ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ସାମ୍ବିଧାନିକ ଅନୁଷ୍ଠାନକୁ ବିଜେପିର ଅପମାନ ଦୁର୍ଭାଗ୍ୟଜନକ: ବିଜେଡି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିଶନ ଭଳି ଏକ ସାମ୍ବିଧାନିକ ପଦ ମର୍ଯ୍ୟାଦା ଥିବା ଅନୁଷ୍ଠାନକୁ ଓଡ଼ିଶା ବିଜେପି ଅସମ୍ମାନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ। ଏଭଳି ମନ୍ତବ୍ୟ ଯୋଗୁଁ ଆଜି ଆଉଥରେ ବିଜେପି ଓଡ଼ିଶାବାସୀଙ୍କ ସମ୍ମୁଖରେ ଲୋକହସା ହୋଇଛି ବୋଲି ବିଜେଡି ମୁଖପାତ୍ର ଲେନିନ୍‍ ମହାନ୍ତି କହିଛନ୍ତି। ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଶ୍ରୀ ମହାନ୍ତି କହିଛନ୍ତି ଯେ କ୍ରମାଗତ ଭାବରେ ନିଜର ଅହଂକାର ଯୋଗୁଁ ଉଭୟ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେପି […]

ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିଶନ ଭଳି ଏକ ସାମ୍ବିଧାନିକ ପଦ ମର୍ଯ୍ୟାଦା ଥିବା ଅନୁଷ୍ଠାନକୁ ଓଡ଼ିଶା ବିଜେପି ଅସମ୍ମାନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ। ଏଭଳି ମନ୍ତବ୍ୟ ଯୋଗୁଁ ଆଜି ଆଉଥରେ ବିଜେପି ଓଡ଼ିଶାବାସୀଙ୍କ ସମ୍ମୁଖରେ ଲୋକହସା ହୋଇଛି ବୋଲି ବିଜେଡି ମୁଖପାତ୍ର ଲେନିନ୍‍ ମହାନ୍ତି କହିଛନ୍ତି। ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଶ୍ରୀ ମହାନ୍ତି କହିଛନ୍ତି ଯେ କ୍ରମାଗତ ଭାବରେ ନିଜର ଅହଂକାର ଯୋଗୁଁ ଉଭୟ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେପି ଓଡ଼ିଶାବାସୀଙ୍କ ଦ୍ୱାରା ପରାସ୍ତ ପରେ ମଧ୍ୟ କଛି ଶିଖିପାରିଲା ନାହିଁ। ୨୦୧୯ରୁ ଯେତେସବୁ ଉପନିର୍ବାଚନ ହୋଇଛି ସେଥିରେ ଓଡ଼ିଶାବାସୀ ବିଜେଡିକୁ ବିଜୟ ତିଳକ ପିନ୍ଧାଇଛନ୍ତି। ଏପରିକି ୨୦୧୯ ନିର୍ବାଚନରେ ବିଜେପି ଜିଣିଥିବା ନିର୍ବାଚନମଣ୍ଡଳୀରେ ମଧ୍ୟ ତାକୁ ପରାଜୟର ରାସ୍ତା ଦେଖାଇଛନ୍ତି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର ଛଉ ନୃତ୍ୟଗୁରୁ ପାଗୁଲୁ ଜେନାଙ୍କୁ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ସମ୍ମାନ

ଆମେ ଆଶା କରୁଛୁ ଯେ ରାଜ୍ୟ ବିଜେପି ସର୍ବୋଚ୍ଚ ନ୍ୟାୟାଳୟ, ଉଚ୍ଚ ନ୍ୟାୟାଳୟ, ଜାତୀୟ ନିର୍ବାଚନ କମିଶନ ଓ ରାଜ୍ୟ ନିର୍ବାଚନ କମିଶନ ଭଳି ସାମ୍ବିଧାନିକ ଅନୁଷ୍ଠାନଗୁଡିକୁ ସମ୍ମାନ ଦେବା ଶିଖୁ। ଯଦି ସେମାନଙ୍କର କୌଣସି ଅଭିଯୋଗ ଅଛି ତେବେ ସେମାନେ ନ୍ୟାୟାଳୟର ଦ୍ୱାରସ୍ଥ ହୋଇ ନିଜର ମତ ରଖିପାରିବେ। ତାହା ନକରି ରାଜ୍ୟ ନିର୍ବାଚନ କମିଶନ ଭଳି ଏକ ସାମ୍ବିଧାନିକ ଅନୁଷ୍ଠାନକୁ ଅସମ୍ମାନ କରିବା ଓ ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବା ଉଚିତ୍‍ ନୁହେଁ ବୋଲି ବିଜେଡି ମୁଖପାତ୍ର କହିଛନ୍ତି। ସେ ପଞ୍ଚାୟତ, ପୌର କିମ୍ବା ସାଧାରଣ ନିର୍ବାଚନ ହେଉ ବିଜୁ ଜନତା ଦଳ ସବୁବେଳେ ନିର୍ବାଚନ ପାଇଁ ପ୍ରସ୍ତୁତ ଅଛି। କାରଣ ଆମେ ନିର୍ବାଚନ ପାଇଁ ନୁହେଁ, ଲୋକଙ୍କ ପାଇଁ କାମ କରୁ। ଏଥିପାଇଁ ଓଡ଼ିଶାବାସୀ ଆମ ଭଲ କାମ ପାଇଁ ଆମକୁ ପ୍ରତ୍ୟେକଟି ନିର୍ବାଚନରେ ଆର୍ଶୀବାଦ କରି ଜୟଯୁକ୍ତ କରାଉଛନ୍ତି ବୋଲି ଶ୍ରୀ ମହାନ୍ତି କହିଛନ୍ତି।

ଆହୁରି ପଢ଼ନ୍ତୁ: ଭଦ୍ରକରେ ମହୁମାଛି ଆକ୍ରମଣରେ ମହିଳାଙ୍କ ମୃତ୍ୟୁ, ୧୨ରୁ ଅଧିକ ଆହତ

26 Jul 2021 By The Sakala

ସାମ୍ବିଧାନିକ ଅନୁଷ୍ଠାନକୁ ବିଜେପିର ଅପମାନ ଦୁର୍ଭାଗ୍ୟଜନକ: ବିଜେଡି

ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିଶନ ଭଳି ଏକ ସାମ୍ବିଧାନିକ ପଦ ମର୍ଯ୍ୟାଦା ଥିବା ଅନୁଷ୍ଠାନକୁ ଓଡ଼ିଶା ବିଜେପି ଅସମ୍ମାନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ। ଏଭଳି ମନ୍ତବ୍ୟ ଯୋଗୁଁ ଆଜି ଆଉଥରେ ବିଜେପି ଓଡ଼ିଶାବାସୀଙ୍କ ସମ୍ମୁଖରେ ଲୋକହସା ହୋଇଛି ବୋଲି ବିଜେଡି ମୁଖପାତ୍ର ଲେନିନ୍‍ ମହାନ୍ତି କହିଛନ୍ତି। ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଶ୍ରୀ ମହାନ୍ତି କହିଛନ୍ତି ଯେ କ୍ରମାଗତ ଭାବରେ ନିଜର ଅହଂକାର ଯୋଗୁଁ ଉଭୟ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେପି ଓଡ଼ିଶାବାସୀଙ୍କ ଦ୍ୱାରା ପରାସ୍ତ ପରେ ମଧ୍ୟ କଛି ଶିଖିପାରିଲା ନାହିଁ। ୨୦୧୯ରୁ ଯେତେସବୁ ଉପନିର୍ବାଚନ ହୋଇଛି ସେଥିରେ ଓଡ଼ିଶାବାସୀ ବିଜେଡିକୁ ବିଜୟ ତିଳକ ପିନ୍ଧାଇଛନ୍ତି। ଏପରିକି ୨୦୧୯ ନିର୍ବାଚନରେ ବିଜେପି ଜିଣିଥିବା ନିର୍ବାଚନମଣ୍ଡଳୀରେ ମଧ୍ୟ ତାକୁ ପରାଜୟର ରାସ୍ତା ଦେଖାଇଛନ୍ତି।

ଆମେ ଆଶା କରୁଛୁ ଯେ ରାଜ୍ୟ ବିଜେପି ସର୍ବୋଚ୍ଚ ନ୍ୟାୟାଳୟ, ଉଚ୍ଚ ନ୍ୟାୟାଳୟ, ଜାତୀୟ ନିର୍ବାଚନ କମିଶନ ଓ ରାଜ୍ୟ ନିର୍ବାଚନ କମିଶନ ଭଳି ସାମ୍ବିଧାନିକ ଅନୁଷ୍ଠାନଗୁଡିକୁ ସମ୍ମାନ ଦେବା ଶିଖୁ। ଯଦି ସେମାନଙ୍କର କୌଣସି ଅଭିଯୋଗ ଅଛି ତେବେ ସେମାନେ ନ୍ୟାୟାଳୟର ଦ୍ୱାରସ୍ଥ ହୋଇ ନିଜର ମତ ରଖିପାରିବେ। ତାହା ନକରି ରାଜ୍ୟ ନିର୍ବାଚନ କମିଶନ ଭଳି ଏକ ସାମ୍ବିଧାନିକ ଅନୁଷ୍ଠାନକୁ ଅସମ୍ମାନ କରିବା ଓ ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବା ଉଚିତ୍‍ ନୁହେଁ ବୋଲି ବିଜେଡି ମୁଖପାତ୍ର କହିଛନ୍ତି। ସେ ପଞ୍ଚାୟତ, ପୌର କିମ୍ବା ସାଧାରଣ ନିର୍ବାଚନ ହେଉ ବିଜୁ ଜନତା ଦଳ ସବୁବେଳେ ନିର୍ବାଚନ ପାଇଁ ପ୍ରସ୍ତୁତ ଅଛି। କାରଣ ଆମେ ନିର୍ବାଚନ ପାଇଁ ନୁହେଁ, ଲୋକଙ୍କ ପାଇଁ କାମ କରୁ। ଏଥିପାଇଁ ଓଡ଼ିଶାବାସୀ ଆମ ଭଲ କାମ ପାଇଁ ଆମକୁ ପ୍ରତ୍ୟେକଟି ନିର୍ବାଚନରେ ଆର୍ଶୀବାଦ କରି ଜୟଯୁକ୍ତ କରାଉଛନ୍ତି ବୋଲି ଶ୍ରୀ ମହାନ୍ତି କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର