ବିଜେଡିର ଭୁବନେଶ୍ୱର ଜିଲ୍ଲା କମିଟି ପୁନର୍ଗଠିତ, ସୁଶାନ୍ତ ରାଉତ ଜିଲ୍ଲା ସଭାପତି ଭାବେ ନିଯୁକ୍ତ

The Sakala Picture
Published On

ଭୁବନେଶ୍ୱର: ବିଜେଡିର ଭୁବନେଶ୍ୱର ଜିଲ୍ଲା କମିଟି ପୁନର୍ଗଠିତ କରାଯାଇଛି। ସୁଶାନ୍ତ ରାଉତଙ୍କୁ ଭୁବନେଶ୍ୱର ଜିଲ୍ଲା ସଭାପତି ଭାବେ ନିଯୁକ୍ତ କରାଯାଇଛି। ଏକାମ୍ର ବିଧାନସଭା କ୍ଷେତ୍ର ପାଇଁ ୮ ଜଣ ଉପଦେଷ୍ଟା, ୭ ଉପସଭାପତିଙ୍କୁ ନିଯୁକ୍ତି ଦିଆଯାଇଛି। କମିଟିରେ ୬ଜଣ ସାଧାରଣ ସମ୍ପାଦକ ଓ ୨୪ଜଣ ସମ୍ପାଦକ ନିଯୁକ୍ତ ହୋଇଛନ୍ତି। ମଧ୍ୟ ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ପାଇଁ ୯ ଉପଦେଷ୍ଟା ନିଯୁକ୍ତ ହୋଇଛନ୍ତି। ୧୦ ଜଣ ଉପସଭାପତି, ୧୨ ସାଧାରଣ ସମ୍ପାଦକ, ୨୩ ସମ୍ପାଦକ ନିଯୁକ୍ତ ହୋଇଛନ୍ତି। ଉତ୍ତର ଭୁବନେଶ୍ୱର […]

ଭୁବନେଶ୍ୱର: ବିଜେଡିର ଭୁବନେଶ୍ୱର ଜିଲ୍ଲା କମିଟି ପୁନର୍ଗଠିତ କରାଯାଇଛି। ସୁଶାନ୍ତ ରାଉତଙ୍କୁ ଭୁବନେଶ୍ୱର ଜିଲ୍ଲା ସଭାପତି ଭାବେ ନିଯୁକ୍ତ କରାଯାଇଛି। ଏକାମ୍ର ବିଧାନସଭା କ୍ଷେତ୍ର ପାଇଁ ୮ ଜଣ ଉପଦେଷ୍ଟା, ୭ ଉପସଭାପତିଙ୍କୁ ନିଯୁକ୍ତି ଦିଆଯାଇଛି। କମିଟିରେ ୬ଜଣ ସାଧାରଣ ସମ୍ପାଦକ ଓ ୨୪ଜଣ ସମ୍ପାଦକ ନିଯୁକ୍ତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ମଧ୍ୟ ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ପାଇଁ ୯ ଉପଦେଷ୍ଟା ନିଯୁକ୍ତ ହୋଇଛନ୍ତି। ୧୦ ଜଣ ଉପସଭାପତି, ୧୨ ସାଧାରଣ ସମ୍ପାଦକ, ୨୩ ସମ୍ପାଦକ ନିଯୁକ୍ତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

ଉତ୍ତର ଭୁବନେଶ୍ୱର ବିଧାନସଭା କ୍ଷେତ୍ର ପାଇଁ ୧୦ ଉପଦେଷ୍ଟା, ୧୦ ଉପସଭାପତି, ୯ ସାଧାରଣ ସମ୍ପାଦକ, ୨୫ ସମ୍ପାଦକ ନିଯୁକ୍ତ ହୋଇଥିବା ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର