ପ୍ରାକ୍ ନିର୍ବାଚନୀ ଜାତୀୟ ସର୍ଭେ: ୨୦୨୪ ନିର୍ବାଚନରେ ବିଜେଡି ଜିତିବ ୧୨୮ ବିଧାନସଭା ଆସନ

The Sakala Picture
Published On

ଭୁବନେଶ୍ବର: ୨୦୨୪ ନିର୍ବାଚନରେ ଓଡ଼ିଶାବାସୀ ପୁଣି ଫୁଙ୍କିବେ ଶଙ୍ଖ । ତେବେ ଏହି ନିର୍ବାଚନ ବିଜେଡି ପାଇଁ ହେବାକୁ ଯାଉଛି ଐତିହାସିକ । କାରଣ ଏହି ନିର୍ବାଚନରେ ବିଜେଡି ରେକର୍ଡ ସଂଖ୍ୟାରେ ବିଧାନସଭା ଆସିନରେ ଜିତିବାକୁ ଯାଉଛି । ଖାଲି ସେତିକି ନୁହେଁ, ଏହାସହ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନେତୃତ୍ବରେ ଜନତା ଦଳ ୧୯୯୦ରେ ଜିତିଥିବା ୧୨୩ ବିଧାନସଭା ଆସନର ରେକର୍ଡ ମଧ୍ୟ ଭାଙ୍ଗିବାକୁ ଯାଉଛି ବିଜେଡି । ଅର୍ଥାତ ୨୦୨୪ ନିର୍ବାଚନରେ ବିଜେଡି ୧୨୮ […]

ଭୁବନେଶ୍ବର: ୨୦୨୪ ନିର୍ବାଚନରେ ଓଡ଼ିଶାବାସୀ ପୁଣି ଫୁଙ୍କିବେ ଶଙ୍ଖ । ତେବେ ଏହି ନିର୍ବାଚନ ବିଜେଡି ପାଇଁ ହେବାକୁ ଯାଉଛି ଐତିହାସିକ । କାରଣ ଏହି ନିର୍ବାଚନରେ ବିଜେଡି ରେକର୍ଡ ସଂଖ୍ୟାରେ ବିଧାନସଭା ଆସିନରେ ଜିତିବାକୁ ଯାଉଛି । ଖାଲି ସେତିକି ନୁହେଁ, ଏହାସହ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନେତୃତ୍ବରେ ଜନତା ଦଳ ୧୯୯୦ରେ ଜିତିଥିବା ୧୨୩ ବିଧାନସଭା ଆସନର ରେକର୍ଡ ମଧ୍ୟ ଭାଙ୍ଗିବାକୁ ଯାଉଛି ବିଜେଡି । ଅର୍ଥାତ ୨୦୨୪ ନିର୍ବାଚନରେ ବିଜେଡି ୧୨୮ ଆସନରେ ଜିତିବାକୁ ଯାଉଛି । ଏମିତି କହୁଛି ପ୍ରାକ୍ ନିର୍ବାଚନୀ ଜାତୀୟ ସର୍ଭେ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ସର୍ଭେ ଅନୁସାରେ ବିଜେପି ବିଜେପି ୧୩, କଂଗ୍ରେସ ୪,  ସିପିଏମ ଗୋଟିଏ ଏବଂ ସ୍ବାଧୀନ ପ୍ରାର୍ଥୀ ଗୋଟିଏ ବିଧାନସଭା ଆସନରେ ବିଜୟୀ ହେବେ ନେଇ ରିପୋର୍ଟ ପ୍ରକାଶ ପାଇଛି । ୧୭ଟି ଲୋକସଭା ଆସନରେ ବିଜେଡି ସମସ୍ତ ୭ଟି ବିଧାନସଭା ଆସନ ଏବଂ ଅବଶିଷ୍ଟ ୪ଟି ଲୋକସଭା ଆସନରୁ ଦଳ ୨ରୁ ୩ଟି ଲେଖାଏଁ ବିଧାନସଭା ଆସନ ଜିତିବ ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ; କହିଲେ, ବିଜେପି ସରକାରରେ ନେତୃତ୍ୱ ସଙ୍କଟ, ବଢୁଛି ନାରୀ ନିର୍ଯାତନା

ଏକା ସାଙ୍ଗରେ ଲୋକସଭା ଓ ବିଧାନସଭା ନିର୍ବାଚନ ହେଉଥିବା ରାଜ୍ଯଗୁଡ଼ିକରେ ଏହି ସର୍ଭେ କରାଯାଇଥିଲା । ଏବେ ୱାନ ନେସନ- ୱାନ ଇଲେକ୍ସନ ବା ଗୋଟିଏ  ଦେଶ- ଗୋଟିଏ ନିର୍ବାଚନ କଥା ଉଠୁଥିବା ବେଳେ ଓଡ଼ିଶାରେ ୨୦୦୪ ମସିହାରୁ ଏହି ଧାରାରେ ନିର୍ବାଚନ ହୋଇ ଆସୁଛି ।

ଆହୁରି ପଢ଼ନ୍ତୁ: 'ସୁଭଦ୍ରା' ଯୋଜନାକୁ ନେଇ ବଡ ଖବର: ଆସନ୍ତାକାଲି ମହିଳା ଦିବସରେ ମିଳିବ ଚତୁର୍ଥ କିସ୍ତି

ସୂଚନାଯୋଗ୍ୟ, ୨୦୦୦ ମହିସାରୁ ବିଜେଡି ସରକାରକୁ ଆସିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ରହି ଆସିଛନ୍ତି । ୨୪ ବର୍ଷ ଭିତରେ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ଆଣିଛନ୍ତି ଯୁଗାନ୍ତକାରୀ ପରିବର୍ତ୍ତନ । ପ୍ରତିଟି ଓଡ଼ିଆଙ୍କ ପାଇଁ ହୋଇଛି କିଛି ନା କିଛି ବ୍ୟବସ୍ଥା । ସବୁ କ୍ଷେତ୍ରରେ ବିଶାର ଶିଖର ଛୁଇଁଛି ଓଡ଼ିଶା । ଆଉ ଏହାର ପ୍ରତିଫଳନ ଭୋଟରେ ଦେଖିବାକୁ ମିଳିଛି । ନିର୍ବାଚନ ପରେ ନିର୍ବାଚନ ହେଉଛି ଆଉ ପ୍ରତି ଥର ବିଜେଡି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହୁରି ସଦୃଢ଼ ହୋଇ କ୍ଷମତାକୁ ଫେରୁଛନ୍ତି । ପ୍ରତି ନିର୍ବାଚନରେ ବିଜେଡିର ଆସନ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ବର୍ଷର ଶାସନ ନବୀନଙ୍କ ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ପରିପାରିଛି ।

23 Feb 2024 By The Sakala

ପ୍ରାକ୍ ନିର୍ବାଚନୀ ଜାତୀୟ ସର୍ଭେ: ୨୦୨୪ ନିର୍ବାଚନରେ ବିଜେଡି ଜିତିବ ୧୨୮ ବିଧାନସଭା ଆସନ

ଭୁବନେଶ୍ବର: ୨୦୨୪ ନିର୍ବାଚନରେ ଓଡ଼ିଶାବାସୀ ପୁଣି ଫୁଙ୍କିବେ ଶଙ୍ଖ । ତେବେ ଏହି ନିର୍ବାଚନ ବିଜେଡି ପାଇଁ ହେବାକୁ ଯାଉଛି ଐତିହାସିକ । କାରଣ ଏହି ନିର୍ବାଚନରେ ବିଜେଡି ରେକର୍ଡ ସଂଖ୍ୟାରେ ବିଧାନସଭା ଆସିନରେ ଜିତିବାକୁ ଯାଉଛି । ଖାଲି ସେତିକି ନୁହେଁ, ଏହାସହ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନେତୃତ୍ବରେ ଜନତା ଦଳ ୧୯୯୦ରେ ଜିତିଥିବା ୧୨୩ ବିଧାନସଭା ଆସନର ରେକର୍ଡ ମଧ୍ୟ ଭାଙ୍ଗିବାକୁ ଯାଉଛି ବିଜେଡି । ଅର୍ଥାତ ୨୦୨୪ ନିର୍ବାଚନରେ ବିଜେଡି ୧୨୮ ଆସନରେ ଜିତିବାକୁ ଯାଉଛି । ଏମିତି କହୁଛି ପ୍ରାକ୍ ନିର୍ବାଚନୀ ଜାତୀୟ ସର୍ଭେ ।

ସର୍ଭେ ଅନୁସାରେ ବିଜେପି ବିଜେପି ୧୩, କଂଗ୍ରେସ ୪,  ସିପିଏମ ଗୋଟିଏ ଏବଂ ସ୍ବାଧୀନ ପ୍ରାର୍ଥୀ ଗୋଟିଏ ବିଧାନସଭା ଆସନରେ ବିଜୟୀ ହେବେ ନେଇ ରିପୋର୍ଟ ପ୍ରକାଶ ପାଇଛି । ୧୭ଟି ଲୋକସଭା ଆସନରେ ବିଜେଡି ସମସ୍ତ ୭ଟି ବିଧାନସଭା ଆସନ ଏବଂ ଅବଶିଷ୍ଟ ୪ଟି ଲୋକସଭା ଆସନରୁ ଦଳ ୨ରୁ ୩ଟି ଲେଖାଏଁ ବିଧାନସଭା ଆସନ ଜିତିବ ।

ଏକା ସାଙ୍ଗରେ ଲୋକସଭା ଓ ବିଧାନସଭା ନିର୍ବାଚନ ହେଉଥିବା ରାଜ୍ଯଗୁଡ଼ିକରେ ଏହି ସର୍ଭେ କରାଯାଇଥିଲା । ଏବେ ୱାନ ନେସନ- ୱାନ ଇଲେକ୍ସନ ବା ଗୋଟିଏ  ଦେଶ- ଗୋଟିଏ ନିର୍ବାଚନ କଥା ଉଠୁଥିବା ବେଳେ ଓଡ଼ିଶାରେ ୨୦୦୪ ମସିହାରୁ ଏହି ଧାରାରେ ନିର୍ବାଚନ ହୋଇ ଆସୁଛି ।

ସୂଚନାଯୋଗ୍ୟ, ୨୦୦୦ ମହିସାରୁ ବିଜେଡି ସରକାରକୁ ଆସିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ରହି ଆସିଛନ୍ତି । ୨୪ ବର୍ଷ ଭିତରେ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ଆଣିଛନ୍ତି ଯୁଗାନ୍ତକାରୀ ପରିବର୍ତ୍ତନ । ପ୍ରତିଟି ଓଡ଼ିଆଙ୍କ ପାଇଁ ହୋଇଛି କିଛି ନା କିଛି ବ୍ୟବସ୍ଥା । ସବୁ କ୍ଷେତ୍ରରେ ବିଶାର ଶିଖର ଛୁଇଁଛି ଓଡ଼ିଶା । ଆଉ ଏହାର ପ୍ରତିଫଳନ ଭୋଟରେ ଦେଖିବାକୁ ମିଳିଛି । ନିର୍ବାଚନ ପରେ ନିର୍ବାଚନ ହେଉଛି ଆଉ ପ୍ରତି ଥର ବିଜେଡି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହୁରି ସଦୃଢ଼ ହୋଇ କ୍ଷମତାକୁ ଫେରୁଛନ୍ତି । ପ୍ରତି ନିର୍ବାଚନରେ ବିଜେଡିର ଆସନ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ବର୍ଷର ଶାସନ ନବୀନଙ୍କ ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ପରିପାରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର