ଘରୁ ଅବସରପ୍ରାପ୍ତ ନର୍ସଙ୍କ ମୃତଦେହ ଉଦ୍ଧାର, ଲୁଟ୍ କରିବା ପରେ ଦୁର୍ବୁତ୍ତମାନେ ହତ୍ୟା କରିଥିବା ସନ୍ଦେହ

Madhusudan Das Picture
Published On

ଧର୍ମଗଡ଼: ଅବସରପ୍ରାପ୍ତ ନର୍ସଙ୍କ ମୃତଦେହ ଉଦ୍ଧାର । ଘରୁ ଲୁଟ୍ ବେଳେ ପ୍ରତିବାଦ କରିବାରୁ ମହିଳାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି । କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗାଁରୁ ଆସିଛି ଏଭଳି ଏକ ଦୁଃଖଦ ଘଟଣା  । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି । ମୃତ ମହିଳାଙ୍କ ନାଁ ସୁଚିତ୍ରା ଖୁଣ୍ଟିଆ ବୋଲି ଜଣାପଡ଼ିଥିବା ବେଳେ ତାଙ୍କ ସ୍ୱାମୀ ଓ ପୁଅ ବାହାରେ ରହୁଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ନାଁରେ ରୁଜୁ ହେଲା ମାମଲା

ସୂଚନା ଅନୁସାରେ, ଘରେ ଏକାକୀ ରହୁଥିଲେ ଅବସରପ୍ରାପ୍ତ ଏଏନଏମ ସୁପର ଭାଇଜର ସୁଚିତ୍ରା ଖୁଣ୍ଟିଆ । ଦୁର୍ବୃତ୍ତ ମାନେ ଘରେ ପଶି ପ୍ରଥମେ ଲୁଟ୍ କରିଥିଲେ । ଏହାପରେ ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ସକାଳୁ ସକାଳୁ ଘର ଆଗରେ ମୃତଦେହ ପଡିଥିବାର ଦେଖିଥିଲେ ସ୍ଥାନୀୟ ଲୋକେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । 

ଆହୁରି ପଢ଼ନ୍ତୁ: ଜଗା ଦର୍ଶନ ପାଇଁ ଆସୁଥିବା ବେଳେ ହେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ଗୁରୁତର

22 Dec 2025 By Madhusudan Das

ଘରୁ ଅବସରପ୍ରାପ୍ତ ନର୍ସଙ୍କ ମୃତଦେହ ଉଦ୍ଧାର, ଲୁଟ୍ କରିବା ପରେ ଦୁର୍ବୁତ୍ତମାନେ ହତ୍ୟା କରିଥିବା ସନ୍ଦେହ

ଧର୍ମଗଡ଼: ଅବସରପ୍ରାପ୍ତ ନର୍ସଙ୍କ ମୃତଦେହ ଉଦ୍ଧାର । ଘରୁ ଲୁଟ୍ ବେଳେ ପ୍ରତିବାଦ କରିବାରୁ ମହିଳାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି । କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗାଁରୁ ଆସିଛି ଏଭଳି ଏକ ଦୁଃଖଦ ଘଟଣା  । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି । ମୃତ ମହିଳାଙ୍କ ନାଁ ସୁଚିତ୍ରା ଖୁଣ୍ଟିଆ ବୋଲି ଜଣାପଡ଼ିଥିବା ବେଳେ ତାଙ୍କ ସ୍ୱାମୀ ଓ ପୁଅ ବାହାରେ ରହୁଥିବା ଜଣାପଡ଼ିଛି ।

ସୂଚନା ଅନୁସାରେ, ଘରେ ଏକାକୀ ରହୁଥିଲେ ଅବସରପ୍ରାପ୍ତ ଏଏନଏମ ସୁପର ଭାଇଜର ସୁଚିତ୍ରା ଖୁଣ୍ଟିଆ । ଦୁର୍ବୃତ୍ତ ମାନେ ଘରେ ପଶି ପ୍ରଥମେ ଲୁଟ୍ କରିଥିଲେ । ଏହାପରେ ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ସକାଳୁ ସକାଳୁ ଘର ଆଗରେ ମୃତଦେହ ପଡିଥିବାର ଦେଖିଥିଲେ ସ୍ଥାନୀୟ ଲୋକେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର