ନାବାଳିକାର ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

The Sakala Picture
Published On

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ଡୁଙ୍ଗୁରିସାହି ଗ୍ରାମରୁ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଏକ ଗଛରେ ଝୁଲୁଥିବା ଅବସ୍ଥାରେ ପୁଲିସ ଉଦ୍ଧାର କରିଛି। ମୃତକ ନାବାଳିକା ଜଣକ ହେଉଛନ୍ତି ଲୁହାକାନି ଡୁଙ୍ଗୁରିସାହି ଗ୍ରାମର ସ୍ୱର୍ଗତ ଗଲାଇ ମାଝୀଙ୍କ ଝିଅ(୧୭)। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡି ନ ଥିବା ବେଳେ। ଘଟଣା ସ୍ଥଳରେ ବିଶୋଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଦାରିଦ୍ର୍ୟର ତାଡ଼ନା ସହିପାରିଲେନି ବାପା-ମା’; ୪ ବର୍ଷର ଝିଅକୁ ୧୫ ହଜାରରେ ବିକିଦେଲେ

14 May 2021 By The Sakala

ନାବାଳିକାର ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ଡୁଙ୍ଗୁରିସାହି ଗ୍ରାମରୁ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଏକ ଗଛରେ ଝୁଲୁଥିବା ଅବସ୍ଥାରେ ପୁଲିସ ଉଦ୍ଧାର କରିଛି। ମୃତକ ନାବାଳିକା ଜଣକ ହେଉଛନ୍ତି ଲୁହାକାନି ଡୁଙ୍ଗୁରିସାହି ଗ୍ରାମର ସ୍ୱର୍ଗତ ଗଲାଇ ମାଝୀଙ୍କ ଝିଅ(୧୭)। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡି ନ ଥିବା ବେଳେ। ଘଟଣା ସ୍ଥଳରେ ବିଶୋଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର