ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

କରୋନା ମୁକାବିଲା: ଔଷଧ କଳାବଜାର ରୋକିବାକୁ ଗଠନ ହେଲା ୨୩ଟି ସ୍କ୍ବାଡ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ବଢୁଥିବା ବେଳେ କରୋନା ରୋଗୀଙ୍କ ଚିକିତ୍ସାରେ ବ୍ୟବହାର ହେଉଥିବା ଔଷଧର ଘୋର ଅଭାବ ଦେଖାଦେଉଥିବା ଅଭିଯୋଗ ହେଉଛି। ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ସ୍କ୍ୱାଡ ଗଠନ କରିଛନ୍ତି। ରାଜ୍ୟରେ ଜରୁରୀ ଔଷଧ, ସ୍ୱାସ୍ଥ୍ୟ ସାମଗ୍ରୀ କଳାବଜାର ରୋକିବା ପାଇଁ ଏହି ସ୍ୱତନ୍ତ୍ର ସ୍କ୍ୱାଡ ଗଠନ କରାଯାଇଛି। ସାରା ରାଜ୍ୟ ପାଇଁ ୨୩ଟି ସ୍କ୍ୱାଡ ହୋଇଛି। ସେଥିରୁ କଟକ ଓ ଭୁବନେଶ୍ୱର ପାଇଁ ୭ଟି ସ୍କ୍ୱାଡ ଗଠନ କରାଯାଇଥିବା […]

ଭୁବନେଶ୍ୱର: ରାଜ୍ଯରେ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ବଢୁଥିବା ବେଳେ କରୋନା ରୋଗୀଙ୍କ ଚିକିତ୍ସାରେ ବ୍ୟବହାର ହେଉଥିବା ଔଷଧର ଘୋର ଅଭାବ ଦେଖାଦେଉଥିବା ଅଭିଯୋଗ ହେଉଛି। ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ସ୍କ୍ୱାଡ ଗଠନ କରିଛନ୍ତି। ରାଜ୍ୟରେ ଜରୁରୀ ଔଷଧ, ସ୍ୱାସ୍ଥ୍ୟ ସାମଗ୍ରୀ କଳାବଜାର ରୋକିବା ପାଇଁ ଏହି ସ୍ୱତନ୍ତ୍ର ସ୍କ୍ୱାଡ ଗଠନ କରାଯାଇଛି। ସାରା ରାଜ୍ୟ ପାଇଁ ୨୩ଟି ସ୍କ୍ୱାଡ ହୋଇଛି।

ଆହୁରି ପଢ଼ନ୍ତୁ: ତଳମୁହାଁ ଆଇନଶୃଙ୍ଖଳା: ରାସ୍ତା ଉପରେ ଗାଈଗୋରୁକୁ ପିଟିବା ପରି କାଠ ଫାଳିଆରେ ଯୁବକଙ୍କୁ ନିସ୍ତୁକ ମାଡ଼...

ଆହୁରି ପଢ଼ନ୍ତୁ: ଲଭ, ସେକ୍ସ, ଧୋକା ଅଭିଯୋଗରେ ଓଡିଆ ଅଭିନେତା ଗିରଫ, ବିବାହର ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସମ୍ପର୍କ

ସେଥିରୁ କଟକ ଓ ଭୁବନେଶ୍ୱର ପାଇଁ ୭ଟି ସ୍କ୍ୱାଡ ଗଠନ କରାଯାଇଥିବା ବେଳେ ରାଜ୍ୟର ଅନ୍ୟ ଅଞ୍ଚଳ ପାଇଁ ୧୫ ସ୍କ୍ୱାଡ। ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ଯଶୱନ୍ତ ଜେଠୱା ଗଣମାଧ୍ୟମକୁ କହିଛନ୍ତି। ଏହି ସ୍କ୍ୱାଡ଼ ଷ୍ଟକ୍‌ ଯାଞ୍ଚ କରିବେ। ଯଦି କିଛି କଳାବଜାର ହେଉଥିବ, ତାହା ହେଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ଯନୁଷ୍ଠାନ ଗ୍ରହଣ କରାଯିବ ବୋଲି କ୍ରାଇମବ୍ରାଞ୍ଚ ଏଡିଜି କହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜଧାନୀ ଅପହରଣ ଉଦ୍ୟମ: ମୁଣ୍ଡ ଜାମିନ ରଖି ଟଙ୍କା ମାଗୁଥିଲେ, ୫ଦୁର୍ବୃତ୍ତ ଥାନାରେ ଅଟକ

19 Apr 2021 By The Sakala

କରୋନା ମୁକାବିଲା: ଔଷଧ କଳାବଜାର ରୋକିବାକୁ ଗଠନ ହେଲା ୨୩ଟି ସ୍କ୍ବାଡ୍

ଭୁବନେଶ୍ୱର: ରାଜ୍ଯରେ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ବଢୁଥିବା ବେଳେ କରୋନା ରୋଗୀଙ୍କ ଚିକିତ୍ସାରେ ବ୍ୟବହାର ହେଉଥିବା ଔଷଧର ଘୋର ଅଭାବ ଦେଖାଦେଉଥିବା ଅଭିଯୋଗ ହେଉଛି। ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ସ୍କ୍ୱାଡ ଗଠନ କରିଛନ୍ତି। ରାଜ୍ୟରେ ଜରୁରୀ ଔଷଧ, ସ୍ୱାସ୍ଥ୍ୟ ସାମଗ୍ରୀ କଳାବଜାର ରୋକିବା ପାଇଁ ଏହି ସ୍ୱତନ୍ତ୍ର ସ୍କ୍ୱାଡ ଗଠନ କରାଯାଇଛି। ସାରା ରାଜ୍ୟ ପାଇଁ ୨୩ଟି ସ୍କ୍ୱାଡ ହୋଇଛି।

ସେଥିରୁ କଟକ ଓ ଭୁବନେଶ୍ୱର ପାଇଁ ୭ଟି ସ୍କ୍ୱାଡ ଗଠନ କରାଯାଇଥିବା ବେଳେ ରାଜ୍ୟର ଅନ୍ୟ ଅଞ୍ଚଳ ପାଇଁ ୧୫ ସ୍କ୍ୱାଡ। ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ଯଶୱନ୍ତ ଜେଠୱା ଗଣମାଧ୍ୟମକୁ କହିଛନ୍ତି। ଏହି ସ୍କ୍ୱାଡ଼ ଷ୍ଟକ୍‌ ଯାଞ୍ଚ କରିବେ। ଯଦି କିଛି କଳାବଜାର ହେଉଥିବ, ତାହା ହେଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ଯନୁଷ୍ଠାନ ଗ୍ରହଣ କରାଯିବ ବୋଲି କ୍ରାଇମବ୍ରାଞ୍ଚ ଏଡିଜି କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର