ଭଡା ଘରୁ ବିବାହିତ ମହିଳାଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

The Sakala Picture
Published On

ଭୁବନେଶ୍ୱର: ରାଜଧାନୀରେ ଦିନକୁ ଦିନ ବଢିବାରେ ଲାଗିଛି ଆତ୍ମହତ୍ୟା ଘଟଣା। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଏକ ଭଡା ଘରୁ ବିବାହିତ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ମହିଳା ଜଣକ ହେଉଛନ୍ତି ପ୍ରିୟଙ୍କା ରାୟ ସାମନ୍ତ । ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ସେ ଭଡ଼ାରେ ରହୁଥିବାବେଳେ ତାଙ୍କ ଘର ଢ଼େଙ୍କାନାଳ ଅଞ୍ଚଳରେ ବୋଲି ଜଣାପଡିଛି । ତେବେ ସେ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର […]

ଭୁବନେଶ୍ୱର: ରାଜଧାନୀରେ ଦିନକୁ ଦିନ ବଢିବାରେ ଲାଗିଛି ଆତ୍ମହତ୍ୟା ଘଟଣା। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଏକ ଭଡା ଘରୁ ବିବାହିତ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ମହିଳା ଜଣକ ହେଉଛନ୍ତି ପ୍ରିୟଙ୍କା ରାୟ ସାମନ୍ତ । ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ସେ ଭଡ଼ାରେ ରହୁଥିବାବେଳେ ତାଙ୍କ ଘର ଢ଼େଙ୍କାନାଳ ଅଞ୍ଚଳରେ ବୋଲି ଜଣାପଡିଛି । ତେବେ ସେ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ପାଇଖାନା ଘରୁ ନାବାଳିକା ଭାଣିଜୀର ମୃତଦେହ ଉଦ୍ଧାର; ତଣ୍ଟି ଚିପି ହତ୍ୟା ସନ୍ଦେହ, ମାଇଁ ଅଟକ

ତେବେ ସୂଚନା ଅନୁଯାୟୀ, ୮ ବର୍ଷ ତଳେ ପ୍ରିୟଙ୍କା ଖୋର୍ଦ୍ଧାର ରତୀକ ଦାଶଙ୍କୁ ବିବାହ କରିଥିଲେ। ସ୍ବାମୀ ଓ ୨ ଛୁଆଙ୍କ ସହ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଭଡ଼ାରେ ରହୁଥିବାବେଳେ ଆଜି ତାଙ୍କ ମୃତଦେହ ଭଡ଼ା ଘରୁ ଉଦ୍ଧାର ହୋଇଛି। ପରିବାରିକ କଳହ ଯୋଗୁଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ କାଳବୈଶାଖୀ ଆଶଙ୍କା: ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

24 Sep 2022 By The Sakala

ଭଡା ଘରୁ ବିବାହିତ ମହିଳାଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଭୁବନେଶ୍ୱର: ରାଜଧାନୀରେ ଦିନକୁ ଦିନ ବଢିବାରେ ଲାଗିଛି ଆତ୍ମହତ୍ୟା ଘଟଣା। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଏକ ଭଡା ଘରୁ ବିବାହିତ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ମହିଳା ଜଣକ ହେଉଛନ୍ତି ପ୍ରିୟଙ୍କା ରାୟ ସାମନ୍ତ । ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ସେ ଭଡ଼ାରେ ରହୁଥିବାବେଳେ ତାଙ୍କ ଘର ଢ଼େଙ୍କାନାଳ ଅଞ୍ଚଳରେ ବୋଲି ଜଣାପଡିଛି । ତେବେ ସେ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।

ତେବେ ସୂଚନା ଅନୁଯାୟୀ, ୮ ବର୍ଷ ତଳେ ପ୍ରିୟଙ୍କା ଖୋର୍ଦ୍ଧାର ରତୀକ ଦାଶଙ୍କୁ ବିବାହ କରିଥିଲେ। ସ୍ବାମୀ ଓ ୨ ଛୁଆଙ୍କ ସହ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଭଡ଼ାରେ ରହୁଥିବାବେଳେ ଆଜି ତାଙ୍କ ମୃତଦେହ ଭଡ଼ା ଘରୁ ଉଦ୍ଧାର ହୋଇଛି। ପରିବାରିକ କଳହ ଯୋଗୁଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର