ନବୀନଙ୍କ ବଡ଼ ନିଷ୍ପତ୍ତି : ଉପରାଷ୍ଟ୍ରପତି ନିର୍ବାଚନରୁ ବିରତ ରହିବ ବିଜେଡି
ଭୁବନେଶ୍ବର : ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆସନ୍ତାକାଲି ହେବାକୁ ଥିବା ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭାଗ ନେବନି। ଭୋଟ୍ ଦାନ ପ୍ରକ୍ରିୟାରୁ ବିଜେଡି ସାଂସଦମାନେ ବିରତ ରହିବା ନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି ।