତଦାନ। ଓଡିଶାର ୫ଟି ଲୋକସଭା କ୍ଷେତ୍ର ବରଗଡ, ସୁନ୍ଦରଗଡ଼, ଆସିକା,ବଲାଙ୍ଗୀର, କନ୍ଧମାଳ ପାଇଁ ଭୋଟ ପଡିଥିବା ବେଳେ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମଧ୍ୟ ମତଦାନ ହୋଇଥିଲା। ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ଚାଲିଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର