ବିଏମସି ପକ୍ଷରୁ ପ୍ରତିଷ୍ଠା ହେବ ମହିଳାଙ୍କ ପାଇଁ ଭେଣ୍ଡିଂ ଜୋନ, ଏସଏଚଜିଙ୍କ ଦ୍ବାରା ପ୍ରସ୍ତୁତ ସାମଗ୍ରୀ ବିକ୍ରି ପାଇଁ ଉପଲବ୍ଧ ହେବ ସ୍ୱତନ୍ତ୍ର ବଜାର

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ୱରରେ ବିଏମସି ପକ୍ଷରୁ ପ୍ରତିଷ୍ଠା ହେବ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଭେଣ୍ଡିଂ ଜୋନ। ମେୟର ସୁଲୋଚନା ଦାସଙ୍କ ନେତୃତ୍ୱରେ ବିଏମସିର ଏକ ଟିମ ସ୍ଥାନ ଚିହ୍ନଟ କରିଛନ୍ତି। ସିଆରପିଏଫ ଛକରେ ବିସ୍ତୃତ ଜମିକୁ ଚିହ୍ନଟ କରାଯାଇଛି । ଅନ୍ୟୁନ ୫୦ଟି ଦୋକାନର ବ୍ୟବସ୍ଥା ରହିବ ବୋଲି ଜଣାପଡ଼ିଛି। ମହିଳା ଏସଏଚଜିଙ୍କ ଦ୍ଵାରା ପ୍ରସ୍ତୁତ ସାମଗ୍ରୀର ବିକ୍ରିବଟା ପାଇଁ ଉପଲବ୍ଧ ହେବ ସ୍ୱତନ୍ତ୍ର ବଜାର। ମହିଳାଙ୍କୁ ସଶକ୍ତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସରେ ଏହି ପ୍ରକଳ୍ପ ସହାୟକ ହେବ […]

ଭୁବନେଶ୍ବର: ଭୁବନେଶ୍ୱରରେ ବିଏମସି ପକ୍ଷରୁ ପ୍ରତିଷ୍ଠା ହେବ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଭେଣ୍ଡିଂ ଜୋନ। ମେୟର ସୁଲୋଚନା ଦାସଙ୍କ ନେତୃତ୍ୱରେ ବିଏମସିର ଏକ ଟିମ ସ୍ଥାନ ଚିହ୍ନଟ କରିଛନ୍ତି। ସିଆରପିଏଫ ଛକରେ ବିସ୍ତୃତ ଜମିକୁ ଚିହ୍ନଟ କରାଯାଇଛି । ଅନ୍ୟୁନ ୫୦ଟି ଦୋକାନର ବ୍ୟବସ୍ଥା ରହିବ ବୋଲି ଜଣାପଡ଼ିଛି। ମହିଳା ଏସଏଚଜିଙ୍କ ଦ୍ଵାରା ପ୍ରସ୍ତୁତ ସାମଗ୍ରୀର ବିକ୍ରିବଟା ପାଇଁ ଉପଲବ୍ଧ ହେବ ସ୍ୱତନ୍ତ୍ର ବଜାର। ମହିଳାଙ୍କୁ ସଶକ୍ତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସରେ ଏହି ପ୍ରକଳ୍ପ ସହାୟକ ହେବ ବୋଲି ଭୁବନେଶ୍ୱର ମେୟର ସୁଲୋଚନା ଦାସ କହିଛନ୍ତି। ମାର୍ଚ୍ଚ ୮ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମହିଳାଙ୍କ ପାଇଁ ବିଏମସିର ପକ୍ଷରୁ ଏହି ସ୍ବତନ୍ତ୍ର ଭେଣ୍ଡିଂ ଯୋନ ପ୍ରଦାନ କରାଯିବି। ନିର୍ଦ୍ଧାରିତ ସମୟ ପୂର୍ବରୁ ପ୍ରକଳ୍ପ କାର୍ଯ୍ଯ ଶେଷ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ଯ କରାଯାଇଛି।

ଆହୁରି ପଢ଼ନ୍ତୁ: ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା, ସରକାରଙ୍କ ଥିଙ୍କ ଟ୍ୟାଙ୍କ ଭାବରେ କାର୍ଯ୍ୟ କରିବ

21 Oct 2022 By The Sakala

ବିଏମସି ପକ୍ଷରୁ ପ୍ରତିଷ୍ଠା ହେବ ମହିଳାଙ୍କ ପାଇଁ ଭେଣ୍ଡିଂ ଜୋନ, ଏସଏଚଜିଙ୍କ ଦ୍ବାରା ପ୍ରସ୍ତୁତ ସାମଗ୍ରୀ ବିକ୍ରି ପାଇଁ ଉପଲବ୍ଧ ହେବ ସ୍ୱତନ୍ତ୍ର ବଜାର

ଭୁବନେଶ୍ବର: ଭୁବନେଶ୍ୱରରେ ବିଏମସି ପକ୍ଷରୁ ପ୍ରତିଷ୍ଠା ହେବ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଭେଣ୍ଡିଂ ଜୋନ। ମେୟର ସୁଲୋଚନା ଦାସଙ୍କ ନେତୃତ୍ୱରେ ବିଏମସିର ଏକ ଟିମ ସ୍ଥାନ ଚିହ୍ନଟ କରିଛନ୍ତି। ସିଆରପିଏଫ ଛକରେ ବିସ୍ତୃତ ଜମିକୁ ଚିହ୍ନଟ କରାଯାଇଛି । ଅନ୍ୟୁନ ୫୦ଟି ଦୋକାନର ବ୍ୟବସ୍ଥା ରହିବ ବୋଲି ଜଣାପଡ଼ିଛି। ମହିଳା ଏସଏଚଜିଙ୍କ ଦ୍ଵାରା ପ୍ରସ୍ତୁତ ସାମଗ୍ରୀର ବିକ୍ରିବଟା ପାଇଁ ଉପଲବ୍ଧ ହେବ ସ୍ୱତନ୍ତ୍ର ବଜାର। ମହିଳାଙ୍କୁ ସଶକ୍ତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସରେ ଏହି ପ୍ରକଳ୍ପ ସହାୟକ ହେବ ବୋଲି ଭୁବନେଶ୍ୱର ମେୟର ସୁଲୋଚନା ଦାସ କହିଛନ୍ତି। ମାର୍ଚ୍ଚ ୮ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମହିଳାଙ୍କ ପାଇଁ ବିଏମସିର ପକ୍ଷରୁ ଏହି ସ୍ବତନ୍ତ୍ର ଭେଣ୍ଡିଂ ଯୋନ ପ୍ରଦାନ କରାଯିବି। ନିର୍ଦ୍ଧାରିତ ସମୟ ପୂର୍ବରୁ ପ୍ରକଳ୍ପ କାର୍ଯ୍ଯ ଶେଷ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ଯ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର