କେନାଲରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

The Sakala Picture
Published On

ସାଲେପୁର: କେନାଲରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । ନିଶ୍ଚିନ୍ତକୋଇଲି ଜିଗ୍ନପୁରର 8-A2 ଶାଖା କେନାଲରୁ କ୍ଷତବିକ୍ଷତ ଅବସ୍ଥାରେ ମୃତଦେହ ଉଦ୍ଧାର। ମୃତକ ଜଣକ ହେଲେ ମାର୍କତପୁର ଗାଁର ବିଶିଷ୍ଟ ବ୍ୟବସାୟୀ ଦୋଳଗୋବିନ୍ଦ ଦାସ। ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ। ଘଟଣାସ୍ଥଳରେ ସାଲେପୁର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ଧର୍ମଶାଳାର ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବର୍ଷିଲା ବିଜେଡି, 'ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ବିଜେପି ସରକାର ଦାୟୀ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର