ପରୀକ୍ଷା ନ ଥିଲେ ହଷ୍ଟେଲ ଛାଡ- ବିଏମସି

The Sakala Picture
Published On

ଭୁବନେଶ୍ୱର: ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରାବାସର ଅନ୍ତେବାସୀଙ୍କ ଲାଗି ଗାଇଡ୍‌ଲାଇନ୍ ଜାରି କରିଛି ବିଏମ୍‌ସି। ପରୀକ୍ଷା ସରିଥିବା ଓ ପରୀକ୍ଷା ନ ଥିବା ପିଲାଙ୍କୁ ହଷ୍ଟେଲ ଛାଡ଼ିବାକୁ ବିଏମ୍‌ସି ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଅଭିଭାବକଙ୍କୁ ଏ ନେଇ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ପିଲାଙ୍କ ପରୀକ୍ଷା ସରିନି, ପୂରା ଗାଇଡ୍ ଲାଇନ୍ ମାନି ଚଳିବାକୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଗାଇଡ୍ ଲାଇନ୍ ଜାରି କରାଯାଇଛି। ସୂଚନା ଅନୁଯାୟୀ, ରାଜ୍ଯରେ […]

ଭୁବନେଶ୍ୱର: ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରାବାସର ଅନ୍ତେବାସୀଙ୍କ ଲାଗି ଗାଇଡ୍‌ଲାଇନ୍ ଜାରି କରିଛି ବିଏମ୍‌ସି। ପରୀକ୍ଷା ସରିଥିବା ଓ ପରୀକ୍ଷା ନ ଥିବା ପିଲାଙ୍କୁ ହଷ୍ଟେଲ ଛାଡ଼ିବାକୁ ବିଏମ୍‌ସି ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଅଭିଭାବକଙ୍କୁ ଏ ନେଇ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ପିଲାଙ୍କ ପରୀକ୍ଷା ସରିନି, ପୂରା ଗାଇଡ୍ ଲାଇନ୍ ମାନି ଚଳିବାକୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଗାଇଡ୍ ଲାଇନ୍ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ମୋବାଇଲ୍ ନିଶା ନେଲା ଜୀବନ: ମା'ଙ୍କ ଗାଳି ପରେ ପୁଅର ଆତ୍ମହତ୍ୟା, ଦୁଃଖରେ ବିଷ ପିଇଲେ ମା'

ସୂଚନା ଅନୁଯାୟୀ, ରାଜ୍ଯରେ ଆଜି ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ଯରୁ କେବଳ ରାଜଧାନୀ ଭୁବନେଶ୍ୱରରୁ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଅଂଚଳର ରହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପ୍ରଥମ: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ ଆନ୍ତର୍ଜାତିକ ସ୍ତରରେ ସ୍ୱୀକୃତି ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତାବ

07 Apr 2021 By The Sakala

ପରୀକ୍ଷା ନ ଥିଲେ ହଷ୍ଟେଲ ଛାଡ- ବିଏମସି

ଭୁବନେଶ୍ୱର: ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରାବାସର ଅନ୍ତେବାସୀଙ୍କ ଲାଗି ଗାଇଡ୍‌ଲାଇନ୍ ଜାରି କରିଛି ବିଏମ୍‌ସି। ପରୀକ୍ଷା ସରିଥିବା ଓ ପରୀକ୍ଷା ନ ଥିବା ପିଲାଙ୍କୁ ହଷ୍ଟେଲ ଛାଡ଼ିବାକୁ ବିଏମ୍‌ସି ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଅଭିଭାବକଙ୍କୁ ଏ ନେଇ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ପିଲାଙ୍କ ପରୀକ୍ଷା ସରିନି, ପୂରା ଗାଇଡ୍ ଲାଇନ୍ ମାନି ଚଳିବାକୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଗାଇଡ୍ ଲାଇନ୍ ଜାରି କରାଯାଇଛି।

ସୂଚନା ଅନୁଯାୟୀ, ରାଜ୍ଯରେ ଆଜି ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ଯରୁ କେବଳ ରାଜଧାନୀ ଭୁବନେଶ୍ୱରରୁ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଅଂଚଳର ରହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର