ନିର୍ବାଚନ ପ୍ରଚାରରେ ଶିଶୁଙ୍କୁ ବ୍ୟବହାର କରୁଛି ବିଜେପି, ସିଇଓଙ୍କୁ ଫେରାଦ ହେଲା ବିଜେଡି

The Sakala Picture
Published On

ଭୁବନେଶ୍ବର: ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି। ନିର୍ବାଚନ ପ୍ରଚାରରେ ଶିଶୁଙ୍କୁ ବ୍ୟବହାର କରୁଛି ବିଜେପି। ଯାହାକୁ ବିରୋଧ କରି ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି। ପୂର୍ବରୁ ପ୍ରଭାତୀ ପରିଡା, ଧମେନ୍ଦ୍ର ପ୍ରଧାନ, ଅପରାଜିତ ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା ତାଙ୍କ ରାଲିରେ ଶିଶୁଙ୍କ ବ୍ୟବହାର କରିବା ନେଇ ଅଭିଯୋଗ ହୋଇଥିଲା। ଏବେ ଭୁବନେଶ୍ୱର ବିଜେପି ମଧ୍ୟ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ତାଙ୍କ ରାଲିରେ ଶିଶୁଙ୍କ ପ୍ରଚାର ପ୍ରସାରରେ ବ୍ୟବହାର କରିଛନ୍ତି। ଯାହାକି ଶିଶୁଙ୍କ ମାନବଧିକାର […]

ଭୁବନେଶ୍ବର: ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି। ନିର୍ବାଚନ ପ୍ରଚାରରେ ଶିଶୁଙ୍କୁ ବ୍ୟବହାର କରୁଛି ବିଜେପି। ଯାହାକୁ ବିରୋଧ କରି ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି। ପୂର୍ବରୁ ପ୍ରଭାତୀ ପରିଡା, ଧମେନ୍ଦ୍ର ପ୍ରଧାନ, ଅପରାଜିତ ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା ତାଙ୍କ ରାଲିରେ ଶିଶୁଙ୍କ ବ୍ୟବହାର କରିବା ନେଇ ଅଭିଯୋଗ ହୋଇଥିଲା।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ପୁଣି କରୋନା ଛନକା: ଗଞ୍ଜାମରେ ଚିହ୍ନଟ ହେଲେ ନୂଆ କୋଭିଡ-୧୯ ଆକ୍ରାନ୍ତ !

ଏବେ ଭୁବନେଶ୍ୱର ବିଜେପି ମଧ୍ୟ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ତାଙ୍କ ରାଲିରେ ଶିଶୁଙ୍କ ପ୍ରଚାର ପ୍ରସାରରେ ବ୍ୟବହାର କରିଛନ୍ତି। ଯାହାକି ଶିଶୁଙ୍କ ମାନବଧିକାର କ୍ଷୁର୍ଣ୍ଣ ହେଉଛି। ଯାହା ନିର୍ବାଚନ ଆଚରଣ ବିଧି ଉଲଂଘନ ହେଉଛି ବୋଲି କହିଛି ବିଜେଡି। ଯେଉଁଭଳି ଭାବେ ଗ୍ରୀଷ୍ମ ଋତୁରେ ତାପମାତ୍ରା ରହିଛି,ସେହି ସମୟରେ ଶିଶୁଙ୍କୁ ପ୍ରଚାରରେ ବ୍ୟବହାର କରିବା ବିଜେପିର ହୀନ ମାନବିକତାର ପରିଚୟ ବୋଲି କହିଛି ବିଜେଡି। ତେଣୁ ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଦୃଢ଼ କଯ୍ୟନୁଷ୍ଠାନ ନେବାକୁ ବିଜେଡି ସିଇଓଙ୍କ ନିକଟରେ ଦାବି କରିଛି।

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

22 May 2024 By The Sakala

ନିର୍ବାଚନ ପ୍ରଚାରରେ ଶିଶୁଙ୍କୁ ବ୍ୟବହାର କରୁଛି ବିଜେପି, ସିଇଓଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ବର: ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି। ନିର୍ବାଚନ ପ୍ରଚାରରେ ଶିଶୁଙ୍କୁ ବ୍ୟବହାର କରୁଛି ବିଜେପି। ଯାହାକୁ ବିରୋଧ କରି ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି। ପୂର୍ବରୁ ପ୍ରଭାତୀ ପରିଡା, ଧମେନ୍ଦ୍ର ପ୍ରଧାନ, ଅପରାଜିତ ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା ତାଙ୍କ ରାଲିରେ ଶିଶୁଙ୍କ ବ୍ୟବହାର କରିବା ନେଇ ଅଭିଯୋଗ ହୋଇଥିଲା।

ଏବେ ଭୁବନେଶ୍ୱର ବିଜେପି ମଧ୍ୟ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ତାଙ୍କ ରାଲିରେ ଶିଶୁଙ୍କ ପ୍ରଚାର ପ୍ରସାରରେ ବ୍ୟବହାର କରିଛନ୍ତି। ଯାହାକି ଶିଶୁଙ୍କ ମାନବଧିକାର କ୍ଷୁର୍ଣ୍ଣ ହେଉଛି। ଯାହା ନିର୍ବାଚନ ଆଚରଣ ବିଧି ଉଲଂଘନ ହେଉଛି ବୋଲି କହିଛି ବିଜେଡି। ଯେଉଁଭଳି ଭାବେ ଗ୍ରୀଷ୍ମ ଋତୁରେ ତାପମାତ୍ରା ରହିଛି,ସେହି ସମୟରେ ଶିଶୁଙ୍କୁ ପ୍ରଚାରରେ ବ୍ୟବହାର କରିବା ବିଜେପିର ହୀନ ମାନବିକତାର ପରିଚୟ ବୋଲି କହିଛି ବିଜେଡି। ତେଣୁ ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଦୃଢ଼ କଯ୍ୟନୁଷ୍ଠାନ ନେବାକୁ ବିଜେଡି ସିଇଓଙ୍କ ନିକଟରେ ଦାବି କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର